ଗିରଫ ଶଳା ଭାଉଜ କୋର୍ଟ ଚାଲାଣ

ବ୍ରହ୍ମପୁର ଅଫିସ,୨୮।୧୨: ବ୍ରହ୍ମପୁର ବଡବଜାର ଥାନା ଅନ୍ତର୍ଗତ ତୃପ୍ତିନଗରରେ ଗତ ୨୨ ତାରିଖ ରାତିରେ ରଞ୍ଜିତ ପାତ୍ର(୩୫)ଙ୍କର ତାଙ୍କ ଶଳାଘରେ ମୃତ୍ୟୁ ଘଟିଥିଲା। ଯାହାକୁ ନେଇ ପରିବାର ଲୋକ ଏହା ଯୋଜନାବଦ୍ଧ ଭାବେ ମାରିଥିବା ନେଇ ଅଭିଯୋଗ କରିଥିଲେ। ପୋଲିସ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଓ ଘଟଣାର ପାରିପାର୍ଶ୍ୱିକ ସ୍ଥିତିକୁ ଆଧାର କରି ମୃତକଙ୍କ ଶଳା ଭାଉଜଙ୍କୁ ଗିରଫ କରିଛି। ସେ ହେଲେ ସଦର ଥାନା ଅନ୍ତର୍ଗତ ବେନ୍ଦାଳିଆ ଗ୍ରାମର ମୂଳ ନିବାସୀ ରଞ୍ଜୁ ପଢ଼ିହାରି (୩୦)। ମାନସିକ ଓ ଆର୍ଥିକ ନିର୍ଯାତନା ଯୋଗୁ ରଞ୍ଜିତ ତାଙ୍କ ଶଳା ଭାଉଜଙ୍କ ଘରେ ଆତ୍ମହତ୍ୟା କରିଥିଲେ ବୋଲି ପୋଲିସ ସ୍ପଷ୍ଟ କରିଛି। ମାମଲା ନମ୍ବର ୩୫୮/୨୨ରେ ରଞ୍ଜୁଙ୍କୁ ପୋଲିସ ମଙ୍ଗଳବାର କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଚାଷ ଜମିରୁ ମିଳିଲା ଯୁବକଙ୍କ ମୃତଦେହ: ହତ୍ୟା ସନ୍ଦେହ

ରାୟଗଡ଼ା,୧୬/୨(ଆଶିଷ ରଞ୍ଜନ ପଣ୍ଡା)-ରାୟଗଡା ଜିଲା ଶେଷଖାଲ ଥାନା ଅନ୍ତର୍ଗତ ବାଇସିଂ ଗ୍ରାମ ନିକଟରେ ଜଣେ ଯୁବକର ମୃତଦେହ ଠାବ କରାଯାଇଛି। ମୃତ ଯୁବକ ଜଣକ ହେଲେ ବାଇସିଂ…

ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍‌ ପରୀକ୍ଷା…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ବ୍ୟାପୁଛି ନିଆଁ

ଜୟପୁର,୧୬ା୨(ପବନ ପାଣିଗ୍ରାହୀ): ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଚାରିଆଡ଼େ ନିଆଁ ବ୍ୟାପିଚାଲିଛି। ଏପରି ଅଭାବନୀୟ ଘଟଣା ଘଟିଛି ଜୟପୁର ସହରର ବିକ୍ରମଦେବ ବିଶବିଦ୍ୟାଳୟ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri