Posted inଜାତୀୟ

ତୁଷାରପାତରେ ଫସି ରହିଥିବା ୧୦୦୦ରୁ ଅଧିକ ପର୍ଯ୍ୟଟକଙ୍କୁ ଉଦ୍ଧାର କଲା ସେନା

ଗ୍ୟାଙ୍ଗଟକ,୧୭।୩: ପ୍ରବଳ ତୁଷାରପାତ ପରେ ପୂର୍ବ ସିକ୍କିମର ଉପର ଅଞ୍ଚଳରେ ଫସି ରହିଥିବା ମହିଳା ଶିଶୁଙ୍କ ସମେତ ୧୦୦୦ରୁ ଅଧିକ ପର୍ଯ୍ୟଟକଙ୍କୁ ଭାରତୀୟ ସେନା ସ୍ଥାନାନ୍ତର କରିଛି। ସେ କହିଛନ୍ତି ଯେ ବୁଧବାର ଅପରାହ୍ନରେ ନାଥୁ ଲା, ସୋମଗୋ (ଚାଙ୍ଗୁ) ହ୍ରଦ ଏବଂ ଏହାର ଆଖପାଖ ଅଞ୍ଚଳରେ ପ୍ରବଳ ତୁଷାରପାତ ହୋଇଥିଲା। ଅଧିକାରୀଙ୍କ କହିବାନୁସାରେ, ତୁଷାରପାତ କାରଣରୁ ଗାଡି ଚଲାଇବା କଷ୍ଟକର ହୋଇପଡ଼ିଥିଲା, ଯାହା ପରେ ୧୦୦୦ରୁ ଅଧିକ ପର୍ଯ୍ୟଟକ ଏବଂ ୨୦୦ ଯାନବାହାନ ଫସି ରହିଥିଲା। ଏହାପରେଏହି ଅଞ୍ଚଳରେ ନିୟୋଜିତ ସେନାମାନେ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ ଏବଂ ଆଠ ଘଣ୍ଟାର ଅପରେଶନ ପରେ ପର୍ଯ୍ୟଟକମାନଙ୍କୁ ଏକ ସୁରକ୍ଷିତ ସ୍ଥାନକୁ ଅଣାଯାଇଥିଲା। ପ୍ରକାଶ ଯେ, ସମସ୍ତ ପର୍ଯ୍ୟଟକଙ୍କୁ ଆବାସ, ଗରମ ଖାଦ୍ୟ, ଉଷୁମ ପୋଷାକ ଏବଂ ଚିକିତ୍ସା ସହାୟତା ଯୋଗାଇ ଦିଆଯାଇଥିବା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…

ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

କଢ଼ାଗଲା ଝଡ଼ ବତାସରେ ଛିଣ୍ଡିଥିବା ତ୍ରିରଙ୍ଗା: ପୁଣି ଗାନ୍ଧିଛକରେ ଉଡିଲା …

ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଗାନ୍ଧିଛକରେ ଉଡୁଥିବା ଛିଣ୍ଡା ତ୍ରିରଙ୍ଗାକୁ ମଙ୍ଗଳବାର ଅପସାରିତ କରାଯାଇଛି। ଅପସାରଣ ପରେ ସେଠାରେ ନୂଆ ତ୍ରିରଙ୍ଗା ଉଡୁଛି। ଏଠାରେ ଉଲ୍ଲେଖନୀୟ, ସହର…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ପାଳନ:  ଉଲ୍ଲେଖନୀୟ ଅବଦାନ ପାଇଁ ୫ ଟ୍ରାନ୍ସଜେଣ୍ଡରଙ୍କୁ…

ଛତ୍ରପୁର,୩୧।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ୨୦୨୬ ପାଳିତ ହୋଇଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri