Posted inଜାତୀୟ

‘ଅଯଥାରେ କେନ୍ଦ୍ର ମନ୍ତ୍ରୀଙ୍କୁ ଗିରଫ କରାଯାଇ ନ ଥିଲା’

ମୁମ୍ବାଇ,୨୫।୮ : ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଚାପୁଡ଼ା ମାରିବା ମନ୍ତବ୍ୟ ଦେଇ ଗତକାଲି ଗିରଫ ହୋଇଥିଲେ କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେ। ଗିରଫ ହେବାର ୮ ଘଣ୍ଟା ପରେ ତାଙ୍କୁ ଜାମିନ ମିଳିଥିଲା। ତାଙ୍କୁ ଆସନ୍ତା ୨ ତାରିଖରେ ନାଶିକ ପୋଲିସ ନିକଟରେ ହଜାର ହେବାକୁ କୁହାଯାଇଛି।

କେନ୍ଦ୍ର ମନ୍ତ୍ରୀ ରାଣେଙ୍କ ବିରୋଧରେ ନାଶିକରେ ମଧ୍ୟ ଗୋଟିଏ ଏଫ୍‌ଆଇଆର୍‌ ଦାୟର ହୋଇଛି। ଏଣୁ ଆଗାମୀ ଗୁରୁବାର ଅପରାହ୍ନ ୧୨ଟା ସୁଦ୍ଧା ନାଶିକ ପୋଲିସ ନିକଟରେ ହାଜର ହେବା ଲାଗି ମଙ୍ଗଳବାର ବିଳମ୍ବିତ ରାତିରେ ନୋଟିସ କରାଯାଇଛି।

ବରିଷ୍ଠ ଭାଜପା ନେତାଙ୍କୁ ରାତି ୯ଟା ୪୫ରେ ଜାମିନ ମିଳିଥିଲା। ବିନା ନୋଟିସ୍‌ରେ ରାଜନୈତିକ ଉଦ୍ଦେଶ୍ୟକୁ ପୂର୍ଣ୍ଣ କରିବା ପାଇଁ ତାଙ୍କୁ ଗିରଫ କରାଯାଇଥିବା ରାଇଗଡ କୋର୍ଟରେ ୬୯ ବର୍ଷୀୟ ରାଣେ ଦର୍ଶାଇଥିଲେ। କେନ୍ଦ୍ର ମନ୍ତ୍ରୀ ହୋଇଥିବାରୁ ତାଙ୍କୁ ଗିରଫ କରାଯିବା ଉଚିତ ନୁହେଁ ବୋଲି ସେ କହିଥିଲେ। ଏହାର ଉତ୍ତରରେ ରାଇଗଡ କୋର୍ଟ ବିଚାରପତି କହିଥିଲେ, ଗିରଫ ହେବାର କାରଣ ଓ ଅନ୍ୟାନ୍ୟ କାରଣକୁ ବିଚାର କରି ମୁଁ ପାଇଲି ଯେ, ଗିରଫଦାରୀ ଯୁକ୍ତିଯୁକ୍ତ। କିନ୍ତୁ ପୋଲିସ ହେପାଜତର ଆବଶ୍ୟକତା ନ ଥିବା ମାଜିଷ୍ଟ୍ରେଟ୍‌ ଏସ୍‌ ଏସ୍‌ ପାଟିଲ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନଶନ ପାଇଁ ଅଡି ବସିଲେ ସ୍ବାତୀ: ମୋଦିଙ୍କୁ ଲେଖିଲେ ଚିଠି

ନୂଆଦିଲ୍ଲୀ,୩।୧୨: ହାଇଦ୍ରାବାଦରେ ଗଣବଳାତ୍କାର ପରେ ହତ୍ୟା କରାଯାଇଥିବା ଭେଟେରିନାରି ମହିଳା ଡାକ୍ତରଙ୍କୁ ନ୍ୟାୟ ଦେବା ପାଇଁ ଦିଲ୍ଲୀ ମହିଳା କମିଶନ ଅଧ୍ୟକ୍ଷା ସ୍ବାତୀ ମାଲିଓ୍ବାଲ ଅଣ୍ଟା...

ଯୁଗ ବଦଳିଯାଏ କିନ୍ତୁ ବିଶ୍ୱାସ ଚିରସ୍ଥାୟୀ

ଗାନ୍ଧୀନଗର,୧୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଗୁଜରାଟ ଗସ୍ତରେ ଅଛନ୍ତି। ମା’ଙ୍କ ୧୦୦ତମ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଭାଇ ପଙ୍କଜ ମୋଦିଙ୍କ ଘରେ...

ଟାର୍ଗେଟ କିଲିଂ, ୧୫ ଦିନରେ ୧୧ ଜଣଙ୍କୁ ହତ୍ୟା କଲେଣି ଆତଙ୍କବାଦୀ…

ଶ୍ରୀନଗର,୧୮।୧୦: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ପକ୍ଷରୁ ଟାର୍ଗେଟ୍‌ କିଲିଂ ଜାରି ରହିଛି। ଚଳିତ ମାସରେ ଗତ ୧୫ ଦିନ ମଧ୍ୟରେ ଆତଙ୍କବାଦୀମାନେ ୧୧ ଜଣ ସାଧାରଣ ଲୋକଙ୍କୁ...

ସଂକ୍ରମଣର ୫୦% କେରଳରେ

ନୂଆଦିଲ୍ଲୀ, ୨୮।୭: ଭାରତରେ ବୁଧବାର ସକାଳ ସୁଦ୍ଧା ଗୋଟିଏ ଦିନରେ ୪୩,୬୫୪ ଜଣ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହେବା ସହ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩,୧୪,୮୪,୬୦୫ରେ...

ପାଞ୍ଚ ଲକ୍ଷ ୫୧ ହଜାର ଦୀପରେ ଝଲସିବ ଅଯୋଧ୍ୟା

ଲକ୍ଷ୍ନୌ,୧୩ ।୧୧: ଆଲୋକର ପର୍ବ ଦୀପାବଳି ପାଳନ କରିବାକୁ ସମସ୍ତେ ପ୍ରସ୍ତୁତ ହୋଇ ସାରିଲେଣି । ମର୍ଯ୍ୟାଦା ପୁରୁଷ ରାମଙ୍କ ଜନ୍ମଭୂମୀ ଅଯୋଧ୍ୟାରେ ଦୀପ ଜାଳି...

ରବିବାର ଏନଇଇଟି ୟୁଜି ପ୍ରବେଶିକା ପରୀକ୍ଷା, ଦେଶ-ବିଦେଶରେ ୫୦୦ରୁ ଅଧିକ କେନ୍ଦ୍ର…

ନୂଆଦିଲ୍ଲୀ, ୧୬।୭ : ଜାତୀୟ ପରୀକ୍ଷା ଏଜେନ୍ସି ଦ୍ୱାରା ପରିଚାଳିତ ଦେଶର ସର୍ବବୃହତ ଡାକ୍ତରୀ ପ୍ରବେଶିକା ପରୀକ୍ଷା ଜାତୀୟ ଯୋଗ୍ୟତା ଓ ପ୍ରବେଶିକା ସ୍ନାତକୋତ୍ତର ପରୀକ୍ଷା...

ପହଲ୍‌ଗାମ୍‌ରୁ ପ୍ରଥମ ଅମରନାଥ ତୀର୍ଥଯାତ୍ରୀ ଦଳଙ୍କ ଯାତ୍ରା ଆରମ୍ଭ

ଶ୍ରୀନଗର,୧।୭: ପ୍ରଥମ ଅମରନାଥ ତୀର୍ଥଯାତ୍ରୀ ଦଳ ସୋମବାର କଶ୍ମୀରର ପହଲଗାମ୍‌ଠାରୁ ଯାତ୍ରା ଆରମ୍ଭ କରିଛନ୍ତି। ୧୨୫୦ ତୀର୍ଥଯାତ୍ରୀ ବେସ୍‌ କ୍ୟାମ୍ପ୍‌ରୁ ଯାତ୍ରା ଆରମ୍ଭ କରିଥିବା କୁହାଯାଉଛି।...

ଜମ୍ମୁ-କଶ୍ମୀରରୁ ୧୪୪ ଧାରା ହଟାଇବା ଆବେଦନର ତତ୍କାଳ ଶୁଣାଣିକୁ ମନା କଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ, ୧୩।୮: ଜମ୍ମୁ-କଶ୍ମୀରରୁ ୧୪୪ ଧାରା ହଟାଇବା ଆବେଦନର ତତ୍କାଳ ଶୁଣାଣି କରିବାକୁ ମଙ୍ଗଳବାର ସୁପ୍ରିମ୍‌କୋର୍ଟ ମନା କରିଛନ୍ତି। ଏହା ଏକ ସମ୍ବେଦନଶୀଳ ମାମଲା। ଏଥି...

Advertisement
Archives

Model This Week