Posted inଜାତୀୟ

ଡ୍ୟୁଟିରେ ଥିବା ବେଳେ ଟଳିପଡ଼ିଲେ ଯବାନ

ନୂଆଦିଲ୍ଲୀ,୬ା୧୨: ଜମ୍ମୁ-କଶ୍ମୀରର ଶ୍ରୀନଗର ଅଧୀନ ଏକ ଜଙ୍ଗଲ ଅଞ୍ଚଳରେ ଶୁକ୍ରବାର ତଲାସି ଅଭିଯାନ ବେଳେ ଜଣେ ସେନା ଯବାନଙ୍କର ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ମୃତକ ହେଲେ ସେନାର ୩୪ ଆସାମ ରାଇଫଲ୍ସ ଯବାନ ଯଶବିନ୍ଦର ସିଂ।

ଗତ ମଙ୍ଗଳବାର ଡାଚିଗାମ୍‌ ଅଞ୍ଚଳରେ ଏନ୍‌କାଉଣ୍ଟରରେ ଲଶ୍କର-ଇ-ତୋଇବା ଆତଙ୍କବାଦୀ ଜୁନେଦ୍‌ ଅହମଦ ଭଟ୍ଟ ନିହତ ହୋଇଥିଲେ। ଏହା ପରେ ଉକ୍ତ ଅଞ୍ଚଳରେ ତଲାସି ଅଭିଯାନ ଜାରି ରହିଥିଲା। ଗଣ୍ଡେରଓ୍ବାଲ ଟନେଲ ନିର୍ମାଣସ୍ଥଳରେ ଅକ୍ଟୋବର ୨୦ରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଜଣେ ଡାକ୍ତର ଓ ୬ ଜଣ ଶ୍ରମିକ ପ୍ରାଣ ହରାଇଥିଲେ। ଏହି ଆକ୍ରମଣରେ ଭଟ୍ଟ ସମ୍ପୃକ୍ତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁର ୯ ଦିନ ପରେ ମାଟି ତଳୁ ଖୋଳି ବାହାର କରାଗଲା ଅଢ଼େଇ ବର୍ଷର ଶିଶୁର ଶବ, କାରଣ ଜାଣିଲେ ହୋଇଯିବେ ତାଜୁବ

ଧର୍ମଶାଳା,୧୮।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ନୋସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବକୁ ମିଳିଛି । ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ ହେବାର…

କୋର୍ଟଙ୍କ ଦ୍ୱାରସ୍ତ ହେଲେ ଭିନେଶ

ନୂଆଦିଲ୍ଲୀ,୧୮ା୫: ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ସହିତ ଚାଲିଥିବା ବିବାଦ ମଧ୍ୟରେ ଜାତୀୟ ରେସଲିଂ ଚୟନ ପ୍ରକ୍ରିୟାରୁ ବାଦ୍‌ ଦିଆଯିବାକୁ ନେଇ ଭାରତୀୟ ରେସଲର ଭିନେଶ…

ନାବାଳିକାଙ୍କୁ ଅସଦାଚରଣ: କୋର୍ଟଙ୍କ ଆସିଲା ବଡ଼ ରାୟ

ବ୍ରହ୍ମପୁର,୧୮ା୫(ସୁବାସ ଚନ୍ଦ୍ର ପାଢ଼ୀ): ୨୦୧୮ରେ ସୋରଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ହୋଇଥିବା ଅସଦାଚରଣ ମାମଲାର ଶୁଣାଣି ହୋଇଛି। ଫାଷ୍ଟଟ୍ରାକ ପୋକ୍‌ସୋ କୋର୍ଟ ଜଜ୍‌ ରୋହିତ ଲାଲ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ କୀର୍ତ୍ତିମାନ: IPL ଇତିହାସରେ କେହି ଏମିତି ରେକର୍ଡ ହାସଲ କରିପାରିନାହାନ୍ତି

ନୂଆଦିଲ୍ଲୀ,୧୮।୫: ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଛୋଟ IPL କ୍ୟାରିୟର ମଧ୍ୟରେ ଅନେକ ରେକର୍ଡ ସ୍ଥାପନ କରିସାରିଛନ୍ତି। ତାଙ୍କ କ୍ୟାରିୟରରେ ସୂର୍ଯ୍ୟବଂଶୀ ଚୌକା ଅପେକ୍ଷା ଅଧିକ ଛକା ମାରିଛନ୍ତି।…

ଅନ୍ତେବାସୀଙ୍କୁ ଘର କାମରେ ଲଗାଇବା ପଡ଼ିଲା ମହଙ୍ଗା

ଚକାପାଦ,୧୮ା୫(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ର ବପଲମେଣ୍ଡି ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମେଟ୍ରୋନ ସୁଜାତା ସାହୁଙ୍କୁ ଜିଲାପାଳ ବେଦଭୂଷଣ ତୁମୁଡ଼ିବନ୍ଧ ରାଙ୍ଗାପାରୁ ଏସ୍‌ଏସ୍‌ଡି ଉଚ୍ଚ ବିଦ୍ୟାଳୟକୁ…

ପେଟ୍ରୋଲ ପମ୍ପ ଯାଞ୍ଚ କରି ବଡ଼ ସୂଚନା ଦେଲେ ଜିଲାପାଳ, ଜନସାଧାରଣଙ୍କୁ କହିଲେ…

ବଲାଙ୍ଗୀର,୧୮।୫: (ସୁନିଲ କୁମାର ମହାନ୍ତି) : ସୋମବାର ଜିଲାପାଳ ଗୌରୱ ଶିୱାଜୀ ଇସଲୱାର ଓ ପାଟଣାଗଡ ଉପଜିଲାପାଳ ସୁନୀଲ କୁମାର ମେହେର ବେଲପଡାର ବିଭିନ୍ନ ପେଟ୍ରୋଲ ପମ୍ପରେ…

ସଲମାନଙ୍କ ଫଟୋ ଦେଖି ୨ ପୂର୍ବତନ ପ୍ରେମିକା ଆଶ୍ଚର୍ଯ୍ୟ: କହିଲେ…

୬୦ ବର୍ଷ ବୟସରେ ବି ସଲମାନ ଖାନଙ୍କ ଜଲଓ୍ବା। ନିକଟରେ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି ସେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। ତାଙ୍କ ଫଟୋକୁ ଯିଏ…

ସ୍ତ୍ରୀଙ୍କ ଚରିତ୍ର ଉପରେ ସନ୍ଦେହ: ବହୁ ଚର୍ଚ୍ଚିତ କଟାମୁଣ୍ଡ ମାମଲାରେ ଆସିଲା ବଡ଼ ରାୟ

ପାରଳାଖେମୁଣ୍ଡି, ୧୮।୦୫ (ଗିରିଧାରୀ ପରିଛା): ଗଜପତି ଜିଲାର କାଶୀନଗର ଥାନା ଅନ୍ତର୍ଗତ ସାରା ଗ୍ରାମର ୨୦୨୩ ମସିହାର ବହୁ ଚର୍ଚ୍ଚିତ ବିଭତ୍ସ ହତ୍ୟାକାଣ୍ଡ ମାମଲାର ଶୁଣାଣି କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri