ଭୁବନେଶ୍ୱର ୨୭।୫(ବ୍ୟୁରୋ): ବାୱରିଆ ଗ୍ରୁପର ୪ ସଦସ୍ୟ ଗିରଫ ମାମଲାରେ କମିଶନରେଟ ପୋଲିସ ଅଭିଯୁକ୍ତଙ୍କୁ ୭ ଦିନିଆ ରିମାଣ୍ଡରେ ଆଣିବାକୁ ସୋମବାର ଆବେଦନ କରିବ। ଏହି ଘଟରାର ତଦନ୍ତ ପାଇଁ ୨ଟି ସ୍ବତନ୍ତ୍ର ଟିମ ଗଠନ ହୋଇଛି।ଏହି ୨ ଟିମ ୟୁପି, ଦିଲ୍ଲୀ, ହରିଆଣା ଓ ମଧ୍ୟପ୍ରଦେଶରେ ଖୋଳଡାଡ଼ କରିବ। କମିଶନରେଟ ପୋଲିସର ସ୍ପେଶାଲ ସ୍କାର୍ଡ ବାୱରିଆ ଗ୍ୟାଙ୍ଗର କଳା କାରନାମା ଖୋଲିବା ନେଇ କମିଶନରେଟ ପୋଲିସ ତତ୍ପର ହୋଇ ଉଠିଛି।
ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ
ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…
ଓଲଟିଲା ଟୁରିଷ୍ଟ ବସ୍: ଚାଲିଗଲା ୫ ଜୀବନ
ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…
ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…
ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…
ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…
ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…
ରଥଯାତ୍ରା ପାଇଁ କାଠ ଚିରା ଆରମ୍ଭ
କଟକ,୨୭।୩: ଶୁକ୍ରବାର ପବିତ୍ର ଶ୍ରୀରାମ ନବମୀ। ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଏହି ପରିପ୍ରେକ୍ଷୀରେ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ରଥ କାଠ ଚିରଟ ଆରମ୍ଭ ହୋଇଛି।…
ପୋତି ହୋଇଯାଉଛି ବିରୂପା ନଦୀଶଯ୍ୟା, ଜଳପଥ ନିର୍ମାଣ ପ୍ରସ୍ତାବ ସନ୍ଦୀହାନ
ଚଣ୍ଡିଖୋଲ,୨୭ା୩(ପ୍ରଦୀପ୍ତ କୁମାର ପୃଷ୍ଟି): ମହାନଦୀର ଶାଖା ନଦୀ ହେଉଛି ବିରୂପା ଓ ଗେଙ୍ଗୁଟି। ଦୀର୍ଘ ବର୍ଷ ହେବ ଏହି ନଦୀଖନନ ନ ହେବା ଦ୍ବାରା ନଦୀ ଶଯ୍ୟା…
ବଦଳିଲେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି, ଏହି ବ୍ୟକ୍ତିଙ୍କୁ ମିଳିଲା ଦାୟିତ୍ୱ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା
ପଟ୍ଟାଙ୍ଗି,୨୭।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ନିମନ୍ତେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି ଭାବେ ଗୁପ୍ତ ଶଙ୍କର ପଟ୍ଟନାୟକଙ୍କୁ ବିଧାୟକ କାଡାମ ମନୋନୀତ କରିଛନ୍ତି।…
ଏହି ମାସରେ ମଦ ଦୋକାନ ପାଇଁ ହେବ ଲଟେରୀ, ସୂଚନା ଦେଇ ଅବକାରୀ ମନ୍ତ୍ରୀ କହିଲେ…
ଭୁବନେଶ୍ୱର,୨୭।୩: ଜିଲାପାଳଙ୍କ ଉପସ୍ଥିତିରେ ଏପ୍ରିଲରେ ମଦ ଦୋକାନ ପାଇଁ ଲଟେରୀ ହେବ। ଏନେଇ ଶୁକ୍ରବାର ସୂଚନା ଦେଉଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି, ଆବଶ୍ୟକ…
Archives

