Posted inଜାତୀୟ

ବ୍ରେନ୍‌ୱାଶ ସ୍ପେଶାଲିଷ୍ଟ ପାକିସ୍ତାନ ଆତଙ୍କବାଦୀ ନିହତ

ଜମ୍ମୁ,୧୪ ।୧୨: ଅକ୍ଟୋବର ୧୧ରେ ଜମ୍ମୁ-କଶ୍ମୀରର ପୁଂଛରେ ଭାରତୀୟ ସେନା ଉପରେ ଆକ୍ରମଣ କରିଥିବା ପାକିସ୍ତାନୀ ଆତଙ୍କବାଦୀ ଲସ୍କର କମାଣ୍ଡର ଅବୁ ଜରାର ମଙ୍ଗଳବାର ସୁରକ୍ଷାକର୍ମୀଙ୍କ ଦ୍ୱାରା ନିହତ ହୋଇଛନ୍ତି । ନିହତ ଆତଙ୍କବାଦୀଙ୍କ ନିକଟରୁ ଅସ୍ତ୍ରଶସ୍ତ୍ର, ଗ୍ରେନେଡ, ଭାରତୀୟ କରେନ୍ସି ଜବତ କରିଛନ୍ତି । ଏହି ଆଙ୍କବାଦୀଙ୍କୁ ପାକିସ୍ତାନ ଗୁଇନ୍ଦା ସଂସ୍ଥା ଆଇଏସ୍ ମାଇଣ୍ଡୱାଶ କରୁଥିବା ବିଶେଷ ପ୍ରଶିକ୍ଷଣ ଦେଇ ଭାରତ ପଠାଇଥିଲା । ଏହାର ଟାର୍ଗେଟରେ ଥିଲା କିଛି ଭିଆଇପି ସେନା ବାହନ ଓ ସୁରକ୍ଷାକର୍ମୀଙ୍କ ଟିମ୍ । ସୂଚନାଯୋଗ୍ୟ, ଚଳିତବର୍ଷ ସୁରକ୍ଷାକର୍ମୀଙ୍କ ଦ୍ୱାରା ନିହତ ହୋଇଥିବା ଏ ହେଉଛନ୍ତି ଅଷ୍ଟମ ବିଦେଶୀ ଆତଙ୍କବାଦୀ ।
ପାକିସ୍ତାନ ଆତଙ୍କବାଦୀ ଅବୁ ଜରାରଙ୍କୁ ପୁଂଛ ଓ ରାଜøରି ଅଞ୍ଚଳରେ ପୁଣି ଆତଙ୍କବାଦୀଙ୍କ ନୂଆ କମାଣ୍ଡର କରିବାକୁ ଯାଉଥିଲା । ସେହି ଘାଟିରେ ପୁଣିଥରେ ନୂଆ ଆତଙ୍କବାଦୀ ସଙ୍ଗଠନ ଗଠନ କରିବାକୁ କୁହାଯାଇଥିଲା । ସୁରକ୍ଷାକର୍ମୀଙ୍କୁ ସୂଚନା ମିଳିଥିଲା କି ଆତଙ୍କବାଦୀ ତାଙ୍କର କେତେଜଣ ସାଥିଙ୍କ ସହ ପିର ପଞ୍ଜାଲ ନିକଟରେ ଲୁଚି ରହିଛନ୍ତି । ସୂଚନା ଆଧାରରେ ସୁରକ୍ଷାକର୍ମୀ ତାଙ୍କୁ ଖୋଜିବା ଆରମ୍ଭ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା…

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

ସିଂହ ରାଶିକୁ ଯିବେ ବୃହସ୍ପତି: ଆଉ ୪ ଦିନ ପରେ ଏହି ରାଶିଙ୍କ ଭାଗ୍ୟ ନେବ ନୂଆ ମୋଡ଼, ଲାଗିବ ଲଟେରୀ, ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬, ଶନିବାର ଦ୍ୱିପ୍ରହର ୧୨ଟା ୫୦ ମିନିଟରେ କର୍କଟ ରାଶିରୁ ସିଂହ ରାଶିକୁ ପ୍ରବେଶ କରିବେ। ଗୁରୁଙ୍କ…

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?