Posted inଜାତୀୟ

ଭାଜପା ନିର୍ଦ୍ଦେଶରେ ଗିରଫ ହୋଇପାରେ: କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ, ୧୬।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଅବକାରୀ ନୀତି ଘୋଟାଲା ସମ୍ପର୍କରେ ସିବିଆଇ ରବିବାର ପଚରାଉଚରା କରିବେ। ତେବେ ଏହା ପୂର୍ବରୁ ସେ ନିଜ ବାସଭବନରେ ଦଳୀୟ କର୍ମୀଙ୍କ ସହ ଏକ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି। ସେଠାରେ ସେ ସାମ୍ବାଦିକ ସମ୍ମିଳନୀ କରି ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଭାଜପା ଯଦି ଏବେ ନିର୍ଦ୍ଦେଶ ଦିଏ ତେବେ ସିବିଆଇ ମୋତେ ସାଙ୍ଗେ ସାଙ୍ଗେ ଗିରଫ କରିବ। ସେ ଆହୁରି କହିଛନ୍ତି, ଭାଜପା ବିରୋଧରେ ଯେ କେହି ବି ଯିବେ ସମସ୍ତଙ୍କୁ ଜେଲ୍‌ ପଠାଇଦେବେ। ସେମାନେ ବହୁତ ଅହଙ୍କାରୀ ହୋଇଗଲେଣି। କେବଳ ସାଧାରଣ ଲୋକ ନୁହେଁ, ନ୍ୟାୟାଧୀଶ, ଗଣମାଧ୍ୟମ ଏବଂ ଉଦ୍ୟୋଗପତିଙ୍କୁ ବି ଡରେଇ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରକୁ ପୁଣି ଅଲ୍ଟିମେଟମ୍‌ ଦେଲା CJP: ୩ ଦାବି ପୂରଣ ନ ହେଲେ…ସରକାରଙ୍କଠାରେ ପଶିଲା ଛନ୍‌କା

ନୂଆଦିଲ୍ଲୀ,୨୬।୮: କକ୍ରୋଚ ଜନତା ପାର୍ଟି (CJP) ପୁଣି ଥରେ ଦିଲ୍ଲୀରେ ପ୍ରଦର୍ଶନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଦଳ ପକ୍ଷରୁ ସେପ୍ଟେମ୍ବର ୫ ତାରିଖରେ ଶାନ୍ତିପୂର୍ଣ୍ଣ ପ୍ରଦର୍ଶନ…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ୫୦,୦୦୦ ଝିଅଙ୍କୁ ମିଳିବ ସ୍କୁଟି

ଲକ୍ଷ୍ନୌ,୨୬।୮: ଲକ୍ଷ୍ନୌରେ ‘ଲୋକମାତା ଅହଲ୍ୟାବାଇ ମାତୃଶକ୍ତି ଯାତ୍ରା ଯୋଜନା’ର ଶୁଭାରମ୍ଭ ଏବଂ ସ୍ବତନ୍ତ୍ର ବସ ପାଇଁ ପତାକା ପ୍ରଦର୍ଶନ ଅବସରରେ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଝିଅମାନଙ୍କ…

ବଢିଲା କ୍ୟାନସର ରୋଗୀଙ୍କ ଚିନ୍ତା! ୧ ଲକ୍ଷ ଟଙ୍କାର ଇଞ୍ଜେକ୍ସନରେ କେବଳ ପାଣି ଆଉ ଜୀବାଣୁ

ନୂଆଦିଲ୍ଲୀ,୨୬।୮: ଯେତେବେଳେ ପ୍ରାୟ ଏକ ଲକ୍ଷ ଟଙ୍କା ମୂଲ୍ୟର ଏକ ଇଞ୍ଜେକ୍ସନ ଜଣେ ଗରିବ କର୍କଟ ରୋଗୀଙ୍କ ମାଗଣା ଚିକିତ୍ସା ପାଇଁ ଉଦ୍ଦିଷ୍ଟ ସରକାରୀ ହସ୍ପିଟାଲରୁ ଗାଏବ…

ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କଲା GIVA; କୃତି ସାନନଙ୍କ ପୋଷାକକୁ ନେଇ ହଙ୍ଗାମା

ମୁମ୍ବାଇ,୨୬।୮: ଅଳଙ୍କାର ବ୍ରାଣ୍ଡ GIVA ବଲିଉଡ ଅଭିନେତ୍ରୀ କୃତି ସାନନଙ୍କ ସହିତ ତାଙ୍କର ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କରିନେଇଛି। ବିଜ୍ଞାପନରେ କୃତି ସାନନ ପିନ୍ଧିଥିବା ପୋଷାକକୁ…

ସରକାରଙ୍କ ବଡ଼ ନିଷ୍ପତ୍ତି: ବୃଦ୍ଧ ମାତାପିତାଙ୍କ ପ୍ରତି ଅତ୍ୟାଚାର କରୁଥିବା ପିଲାମାନଙ୍କୁ ମିଳବ ନାହିଁ ସମ୍ପତ୍ତିରେ ଅଧିକାର

ଲକ୍ଷ୍ନୌ,୨୬।୮: ଉତ୍ତର ପ୍ରଦେଶରେ, ବୃଦ୍ଧ ମାତାପିତା ଏବେ ସେମାନଙ୍କୁ ଅବହେଳା କିମ୍ବା ଦୁର୍ବ୍ୟବହାର କରୁଥିବା ପିଲାମାନଙ୍କୁ ସହଜରେ ସମ୍ପତ୍ତିରୁ ବେଦଖଲ କରିପାରିବେ। ବରିଷ୍ଠ ନାଗରିକଙ୍କ ଅଧିକାରକୁ ସୁରକ୍ଷିତ…

ବୟଫ୍ରେଣ୍ଡଙ୍କ କାର୍‌ରେ ୩୪୦୦ ଚୁମ୍ବନ ଦେଲେ ଗର୍ଲଫ୍ରେଣ୍ଡ: ଶେଷରେ ଭୋଗିବାକୁ ପଡ଼ିଲା…

ଗ୍ବାଲିୟର, ୨୬।୮:ସୋସିଆଲ ମିଡିଆରେ ଭାଇରାଲ ହେବା ପାଇଁ ପ୍ରେମ ପ୍ରକାଶର ଏକ ଅଜବ ଉପାୟ ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଗ୍ବାଲିୟରରେ ଜଣେ ଯୁବତୀ ନିଜ ପ୍ରେମିକଙ୍କ…

ସରକାରଙ୍କ ବଡ଼ ଘୋଷଣା: ଇଣ୍ଟରକାଷ୍ଟରେ ବିବାହ କଲେ ମହିଳାଙ୍କୁ ମିଳିବ ଅଢ଼େଇ ଲକ୍ଷ!

ନୂଆଦିଲ୍ଲୀ,୨୬।୮: ବିହାରର ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ରାଜ୍ୟର ମହିଳା, ବିଶେଷକରି ଅନୁସୂଚିତ ଜାତି (SC) ଓ ଅନୁସୂଚିତ ଜନଜାତି (ST) ବର୍ଗର ମହିଳାଙ୍କ ପାଇଁ ବଡ଼ ଘୋଷଣା…

ମୁଁ ଆଶା କରୁଛି ଯେ…ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୬।୮:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମିଲାଦ-ଉନ-ନବି (ଇଦ) ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବୁଧବାର ସମାଜକୁ ଏକ ବାର୍ତ୍ତା ଦେଇ, ସେ କରୁଣା ଏବଂ ସମ୍ପ୍ରଦାୟ ପ୍ରତି ଅବଦାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri