ଗିରଫ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଅସୁସ୍ଥ

ଭୁବନେଶ୍ୱର,୨୯।୩: ଗିରଫ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଅସୁସ୍ଥ ହୋଇପଡିଛନ୍ତି। ତାଙ୍କୁ କ୍ୟାପିଟାଲ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅସୁସ୍ଥ କାରଣରୁ ତାଙ୍କୁ ବାଣପୁର ସବଜେଲରୁ ଭୁବନେଶ୍ୱରକୁ ସ୍ଥାନାନ୍ତର କରାଯାଇଛି। ସୋମବାର ବିଳମ୍ବିତ ରାତିରେ ସେ ହଠାତ୍‌ ଅସୁସ୍ଥ ହୋଇପଡିଥିଲେ।
ସୂଚନାଯୋଗ୍ୟ, ନିକଟରେ ପ୍ରଶାନ୍ତ ଜନଗହଳିପୂର୍ଣ୍ଣ ସ୍ଥାନରେ ଗାଡି ଚଢେଇ ଦେବାରୁ ପୋଲିସ କର୍ମଚାରୀଙ୍କ ସମେତ କିଛି ଲୋକ ଆହତ ହୋଇଥିଲେ। ଉତ୍ତ୍ୟକ୍ତ ଲୋକମାନେ ତାଙ୍କୁ ଗାଡି ଭିତରୁ ଘୋଷାଡି ଆଣି ଆକ୍ରମଣ କରିଥିଲେ। ଆକ୍ରମଣରେ ପ୍ରଶାନ୍ତ ମଧ୍ୟ ଗୁରୁତର ଭାବେ ଆହତ ହୋଇଥିଲେ। ସେ ସୁସ୍ଥ ହେବାପରେ ପୋଲିସ ତାଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ବଡ଼ବିଲ ସହକାରୀ ରାଜସ୍ବ ନିରୀକ୍ଷକ: ଜମି ଚିହ୍ନଟ ପାଇଁ ଲାଞ୍ଚ ନେବା ବେଳେ ଧରାପଡ଼ିଲେ

ବଡ଼ବିଲ,୨୫।୨(ସ୍ବ.ପ୍ର.)- କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ମଙ୍ଗଳବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। କାରାକୋହ୍ଲ ଅଞ୍ଚଳର ଜାକ୍ରିଏସ କିସପଟା ନାମକ ବ୍ୟକ୍ତିଙ୍କ...

ଏବେ ପସନ୍ଦ ହର୍ବାଲ ହୋଲି

ଭୁବନେଶ୍ୱର,୭ା୩(ବ୍ୟୁରୋ): ଦିନଥିଲା ପ୍ରକୃତିର ବିଭିନ୍ନ ରଙ୍ଗକୁ ବ୍ୟବହାର କରି ଲୋକେ ହୋଲି ଖେଳୁଥିଲେ। କିନ୍ତୁ କିଛିବର୍ଷ ହେଲା ହୋଲିରେ ରାସାୟନିକ ରଙ୍ଗର ବହୁଳ ବ୍ୟବହାର ହେଉଛି।...

ରାଜ୍ୟ ସରକାରଙ୍କ ସେପ୍ଟେମ୍ବର ଗାଇଡ୍‌ଲାଇନ: ଜାଣନ୍ତୁ କ’ଣ ରହିବ ଖୋଲା, କ’ଣ ପଡିବ ତାଲା

ଭୁବନେଶ୍ୱର,୩୧।୮(ବ୍ୟୁରୋ)-ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ସେପ୍ଟେମ୍ବର ପାଇଁ ଗାଇଡଲାଇନ ଜାରି କରାଯାଇଛି। ଏହି ଗାଇଡଲାଇନ ଅନୁଯାୟୀ କଣ୍ଟେନମେଣ୍ଟ ଜୋନରେ ସେପ୍ଟେମ୍ବର ୩୦ ଯାଏ ଲକ ଡାଉନ...

ସ୍ନାନଯାତ୍ରା ଲାଗି ବଡ଼ଦାଣ୍ଡରେ ୧୪୪ ଧାରା

ପୁରୀ ଅଫିସ,୨।୬: ଆସନ୍ତା ୫ ତାରିଖରେ ଅନୁଷ୍ଠିତ ହେବ ସ୍ନାନଯାତ୍ରା। କରୋନା ଲାଗି ଏଥର ବିଭିନ୍ନ କଟକଣା ମଧ୍ୟରେ ମହାପ୍ରଭୁ ସ୍ନାନମଣ୍ଡପରେ କରିବେ ପ୍ରତ୍ୟକ୍ଷ ସ୍ନାନ...

ଧାନ ଫସଲରେ ମାଟିଆ ପୋକ, ଚିନ୍ତାରେ ଚାଷୀ

କେନ୍ଦ୍ରାପଡ଼ା ଅଫିସ, ୨୫ା୧୦: ଚଳିତବର୍ଷର ଲଗାଣ ବର୍ଷା, ବନ୍ୟା ପରେ ସାର ଓ ରାସାୟନିକ ଔଷଧର ଅଭାବ ଚିନ୍ତାର କାରଣ ସାଜିଛି। ଧାନ ଫସଲରେ ମାଟିଆ...

ତଳସରାରେ ପ୍ରଫୁଲ୍ଲ ମାଝି ପଛୁଆ

ତଳସରା,୨୩।୫: ଚତୁର୍ଥ ରାଉଣ୍ଡ ଗଣତି ଶେଷ ସୁଦ୍ଧା ତଳସରା ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ଡ. ପ୍ରଫୁଲ୍ଲ ମାଝି ପଛୁଆ ରହିଛନ୍ତି। ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ...

ବ୍ୟବସାୟୀଙ୍କଠୁ ଲୁଟିନେଲେ ୪ଲକ୍ଷ

ଝରିଗାଁ, ୧୮।୧: ଖଣ୍ଡାରେ ଆକ୍ରମଣ କରି ଜଣେ ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତମାନେ ୪ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ନବରଙ୍ଗପୁର ଡାକ୍ତରଖାନା ଓ ପରେ...

ଶଙ୍ଖ ଧରିଲେ ପ୍ରଦୀପ ମାଝି

ଭୁବନେଶ୍ୱର,୬ା୧୧(ବ୍ୟୁରୋ): କଂଗ୍ରେସରୁ ଇସ୍ତଫା ଦେଇଥିବା ନବରଙ୍ଗପୁରର ପୂର୍ବତନ ଏମ୍‌ପି ପ୍ରଦୀପ ମାଝି ଶନିବାର ବିଧିବଦ୍ଧ ଭାବେ ବିଜେଡିରେ ମିଶିଛନ୍ତି। ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ...

Advertisement
Archives

Model This Week