ଦଳାଚକଟା ମୃତ୍ୟୁ ଘଟଣା: କାରଖାନା ପରିଚାଳକଙ୍କ ସମେତ ୮ ଗିରଫ

କରାଚୀ,୧ା୪: ପାକିସ୍ତାନର ଅବସ୍ଥା ଦିନକୁ ଦିନ ଖରାପ ହେବାରେ ଲାଗିଛି। ରାଜନୈତିକ ଏବଂ ଅର୍ଥନୈତିକ ସଙ୍କଟ ଶେଷ ହେବାର ନାଁ ନେଉନି। ଏଠାକାର ଲୋକମାନେ ଦୁଇ ପଟ ରୁଟି ପାଇଁ ଲଢ଼େଇ କରୁଛନ୍ତି। ଖାଦ୍ୟ ବଣ୍ଟନ କେନ୍ଦ୍ରଗୁଡ଼ିକରେ ବିରାଟ ଧାଡ଼ି ଲାଗୁଛି।

ଶନିବାର ବନ୍ଦର ସହର କରାଚୀରେ ପାକିସ୍ତାନ ପୋଲିସ ୮ ଜଣଙ୍କୁ ଗିରଫ କରିଛି। ରମଜାନ ଖାଦ୍ୟ ବଣ୍ଟନ କେନ୍ଦ୍ରରେ ଶିଶୁ ଓ ମହିଳାଙ୍କ ସମେତ ୧୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଲୋକ ଆହତ ହୋଇଥିଲେ।

ପୋଲିସର ପ୍ରାଥମିକ ରିପୋର୍ଟ ଅନୁଯାୟୀ, ୪୦ରୁ ୮୦ ବର୍ଷ ବୟସର ୯ ଜଣ ମହିଳା ଏବଂ ୧୦ରୁ ୧୫ବର୍ଷ ବୟସର ତିନିଜଣ ଶିଶୁଙ୍କ ମୃତ୍ୟୁ ଘଟିଥିଲା। ଏହି ମାମଲାରେ ପୋଲିସ ୮ ଜଣଙ୍କୁ ଗିରଫ କରିଛି। କାରଖାନା ପରିଚାଳକଙ୍କ ସହିତ ଯିଏ ରମଜାନରେ ଦାନ ବିଷୟରେ ସ୍ଥାନୀୟ କର୍ତ୍ତୃପକ୍ଷଙ୍କୁ ଜଣାଇ ନ ଥିଲେ।

ପୋଲିସ ତଦନ୍ତ ଅଧୀକ୍ଷକ ଡକ୍ଟର ହଫିଜ ବୁଗ୍‌ତି କହିଛନ୍ତି, କାରଖାନାର ପରିଚାଳନା ଭିତର ଫାଟକ ଖୋଲି ନାହିଁ ଏବଂ ସଂକୀର୍ଣ୍ଣ ରାସ୍ତା ଯୋଗୁ ବୃଦ୍ଧ ମହିଳା ଓ ଶିଶୁମାନେ ଧାଡ଼ି ପଛରେ ଠିଆ ହୋଇଥିଲେ। ଯେଉଁ କାରଣରୁ ଦଳଚକଟାରେ ପ୍ରାଣହାନି ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Add-On Credit Card କ’ଣ? କିଏ କରିପାରିବେ ଏହାର ବ୍ୟବହାର, ଜାଣନ୍ତୁ ସମ୍ପୂର୍ଣ୍ଣ…

ନୂଆଦିଲ୍ଲୀ, ୭।୮: ଆଜିକାଲି ପରିବାରର ବିଭିନ୍ନ ଖର୍ଚ୍ଚ ଯେପରିକି ଘରୋଇ ବିଲ୍, ଶପିଂ, ଭ୍ରମଣ ଏବଂ ପିଲାଙ୍କ ପାଠପଢ଼ା ଖର୍ଚ୍ଚ ଆଦି ଏକାଠି ପରିଚାଳନା କରିବା କଷ୍ଟକର…

କ’ଣ ସାଧାରଣ ଲୋକ UPI ଟ୍ରାଞ୍ଜାକ୍ସନବେଳେ ଦେବେ ଏକ୍ସଟ୍ରା ଚାର୍ଜ? ଅର୍ଥମନ୍ତ୍ରୀ କଲେ ଖୁଲାସା

ନୂଆଦିଲ୍ଲୀ, ୭।୮: ଯଦି ଆପଣ ବି ନିତିଦିନ ଛୋଟ-ବଡ଼ କାମ ପାଇଁ UPI ବ୍ୟବହାର କରୁଛନ୍ତି ଏବଂ ମନରେ ଟ୍ରାଞ୍ଜାକ୍ସନ୍ ଚାର୍ଜ ଲାଗିବାର ଭୟ ଥିଲା, ତେବେ…

ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ଜିଲାପାଳ କହିଲେ ଘଟଣା ପଛରେ ଯେଉଁମାନେ ଅଛନ୍ତି ସେମାନଙ୍କୁ…

ଝରିଗାଁ,୭ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଏକ ଆଦବାସୀ ବହୁଳ ଅଞ୍ଚଳ ଅଟେ। ସରକାର ପିଲାଙ୍କୁ ମାଗଣା ଶିକ୍ଷା ପ୍ରଦାନ ତଥା ଗୁଣାତ୍ମକ ଶିକ୍ଷା ଦେବା ନେଇ…

ସାଉଦି-ତୁର୍କି ଓ ପାକିସ୍ତାନ ଭିତରେ ବଡ଼ ଡିଲ୍‌, ଭାରତକୁ ପଡିପାରେ ବଡ଼ ପ୍ରଭାବ!

ନୂଆଦିଲ୍ଲୀ, ୭।୮: ସାଉଦୀ ସେନା ଏବଂ ସରକାର ସହ ଜଡ଼ିତ ସୂତ୍ରରୁ AFP ସୂଚନା ଦେଇଛି ଯେ ସାଉଦୀ ଆରବ, ତୁର୍କୀ ଏବଂ ପାକିସ୍ତାନ ଶୁକ୍ରବାର ଦିନ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବା ପରେ ୟୁସୁଫ ପଠାନ କେଉଁ ପ୍ରମୁଖ ଦାବି କରିଥିଲେ? ଯଦି ଏହା ପୂରଣ ହୁଏ, ତେବେ…

ନୂଆଦିଲ୍ଲୀ,୭।୮: ତୃଣମୂଳ କଂଗ୍ରେସ ଏମପି ୟୁସୁଫ ପଠାନ ତାଙ୍କ ନିର୍ବାଚନମଣ୍ଡଳୀ ସମ୍ପର୍କିତ ସମସ୍ୟାକୁ ନେଇ ପୁଣିଥରେ ଚର୍ଚ୍ଚାରେ ଅଛନ୍ତି। ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସାକ୍ଷାତ…

ସୁନାଗହଣା ଚୋରି ଘଟଣାର ପର୍ଦ୍ଦାଫାଶ: ପୋଲିସ ଭିଣୋଇଙ୍କୁ ଗିରଫ କରି…

ମୋହନା,୭ା୮(ମନ୍ମଥ ମିଶ୍ର): ଆର୍‌.ଉଦୟଗିରି ଥାନା ପୋଲିସ ଏକ ସୁନା ଗହଣା ଚୋରି ଘଟଣାର ପର୍ଦ୍ଦାଫାଶ କରିଛି। ଆର୍‌ ଉଦୟଗିରି ଖ୍ରୀଷ୍ଟିଆନ ସାହି ବାସିନ୍ଦା ଝୁମ୍ପି ରଇତ ଗୁରୁବାର…

ପତ୍ନୀଙ୍କଠାରୁ ଅଲଗା ହେବେ ନାହଁ ମୁଖ୍ୟମନ୍ତ୍ରୀ ବିଜୟ! ୨୭ ବର୍ଷ ପରେ ଭାଙ୍ଗିବାକୁ ବସିଥିଲା ସମ୍ପର୍କ

ଅମରାବତି,୭।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମ୍ପ୍ରତି ଚର୍ଚ୍ଚାରେ ଅଛନ୍ତି। ତାଙ୍କ ପତ୍ନୀ ସଙ୍ଗୀତାଙ୍କ ସହ ତାଙ୍କ ସମ୍ପର୍କରେ ଫାଟ ସୃଷ୍ଟି…

୪୫ ଜଣ ଏମପିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି; ବ୍ରେକଫାଷ୍ଟରେ ବାଣ୍ଟିଲେ ଏହି ମନ୍ତ୍ର

ନୂଆଦିଲ୍ଲୀ,୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର (୭ ଅଗଷ୍ଟ, ୨୦୨୬) ଦିନ ବ୍ରେକଫାଷ୍ଟ ସମୟରେ ଶିବସେନା, NCPI ଏବଂ ଅଜିତ ପାୱାରଙ୍କ ନେତୃତ୍ୱାଧୀନ NCP ଗୋଷ୍ଠୀର ସାଂସଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri