Posted inଜାତୀୟ

ଖାତରେ ଖସିଲା ସେନା ଗାଡ଼ି: ୫ ଯବାନ ମୃତ

ମେନ୍ଧର/ଜମ୍ମୁ,୨୪ା୧୨: ଜମ୍ମୁ-କଶ୍ମୀରର ପୁଞ୍ଚ୍‌ ଜିଲାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ସେନା ଗାଡ଼ି ପ୍ରାୟ ୩୫୦ ଫୁଟ୍‌ ଗଭୀର ଖାତକୁ ଖସିପଡ଼ିବାରୁ ୫ ଯବାନଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ୫ ଜଣ ଆହତ ହୋଇଛନ୍ତି। ୧୧ ମାଡ୍ରା୍‌ ଲାଇଟ୍‌ ଇନ୍‌ଫାଣ୍ଟ୍ରିର ଏହି ଗାଡ଼ିଟି ନିଲମ ମୁଖ୍ୟାଳୟରୁ ଯବାନମାନଙ୍କୁ ନେଇ ବନୋଇ ଯାଉଥିବାବେଳେ ଘରୋଆ ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି। ଉଦ୍ଧାର ହୋଇଥିବା ଆହତ ଯବାନମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ନଭେମ୍ବର ୪ରେ ରାଜୌରୀ ଜିଲାରେ ଏକ ଗାଡ଼ି ଖାତକୁ ଖସିପଡ଼ିବାରୁ ଜଣେ ଯବାନଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ଜଣେ ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Mamata Banerjee Controversial Remark: ମହାକୁମ୍ଭ ନା ମୃତ୍ୟୁକୁମ୍ଭ, ଯୋଗୀ ସରକାରଙ୍କ ଉପରେ ଆଣିଲେ ବଡ଼ ଅଭିଯୋଗ

କୋଲକାତା,୧୮।୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ପଶ୍ଚିମବଙ୍ଗ ବିଧାନସଭାରେ ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଅନୁଷ୍ଠିତ ହେଉଥିବା ମହାକୁମ୍ଭମେଳାର କଥିତ କୁପରିଚାଳନା ପାଇଁ କେନ୍ଦ୍ର ସରକାର...

ମନି ଲଣ୍ଡରିଂ ମାମଲାରେ ସତ୍ୟେନ୍ଦ୍ର ଜୈନଙ୍କ ବିରୋଧରେ ରୁଜୁ ହେବ ମାମଲା, ମଞ୍ଜୁରୀ ଦେଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୮।୨: ମନି ଲଣ୍ଡରିଂ ମାମଲାରେ ଆମ ଆଦମୀ ପାର୍ଟି ନେତା ସତ୍ୟେନ୍ଦ୍ର ଜୈନଙ୍କ ମୁସ୍କିଲ ବଢ଼ିଯାଇଛି। ଏବେ ତାଙ୍କ ବିରୋଧରେ କୋର୍ଟରେ ମାମଲା ରୁଜୁ କରାଯିବ।...

Kumbh Mela ପରେ ଗଙ୍ଗାପାଣିରେ ମିଳିଲା କ୍ଷତିକାରକ ବ୍ୟାକ୍ଟେରିଆ, ସ୍ନାନ କରିଥିଲେ ହୋଇପାରେ…ଚମକାଇଦେବ ରିପୋର୍ଟ

ନୂଆଦିଲ୍ଲୀ,୧୮।୨: ନିକଟରେ କୁମ୍ଭମେଳା ସରିଥିବାବେଳେ ଗଙ୍ଗା-ଯମୁନାରେ ପ୍ରଦୂଷଣ ବୃଦ୍ଧି ପାଇଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି) ଜାତୀୟ ସବୁଜ ଟ୍ରିବ୍ୟୁନାଲ (ଏନଜିଟି)କୁ ଏହାର ରିପୋର୍ଟ...

Video:ପ୍ରଥମଥର ବିମାନରେ ବସିଲେ ମୋନାଲିସା: ଷ୍ଟାଇଲିସ୍‌ ଲୁକ୍‌ ଦେଖି ଲୋକେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୮।୨: ମହାକୁମ୍ଭର ଭାଇରାଲ ଗାର୍ଲ ମୋନାଲିସାଙ୍କ ଭାଗ୍ୟ ଫିଟିଛି। ସେ ଖୁବଶୀଘ୍ର ଫିଲ୍ମ ଜଗତରେ ପାଦ ଦେବାକୁ ଯାଉଛନ୍ତି। ପ୍ରତିଦିନ ମୋନାଲିସାଙ୍କ ନୂଆ ନୂଆ ଭିଡିଓ...

ୟୁଟ୍ୟୁବରେ ବ୍ୟାପୁଥିବା ଅଶ୍ଳୀଳତାକୁ ନେଇ ସୁପ୍ରିମକୋର୍ଟଙ୍କ କଡ଼ା ଆଭିମୁଖ୍ୟ: କେନ୍ଦ୍ର ସରକାରଙ୍କୁ କଲେ ଏମିତି ପ୍ରଶ୍ନ

ନୂଆଦିଲ୍ଲୀ,୧୮।୨: ଏକ ୟୁଟ୍ୟୁବ ଶୋ’ରେ ରଣବୀର ଆଲ୍ଲାହାବାଦିଆ ଦେଇଥିବା ଆପତ୍ତିଜନକ ମନ୍ତବ୍ୟ ଉପରେ ଆଜି ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ୟୁଟ୍ୟୁବ ପ୍ଲାଟଫର୍ମରେ ପ୍ରସାରିତ ଅଶ୍ଳୀଳତା ସମ୍ପର୍କରେ...

Indian Politics: ମୁଖ୍ୟ ନିର୍ବାଚନ କମିଶନରଙ୍କ ନିଯୁକ୍ତିକୁ ନେଇ ରାହୁଲ ଖପ୍ପା, କହିଲେ, ‘ମଧ୍ୟରାତ୍ରିରେ ନିଷ୍ପତ୍ତି ନେବା…’

ନୂଆଦିଲ୍ଲୀ,୧୮।୨: କଂଗ୍ରେସ ନେତା ରାହୁଲ ଗାନ୍ଧୀ ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରେ ଏକ ପୋଷ୍ଟ ମାଧ୍ୟମରେ କେନ୍ଦ୍ର ସରକାର ନିର୍ବାଚନ କମିଶନରଙ୍କ ଚୟନ ପ୍ରକ୍ରିୟାରେ...

ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ସମୟ ବଦଳିଲା: ଟାର୍ଗେଟ୍‌ କଲା ଆପ୍‌

ନୂଆଦିଲ୍ଲୀ,୧୮।୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବର ସମୟ ପରିବର୍ତ୍ତନ ହୋଇଛି। ଏବେ ଶପଥ ଗ୍ରହଣ ଉତ୍ସବ ୨୦ ଫେବୃଆରୀ ସକାଳ ୧୧ଟାରେ ଅନୁଷ୍ଠିତ ହେବ।...

ମହାରାଷ୍ଟ୍ରରେ ଟଣାଭିଡା! ଶିନ୍ଦେ କରୁଛନ୍ତି ଅଲଗା ବୈଠକ, ସେପଟେ ଫଡନଭିସ ନେଲେଣି ୨୦ ବିଧାୟକଙ୍କୁ ନେଇ…

ମୁମ୍ବାଇ,୧୮।୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ଏବଂ ଉପମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ମଧ୍ୟରେ ସବୁକିଛି ଠିକ ନାହିଁ। ଫଡନଭିସ ସରକାରଙ୍କ ସାମ୍ପ୍ରତିକ ନିଷ୍ପତ୍ତିରୁ ଏହା ଅନୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri