ବନ୍ଧାହେଲେ କୋଟିପତି ସହକାରୀ ଯନ୍ତ୍ରୀ

ଭୁବନେଶ୍ୱର,୧୯।୧୧(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରଣପୁର ଗ୍ରାମ୍ୟ ଉନ୍ନୟନ ବିଭାଗର କୋଟିପତି ସହକାରୀ ଯନ୍ତ୍ରୀ ଋଷିନାଥ ବରାଳଙ୍କୁ ଶୁକ୍ରବାର ଗିରଫ କରାଯାଇଛି। ଗୁରୁବାର ଋଷିନାଥଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିଲା । ଋଷିନାଥଙ୍କ ଘର ସମେତ ଖୋର୍ଦ୍ଧା, ନୟାଗଡ ଓ ଢେଙ୍କାନାଳର ୪ଟି ସ୍ଥାନରେ ଚଢ଼ାଉ କରାଯାଇଥିଲା। ଚଢ଼ାଉ ବେଳେ ଋଷିନାଥଙ୍କ ୨ କୋଟି ୭୦ ଲକ୍ଷର ସ୍ଥାବର ଅସ୍ଥାବର ସମ୍ପତ୍ତି ଠାବ ହୋଇଥିବା ବେଳେ ଘରୁ ୩୫ ହଜାର ଟଙ୍କାର ପୁରୁଣା ୫ ଶହ ଟଙ୍କିଆ ନୋଟ ଜବତ ହୋଇଥିଲା। ଚଢାଉ ସମୟରେ ଗୋଟିଏ ପ୍ଲଟ, କାର, ନଗଦ ୧ ଲକ୍ଷ ୩୦ ହଜାର ଟଙ୍କା ଠାବ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…

ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

୮ ବର୍ଷ ପରେ କେନ୍ଦ୍ରୀୟ ବିଦ୍ୟାଳୟ ପାଳିଲା ବାର୍ଷିକ ଉତ୍ସବ : ଉପ ଜିଲାପାଳ କହିଲେ…

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଦୀର୍ଘ ୮ ବର୍ଷ ପରେ ଶନିବାର ସନ୍ଧ୍ୟାରେ ତ ବାର୍ଷିକ ଉତ୍ସବ ପାଳନ କରିଛି। ୨୦୧୭...

ପ୍ରସିଦ୍ଧ ଗୁପ୍ତେଶ୍ୱର ମନ୍ଦିରରୁ ବାହାରିଲା ୧୧ ଫୁଟ୍‌ର ଅହିରାଜ ସାପ, କରୁଥିଲା ଭୟଙ୍କର ଗର୍ଜନ

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ଅଞ୍ଚଳରେ ଥିବା ପ୍ରସିଦ୍ଧ ଗୁପ୍ତେଶ୍ୱର ମନ୍ଦିରରୁ ଶନିବାର ଏକ ୧୧ ଫୁଟ୍ ଲମ୍ବର...

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ ଚକା ତଳେ ଗଲା ଜୀବନ 

ରାୟଗଡା,୨୦।୧୨(ଆଶିଷ ରଞ୍ଜନ ପଣ୍ଡା): ଭୟଙ୍କର ଦୁର୍ଘଟଣା। ଟ୍ରକ୍‌-ବାଇକ ମୁହାଁମୁହିଁ ଧକ୍କାରେ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି...

ଡିଭାଇଡରରେ ପିଟି ହୋଇ ଜଳିଗଲା ଟ୍ରେଲର୍‌

ସମ୍ବଲପୁର,୨୦।୧୨: ରମ୍ପେଲା ସପ୍ନେ ବ୍ରିଜ ଉପରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବ୍ରିଜ ଉପରେ ଏକ ୧୮ ଚକିଆ ଟ୍ରେଲର୍‌ ଯାଉଥିବା ବେଳେ...

ରାସ୍ତା କଡରେ ପଡିଛି ଲକ୍ଷ ଲକ୍ଷ ଟଙ୍କାର ଔଷଧ

ମୋହନା,୨୦।୧୨( ମନ୍ମଥ ମିଶ୍ର ): ସରକାର ନିରାମୟ ଯୋଜନାରେ ସାଧାରଣ ଗରିବ ଲୋକଙ୍କ ପାଇଁ ପ୍ରତି ସ୍ବାସ୍ଥ୍ୟ କେନ୍ଦ୍ର ଓ ଉପ ସ୍ବାସ୍ଥ୍ୟ କେନ୍ଦ୍ରଗୁଡିକୁ କୋଟିକୋଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri