ସୁଦାନ ସେନା-ସରକାରୀ ସାମରିକ ବାହିନୀ ସଂଘର୍ଷ: ୫୬ ମୃତ, ୫୯୫ ଆହତ

କାହିରା,୧୬ା୪: ସୁଦାନରେ ହୋଇଥିବା ସଂଘର୍ଷରେ ମୋଟ୍‌ ୫୬ ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଥିବା ବେଳେ ୫୯୫ ଜଣ ଆହତ ହୋଇଛନ୍ତି। ସୁଦାନର ସେଣ୍ଟ୍ରାଲ ଡାକ୍ତର କମିଟି ରବିବାର ସୁଦାନ ସେନା ଏବଂ ଏକ ସରକାରୀ ସାମରିକ ବାହିନୀ ମଧ୍ୟରେ ସଂଘର୍ଷ ହେବାର ଗୋଟିଏ ଦିନ ପରେ ଏହି ଘୋଷଣା କରିଛନ୍ତି।

ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନ କହିଛନ୍ତି, ସୁଦାନରେ ହୋଇଥିବା ସଂଘର୍ଷ ସମ୍ପର୍କରେ ସେ ସାଉଦିଆରବ ଏବଂ ସଂଯୁକ୍ତ ଆରବ ଏମିରେଟ୍ସର ବୈଦେଶିକ ମନ୍ତ୍ରୀଙ୍କ ସହ ପରାମର୍ଶ କରିଛନ୍ତି।

ସମ୍ପୃକ୍ତ ଦଳଗୁଡ଼ିକ ବିନା ସର୍ତ୍ତରେ ତୁରନ୍ତ ଶତ୍ରୁତା ବନ୍ଦ କରିବା ଆବଶ୍ୟକ ବୋଲି ବ୍ଲିଙ୍କେନ ଏକ ବିବୃତ୍ତିରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏତିକି ଦିନ ପାଇଁ ଅସ୍ତ୍ରବିରତି ଘୋଷଣା: ୨ ନେତାଙ୍କୁ ଧନ୍ୟବାଦ ଦେଲା ଇରାନ, କହିଲା ଏମାନଙ୍କ ପାଇଁ…

ଓ୍ବାଶିଂଟନ୍‌,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦୁଇ ସପ୍ତାହ ପାଇଁ…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

ଟ୍ରମ୍ପଙ୍କ ଗୋଟିଏ ଘୋଷଣାରେ ଖସିଲା ଅଶୋଧିତ ତେଲ ମୂଲ୍ୟ, ଜାଣନ୍ତୁ ନୂଆ ଦାମ୍‌

ଓ୍ବାଶିଂଟନ୍‌,୮।୪: ୮ ଏପ୍ରିଲରେ ଅଶୋଧିତ ତୈଳ ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ସମ୍ଭାବ୍ୟ ବୋମା ବିସ୍ଫୋରଣକୁ ଦୁଇ…

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ…

ଯୁଦ୍ଧବିରତି ଘୋଷଣା କଲେ ଟ୍ରମ୍ପ: ହର୍ମୁଜ ପ୍ରଣାଳୀ ଖୋଲିବାକୁ ରାଜି ହେଲା ଇରାନ, ବିଶ୍ୱବାସୀଙ୍କ ପାଇଁ ଖୁସିଖବର

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୁଦ୍ଧବିରତି ଘୋଷଣା କରିଛନ୍ତି। ଟ୍ରମ୍ପ ଘୋଷଣା କରିଛନ୍ତି ଯେ ଆମେରିକା ଇରାନ ସହିତ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri