Posted inଜାତୀୟ

୨୩ରେ ଅର୍ଣ୍ଣବ ଗୋସ୍ବାମୀଙ୍କ ଆଗୁଆ ଜାମିନ ଶୁଣାଣିି

ମୁମ୍ବାଇ,୧୩।୧୧:‘ମୁମ୍ବାଇର ସେସନ୍ସ କୋର୍ଟ ପକ୍ଷରୁ ରିପବ୍ଲିକ ଟିଭିର ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ବାମୀ, ତାଙ୍କ ସ୍ତ୍ରୀ ସମ୍ୟାବ୍ରତ ରାୟଙ୍କ ଆଗୁଆ ଜାମିନ ଆବେଦନର ଶୁଣାଣିକୁ ନଭେମ୍ବର ୨୩ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି। ନଭେମ୍ବର ୪ରେ ଗିରଫ କରିବାକୁ ଯାଇଥିବା ଜଣେ ମହିଳା ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ସେମାନଙ୍କ ବିରୋଧରେ ମୁମ୍ବାଇ ପୋଲିସ ଏନ୍‌ଏମ୍‌ ଜୋଷୀ ମାର୍ଗ ଥାନାରେ ମାମଲା ରୁଜୁ କରିଥିଲା।
ଏନେଇ ଅର୍ଣ୍ଣବଙ୍କ ଓକିଲ ଶ୍ୟାମ୍‌ କଲ୍ୟାନକର କହିଛନ୍ତି, ଆମେ ଗିରଫ ଲାଗି ଅନ୍ତରୀଣ ସୁରକ୍ଷା ମାଗିନାହୁଁ। ସୁପ୍ରିମକୋର୍ଟରୁ ବୁଧବାର ଅର୍ଣ୍ଣବଙ୍କୁ ଜାମିନ ମିଳିବା ପରେ ସମ୍ପୂର୍ଣ୍ଣ ନିର୍ଦ୍ଦେଶନାମାକୁ ଅପେକ୍ଷା କରାଯାଇଛି। ଅର୍ଣ୍ଣବ ଓ ତାଙ୍କ ସ୍ତ୍ରୀ ଜଣେ ମହିଳା ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ମାମଲାରେ ଆଗୁଆ ଜାମିନ ଆବେଦନ କରିଛନ୍ତି। ଆଇପିସିର ୩୫୩, ୫୦୪, ୫୦୬ ଦଫା ସେମାନଙ୍କ ବିରୋଧରେ ଲଗାଯାଇଥିବା ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ICC ODI Rankingରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଦବ୍‌ଦବା: ଟପ୍‌-୪ରେ ୩ ଭାରତୀୟ, ଜାଣନ୍ତୁ କେଉଁ ସ୍ଥାନରେ ରୋହିତ-ବିରାଟ

ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍‌ ନମ୍ବର-୧…

ଆଉ ଦରକାର ପଡ଼ିବନି LPG ସିଲିଣ୍ଡର! ଏଣିକି ଇଥାନଲରେ ହେବ ରୋଷେଇ, ହେଲେ କିଣିବାକୁ ପଡିବ ନୂଆ ଚୁଲା

ନୂଆଦିଲ୍ଲୀ,୨୩।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ କରିବା ପରେ, କେନ୍ଦ୍ର ସରକାର ଏବେ ଏହି ଜୈବ ଇନ୍ଧନ (biofuel) ର ଅନ୍ୟ ଏକ ବଡ଼ ବ୍ୟବହାର ଆପଣଙ୍କ ରୋଷେଇ…

କେନ୍ଦ୍ର ସରକାର ବଢାଇଲେ ମହଙ୍ଗା ଭତ୍ତା: ଏହିସବୁ କର୍ମଚାରୀଙ୍କ ବଢ଼ିବ ଦରମା

ନୂଆଦିଲ୍ଲୀ,୨୩।୭: ଦେଶର ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଜୁଲାଇ ମାସରେ ହେବାକୁ ଥିବା ମହଙ୍ଗା ଭତ୍ତା (DA) ବୃଦ୍ଧିକୁ ଅପେକ୍ଷା କରିଛନ୍ତି। ସେମାନେ ମହଙ୍ଗା ଭତ୍ତାରେ ୨…

ଫୋକସରେ ପୌର -ପଞ୍ଚାୟତ ନିର୍ବାଚନ: ତାମ୍ପରାରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ, ମିଶିକି ନେଲେ ଏହି ଶପଥ

ଛତ୍ରପୁର, ୨୩।୭ (ଦିଲ୍ଲୀପ ସାମଲ/ ଦ୍ୱାରିକାପଟ୍ଟନାୟକ): ଆଗାମୀ ପୌର ଓ ପଞ୍ଚାୟତ ନିର୍ବାଚନକୁ ସାମ୍ନାରେ ରଖି ଛତ୍ରପୁର ନିର୍ବାଚନମଣ୍ଡଳୀରେ ସଂଗଠନକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ବିଜୁ…

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର: ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର, ୨୩।୭: ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଗୁରୁବାର ଏକ ଖୁସିଖବର ମିଳିଛଇ। ରାଜ୍ୟ ସରକାର ମହଙ୍ଗା ଭତ୍ତା ୫% ବୃଦ୍ଧି କରିଛନ୍ତି। ଫଳରେ ମହଙ୍ଗା ଭତ୍ତା ୨୫୭%ରୁ…

ପରିତ୍ୟକ୍ତ ଅବସ୍ଥାରେ ଦାରିଙ୍ଗବାଡିର ଏକମାତ୍ର ଯାତ୍ରୀ ବିଶ୍ରାମାଗାର: ଭାଙ୍ଗି ଗଲାଣି ଗେଟ୍‌

ଦାରିଙ୍ଗବାଡି,୨୨।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଚାରି ଛକରେ ରହିଥିବା ଏକ ମାତ୍ର ବିଶ୍ରାମାଗାର ଏବେ ପରିତ୍ୟକ୍ତ ଅବସ୍ଥାରେ ରହିଛି। ପୁତ୍ତିମୟ ଗନ୍ଧରେ ନାକ ଫାଟି ଯାଉଛି।…

ଜି ଉଦୟଗିରି ଆଡପମଣ୍ଡପରେ ଜଗନ୍ନାଥ- ବଳଭଦ୍ରଙ୍କ ରାମ, ବଳରାମ ବେଶ

ଜି ଉଦୟଗିରି ୨୩।୭(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ବୁଧବାର ସନ୍ଧ୍ୟାରେ ଜି ଗୁଣ୍ଡିଚା ମନ୍ଦିରର ଆଡପ ମଣ୍ଡପରେ ଶ୍ରୀ ଜଗନ୍ନାଥଙ୍କୁ ଶ୍ରୀରାମ ବେଶ ଓ…

ଜୀବନ ସହ ସଂଘର୍ଷ କରୁଛନ୍ତି ପିଣ୍ଟୁ: ଚିକିତ୍ସା ପାଇଁ ସହଯୋଗର ହାତ ବଢେଇଲା ବିଜେଡି ପ୍ରତିନିଧି ଦଳ

ଗଞ୍ଜାମ, ୨୩।୭: (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତ ଅରଣ ପୁର ଗ୍ରାମର ଅଭି ତରାଇଙ୍କ ପୁଅ ପିଣ୍ଟୁ ତରାଇ ମସ୍ତିଷ୍କ ରୋଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri