Posted inଜାତୀୟ

ଭାଜପା ନିର୍ଦ୍ଦେଶରେ ଗିରଫ ହୋଇପାରେ: କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ, ୧୬।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଅବକାରୀ ନୀତି ଘୋଟାଲା ସମ୍ପର୍କରେ ସିବିଆଇ ରବିବାର ପଚରାଉଚରା କରିବେ। ତେବେ ଏହା ପୂର୍ବରୁ ସେ ନିଜ ବାସଭବନରେ ଦଳୀୟ କର୍ମୀଙ୍କ ସହ ଏକ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି। ସେଠାରେ ସେ ସାମ୍ବାଦିକ ସମ୍ମିଳନୀ କରି ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଭାଜପା ଯଦି ଏବେ ନିର୍ଦ୍ଦେଶ ଦିଏ ତେବେ ସିବିଆଇ ମୋତେ ସାଙ୍ଗେ ସାଙ୍ଗେ ଗିରଫ କରିବ। ସେ ଆହୁରି କହିଛନ୍ତି, ଭାଜପା ବିରୋଧରେ ଯେ କେହି ବି ଯିବେ ସମସ୍ତଙ୍କୁ ଜେଲ୍‌ ପଠାଇଦେବେ। ସେମାନେ ବହୁତ ଅହଙ୍କାରୀ ହୋଇଗଲେଣି। କେବଳ ସାଧାରଣ ଲୋକ ନୁହେଁ, ନ୍ୟାୟାଧୀଶ, ଗଣମାଧ୍ୟମ ଏବଂ ଉଦ୍ୟୋଗପତିଙ୍କୁ ବି ଡରେଇ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିଲିକାକୁ କମିଲେ ବିଦେଶାଗତ ପକ୍ଷୀ: ଏହି କାରଣରୁ ଆସିଲେନି ୧୦,୦୦୦

ଭୁବନେଶ୍ୱର,୨୯ା୧୨: ଚଳିତ ବର୍ଷ ଚିଲିକା ହ୍ରଦକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହ୍ରାସ ପାଇଛି। ଏଥିପାଇଁ ଜଳବାୟୁ ପରିବର୍ତ୍ତନ ବା ‘କ୍ଲାଇମେଟ୍ ଚେଞ୍ଜ’କୁ ମୁଖ୍ୟ କାରଣ ବୋଲି...

ବାଂଲାଦେଶରେ ପୁଣି ହିନ୍ଦୁଙ୍କୁ ଟାର୍ଗେଟ୍‌: ପିରୋଜପୁରରେ ପରିବାରକୁ ଜୀଅନ୍ତା ଜାଳିଦେବାକୁ ଉଦ୍ୟମ

ଢାକା,୨୯ା୧୨: ବାଂଲାଦେଶରେ ସଂଖ୍ୟାଲଘୁ ହିନ୍ଦୁ ସମ୍ପ୍ରଦାୟ ଉପରେ ଆକ୍ରମଣ ଥମିବାର ନାଁ ନେଉନାହିଁ। ରବିବାର ପିରୋଜପୁର ଜିଲା ଦୁମରିତାଲା ଗ୍ରାମରେ ଏକ ଭୟଙ୍କର ଘଟଣା ଘଟିଛି।...

ପୁଣି ବଦ୍ରି ପାତ୍ରଙ୍କ ବିସ୍ଫୋରଣ, ନବୀନ ପ୍ରଚାରକୁ ଗଲେ ନାହିଁ ବୋଲି ବିଜେଡି….

ଭୁବନେଶ୍ୱର,୨୯ା୧୨: ପୁଣି ଅସନ୍ତୋଷ ଝାଡିଲେ ବରିଷ୍ଠ ବିଜେଡି ବିଧାୟକ ବଦ୍ରିନାରାୟଣ ପାତ୍ର । ନାଁ ନ ନେଇ ‘ପାଣ୍ଡିଆନ ଆଣ୍ଡ୍‌ କୋ’କୁ ଟାର୍ଗେଟ୍‌ କରିଛନ୍ତି । କାହିଁକି...

ମୋଦିଙ୍କୁ ପ୍ରଶଂସା କରି ଫସିଲେ ଦିଗବିଜୟ: କଂଗ୍ରେସରେ ହଲଚଲ

ନୂଆଦିଲ୍ଲୀ,୨୯।୧୨: କଂଗ୍ରେସ କାର୍ଯ୍ୟକାରିଣୀ ବୈଠକ ପୂର୍ବରୁ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ ଭାଜପା ଏବଂ ଆରଏସଏସର ସାଂଗଠନିକ ଶକ୍ତିକୁ ପ୍ରଶଂସା କରି ଦଳ ପାଇଁ...

ଆରାବଳି ମାମଲା: ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ନୂଆଦିଲ୍ଲୀ,୨୯ା୧୨: ଆରାବଳି ମାମଲା ରାୟ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। ନଭେମ୍ବର ୨୦ ରାୟ ଉପରେ ଏହି ରହିତାଦେଶ ଦେଇଛନ୍ତି ମାନ୍ୟବର କୋର୍ଟ। ପରିବେଶବିତ୍‌ଙ୍କୁ...

ଉନ୍ନାଓ ଗଣବଳାତ୍କାର ମାମଲା: ଦିଲ୍ଲୀ ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୯।୧୨: ଦିଲ୍ଲୀ ହାଇକୋର୍ଟ ସମ୍ପ୍ରତି ଉନ୍ନାଓ ବଳାତ୍କାର ମାମଲାରେ ଅଭିଯୁକ୍ତ ପୂର୍ବତନ ବିଧାୟକ କୁଲଦୀପ ସିଂହ ସେଙ୍ଗାରଙ୍କ ଦଣ୍ଡାଦେଶକୁ ସ୍ଥଗିତ ରଖିଛନ୍ତି ସୁପ୍ରିମକୋର୍ଟ। ହାଇକୋର୍ଟ ସେଙ୍ଗାରଙ୍କ...

ଟାଟା-ଏର୍ନାକୁଲମ୍‌ ଏକ୍ସପ୍ରେସ୍‌ରେ ହଠାତ୍‌ ଲାଗିଲା ନିଆଁ: ଜଳିଗଲା ୨ ବଗି

ଅମରାବତୀ,୨୯ା୧୨: ସୋମବାର ଆନ୍ଧ୍ରପ୍ରଦେଶର ୟେଲାମାଞ୍ଚିଲିରେ ଏକ ବଡ଼ ରେଳ ଦୁର୍ଘଟଣା ଘଟିଛି। ଟାଟା-ଏର୍ନାକୁଲମ ଏକ୍ସପ୍ରେସ୍‌ର B1 ଏବଂ M2 ବଗିରେ ହଠାତ୍‌ ନିଆଁ ଲାଗିଗଲା। ଅଗ୍ନିକାଣ୍ଡ...

ହନିମୁନ୍‌ ଅଧାରୁ ଫେରି ଆତ୍ମହତ୍ୟା କଲେ ନବଦମ୍ପତି: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ…

ବେଙ୍ଗାଲୁରୁ,୨୯ା୧୨:ବେଙ୍ଗାଲୁରୁର ଏକ ନବଦମ୍ପତି ପରସ୍ପରଠାରୁ ୧,୦୦୦ କି.ମି. ଦୂରରେ ଆତ୍ମହତ୍ୟା କରିଛନ୍ତି। ଗତ ଅକ୍ଟୋବର ୨୯ରେ ସୂରଜ ଶିବାନ୍ନା(୩୬) ବେଙ୍ଗାଲୁରୁରେ ଗାନ୍‌ଭିଙ୍କୁ ବିବାହ କରିଥିଲେ। ଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri