Posted inଜାତୀୟ

ପଞ୍ଜାବର ପୂର୍ବତନ ମନ୍ତ୍ରୀଙ୍କ ବିରୋଧରେ ଗିରଫ ପରଓ୍ବାନା

ଚଣ୍ଡିଗଡ଼,୨୭ା୯: ସମ୍ପତ୍ତି କିଣାରେ ଅନିୟମିତତାକୁ ନେଇ ପଞ୍ଜାବର ପୂର୍ବତନ ଅର୍ଥମନ୍ତ୍ରୀ ମନପ୍ରୀତ୍‌ ସିଂ ବାଦଲଙ୍କ ବିରୋଧରେ ରାଜ୍ୟ ଭିଜିଲାନ୍ସ ବ୍ୟୁରୋ ମାମଲା ରୁଜୁ କରିଥିବାବେଳେ ମଙ୍ଗଳବାର ଏକ ଅଦାଲତ ତାଙ୍କ ନାଁରେ ଗିରଫ ପରଓ୍ବାନା ଜାରି କରିଛନ୍ତି। ଗତ ଜାନୁୟାରୀରେ ମନପ୍ରୀତ୍‌ ଭାଜପାରେ ଯୋଗଦେଇଥିଲେ। ସେ ମନ୍ତ୍ରୀ ଥିବାବେଳେ କ୍ଷମତାର ଅପବ୍ୟବହାର କରି ବଠିଣ୍ଡାରେ ଦୁଇଟି ବ୍ୟବସାୟିକ ପ୍ଲଟ୍‌କୁ ବାସୋପଯୋଗୀ ପ୍ଲଟ୍‌ରେ ପରିବର୍ତ୍ତନ କରାଇ ନିଜ ନାଁରେ କିଣିଥିବା ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ବଡ଼ ଚମତ୍କାର! ଏହି ୩ ରାଶିଙ୍କୁ ମିଳିବ ଧନ ଓ କ୍ୟାରିୟରରେ ଜବରଦସ୍ତ ଲାଭ

ମଙ୍ଗଳ ଗ୍ରହ ୨୪ ଜୁଲାଇରେ ମୃଗଶିରା ନକ୍ଷତ୍ରରେ ପ୍ରବେଶ କରିଥିଲେ। ବର୍ତ୍ତମାନ ଆଜି ୧୨ ଅଗଷ୍ଟ ବୁଧବାର ରାତ୍ରୀ ୧୦ଟା ୪୨ ମିନିଟରେ ମଙ୍ଗଳ ଗ୍ରହ ଆର୍ଦ୍ରା…

ନାବାଳିକାକୁ ଅପହରଣ କରି ଯାଜପୁରରେ ବଳାତ୍କାର, ପରେ…

ଭୁବନେଶ୍ୱର, ୧୨।୮: ଭୁବନେଶ୍ୱରର ଇନଫୋସିଟି ଥାନା ଅଞ୍ଚଳରୁ ଜଣେ ନାବାଳିକାକୁ ଅପହରଣ କରି ଯାଜପୁର ନେଇଯିବା ଏବଂ ସେଠାରେ ତାଙ୍କ ବଳାତ୍କାର ରାଯାଇଥିବା ନେଇ ଅଭିଯୋଗ ହୋଇଛି।…

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୨।୮: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ…

ଆଜିଠାରୁ ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ! ଇନ୍ଧନ ଦରରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୨।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲ (କ୍ରୁଡ ଅଏଲ) ର ଦର କ୍ରମାଗତ ଭାବେ ବୃଦ୍ଧି ପାଉଛି ଏବଂ ବ୍ରେଣ୍ଟ କ୍ରୁଡ ୯୦ ଡଲାର ପ୍ରତି…

କ୍ୟାନ୍‌ସର ଚିହ୍ନଟ ହେଲେ ସରକାରଙ୍କୁ ଜଣାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୨ା୮: କ୍ୟାନ୍‌ସରର ସଅଳ ଚିହ୍ନଟ ଓ ତୁରନ୍ତ ଚିକିତ୍ସା ପାଇଁ ଏହାକୁ ଏକ ‘ଅଧିସୂଚିତ ରୋଗ’ ଭାବେ ଘୋଷଣା କରିବା ନିମନ୍ତେ ସୁପ୍ରିମକୋର୍ଟ ମଙ୍ଗଳବାର ଅବଶିଷ୍ଟ ୧୯ଟି…

ଯେଉଁ ଟିମକୁ ଦିନେ କରିଥିଲେ ମନା, ଏବେ ସେଇ ଟିମକୁ ଫେରିବାକୁ ଚାହୁଁଛନ୍ତି ପାଣ୍ଡ୍ୟା! ରଖିଲେ ଏମିତି ସର୍ତ୍ତ, ଟିମ କହିଲା-ଆସ ନାହିଁ…

ମୁମ୍ବାଇ,୧୨,୮: ଇଣ୍ଡିଆନ ପ୍ରିମିୟର୍‌ ଲିଗ (ଆଇପିଏଲ) ୨୦୨୭ ପାଇଁ ଟ୍ରେଡ ଲିଷ୍ଟ ଆସିବା ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ହାର୍ଦ୍ଦିକ ବର୍ତ୍ତମାନ ପାଞ୍ଚ…

ଗଞ୍ଜେଇ ଖାଇଥିଲେ ପାଇଲଟ: ଏୟାର ଇଣ୍ଡିଆ ବିମାନ ୩୦୦ ଫୁଟ୍‌ ଖସିବା ଘଟଣାରେ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୧୨ା୮:ଏୟାର ଟର୍ବୁଲାନ୍ସ ଯୋଗୁ ଗତ ୪ ତାରିଖରେ ଫୁକେଟ୍‌ରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆ ବିମାନ ହଠାତ୍‌ ୩୦୦ ଫୁଟ୍‌ ତଳକୁ ଖସିବାରୁ ୧୭ ଜଣ ଯାତ୍ରୀ…

ଦିନ ଦ୍ୱିପ୍ରହରରେ ପ୍ରଧାନଶିକ୍ଷକଙ୍କ ଘରୁ ଚୋରି ଉଦ୍ୟମ: ଗାଡ଼ି ଗ୍ଲାସ ଭାଙ୍ଗିଲା ମାତ୍ରେ ବାଜିଲା ସାଇରନ୍‌, ଆଉ ତା’ପରେ…

ମୋହନା,୧୨।୮( ମନ୍ମଥ ମିଶ୍ର ): ଦ୍ୱିପ୍ରହରରେ ଚୋରି ଉଦ୍ୟମ। ଘରେ କେହି ନଥିବାର ସୁଯୋଗ ନେଇ ଚୋରି ପାଇଁ ଘରେ ପଶିବାକୁ ଉଦ୍ୟମ କରିଥିଲେ ଚୋର। ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri