ଧନତେରସରେ ରେକର୍ଡ ସ୍ତରରେ ସୁନା ବିକ୍ରି, ୨୭ହଜାର କୋଟି ଟଙ୍କାର ହେଲାଣି ସୁନା ବ୍ୟବସାୟ

ନୂଆଦିଲ୍ଲୀ,୧୦।୧୧: ଧନତେରସ ଉପଲକ୍ଷେ ଲୋକ ସୁନା-ରୁପା କିଣୁଛନ୍ତି। ଏନେଇ ଜୁଏଲରୀ ଦୋକାନରେ ପ୍ରବଳ ଭିଡ ଦେଖିବାକୁ ମିଳିଛି। ଆଜିର ଦିନରେ ଜୁଏଲାରୀ ଦୋକାନୀମାନେ ରେକର୍ଡ ସ୍ତରର ବ୍ୟବସାୟ କରିଛନ୍ତି। ଅଲ ଇଣ୍ଡିଆ ଜ୍ୱେଲର୍ସ ଆଣ୍ଡ ଗୋଲ୍ଡସ୍ମିଥ୍‌ ଫେଡେରଶନର ରାଷ୍ଟୟୀୟ ଅଧ୍ୟକ୍ଷ ପଙ୍କଜ ଅରୋଡା କହିଛନ୍ତି, ସା ସୁଦ୍ଧା ସୁନା-ରୁପା ଏବଂ ଅନ୍ୟ ଜୁଏଲାରୀର ପାଖାପାଖି ୩୦ହଜାର କୋଟି ଟଙ୍କାର ବ୍ୟବସାୟ ହୋଇଗଲାଣି। ଏପର୍ଯ୍ୟନ୍ତ ୨୭ହଜାର କୋଟି ସୁନା ବିକ୍ରି ହୋଇଥିବାବେଳେ ୩ହଜାର କୋଟିର ରୁପା ବିକ୍ରି ହୋଇଛି। ଅନୁମାନନୁସାରେ, ଏପର୍ଯ୍ୟନ୍ତ ଦେଶରେ ୪୧ଟନ ସୁନା ଓ ୪୦୦ଟନ ରୁପା ଜୁଏଲାରୀ ବିକ୍ରି ହୋଇ ସାରିଛି।
ପୂର୍ବ ବର୍ଷ ଧନତେରସରେ ୨୫ହଜାର କୋଟି ଟଙ୍କାର ବ୍ୟବସାୟ ହୋଇଥିଲା। ସେତେବେଳେ ସୁନା ଦାମ ୧୦ଗ୍ରାମ ପିଛା ୫୨ହଜାର ଥିଲା ଯେତେବେଳେ କି ବର୍ତ୍ତମାନର ଦାମ ୬୨ହଜାର ରହିଛି। ସେହିପରି ରୁପା କିଲୋ ପିଛା ୫୮ହଜାର ଥିବାବେଳେ ବର୍ତ୍ତମାନ ୭୨ହଜାର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲେୟାର ଅଫ ଦ ମ୍ୟାଚ ବିବେଚିତ ହେବା ପରେ ସମାଲୋଚକମାନଙ୍କୁ କଡ଼ା ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୨।୬: ଶ୍ରୀଲଙ୍କା ଏ’କୁ ପରାସ୍ତ କରିବା ପରେ ‘ପ୍ଲେୟାର ଅଫ ଦି ମ୍ୟାଚ’ ବିବେଚିତ ବୈଭବ ସୂର୍ଯ୍ୟବଂଶୀ କହିଛନ୍ତି ଯେ ସେ ପ୍ରଥମ ୧୦ ଓଭରର ଫାଇଦା…

ଆମେରିକା-ଇରାନ ଶାନ୍ତି ଆଲୋଚନା ମଧ୍ୟରେ କତାର ଗ୍ୟାସ ଟର୍ମିନାଲରେ ବଡ଼ ବିସ୍ଫୋରଣ; ୫୪ ଜଣ ଆହତ, ୧୮ ନିଖୋଜ

ଦୋହା,୨୨।୬: ରବିବାର ରାତିରେ (ଜୁନ ୨୧) କତାରର ରାସ ଲାଫାନରେ ଏକ ପ୍ରମୁଖ ପ୍ରାକୃତିକ ଗ୍ୟାସ ରପ୍ତାନି ଟର୍ମିନାଲରେ ଏକ ବଡ଼ ବିସ୍ଫୋରଣ ଘଟିଥିଲା। ଇରାନ ଦ୍ୱାରା…

ପିଲାଚୋର ସନ୍ଦେହରେ ବାହାର ରାଜ୍ୟର ଯୁବକଙ୍କୁ ନିର୍ଧୂମ ମାଡ଼, ଭିଡିଓ ଭାଇରାଲ ପରେ…

ସମ୍ବଲପୁର,୨୨ା୬(ପ୍ରମୋଦ ବହିଦାର): ସମ୍ବଲପୁର ସହରର କ୍ଷେତରାଜପୁର ଥାନା ଅନ୍ତର୍ଗତ ଧୋବାପଡ଼ା ଅଞ୍ଚଳରେ ରବିବାର ସକାଳେ ଜଣେ ବାହାର ରାଜ୍ୟର ଯୁବକଙ୍କୁ ପିଲା ଚୋର ଭାବି କିଛି ସ୍ଥାନୀୟ…

୫୨ ବର୍ଷରେ ପଦାର୍ପଣ କଲେ ବିଜୟ, ଭିନ୍ନ ଢଙ୍ଗରେ ଶୁଭେଚ୍ଛା ଜଣାଇଲେ ରାହୁଲ

ଚେନ୍ନାଇ,୨୨।୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏବଂ ଟିଭିକେ ମୁଖ୍ୟ ଥାଲାପତି ବିଜୟ ତାଙ୍କର ୫୨ତମ ଜନ୍ମଦିନ ପାଳନ କରୁଛନ୍ତି। ଲୋକ ସଭାରେ ବିରୋଧୀ ଦଳ ନେତା ଏବଂ ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦେଲେ ଏମ୍‌ପି ପ୍ରଦୀପ ପାଣିଗ୍ରାହୀ, ଘଣ୍ଟ-ଢୋଲ ପଟୁଆରରେ…

ଗଞ୍ଜାମ,୨୨ା୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ଆଲିଆବାଦ ଗ୍ରାମର ଗ୍ରାମ୍ୟଦେବୀ ମା’ ବୁଢ଼ୀଠାକୁରାଣୀଙ୍କ ଭବ୍ୟ ନୂତନ ମନ୍ଦିର ପ୍ରତିଷ୍ଠା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

ପଞ୍ଚାୟତ ନିର୍ବାଚନ ପାଇଁ ସଂଗଠନ ସୁଦୃଢ଼ କରିବାକୁ କଂଗ୍ରେସର ଆହ୍ବାନ

ଥୁଆମୂଳ ରାମପୁର,୨୨ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ବରଙ୍ଗା ତୋଟାଠାରେ ଥୁଆମୂଳ ରାମପୁର ପଞ୍ଚାୟତ କଂଗ୍ରେସ କମିଟି ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ କର୍ମୀ ସମ୍ମିଳନୀ ଅନୁଷ୍ଠିତ…

ସ୍ବିଜରଲ୍ୟାଣ୍ଡ ବୈଠକ ଶେଷ: ହର୍ମୁଜରେ ହଟିଲା ଅବରୋଧ, ସମ୍ପତ୍ତି ଫ୍ରିଜ ଆରମ୍ଭ, ହେଲେ ଏବେବି ବାକି ଅଛି…

ତେହରାନ,୨୨।୬: ସ୍ବିଜରଲ୍ୟାଣ୍ଡରେ ଆମେରିକା ଏବଂ ଇରାନ ମଧ୍ୟରେ ବୈଠକ ଶେଷ ହୋଇଛି। ଇରାନ ବୈଠକ ଶେଷ ହେବାର ଘୋଷଣା କରିଛି ଏବଂ ସମାଧାନ ହୋଇଥିବା ସମସ୍ୟାଗୁଡ଼ିକୁ ଉଲ୍ଲେଖ…

ତୁର୍କୀରେ ଇତିହାସ ରଚିଲେ କଳାହାଣ୍ଡି ପୁଅ ଆକାଶ, ଭାରତ ପାଇଁ ଆଣିଲେ…

ଭବାନୀପାଟଣା,୨୨ା୬(ଉତ୍ତମ କୁମାର ଦାଶ): ତୁର୍କୀ ଦେଶର ମରସିନ ସହରରେ ଗତ ୧୮ରୁ ଚାଲିଥିବା ଓ୍ବାଲର୍‌ଡ ଆବିଲିଟିସ୍ପୋର୍ଟ ୟୁଥ୍‌ ଗେମ୍ସ-୨୦୨୬ରେ କଳାହାଣ୍ଡି ପୁଅ ଆକାଶ ରଞ୍ଜନ ମୁଣ୍ଡ ଇତିହାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri