ଆସିଥିଲେ ସମ୍ପର୍କୀୟ ଘରକୁ ବୁଡ଼ିଗଲେ ପୋଖରୀରେ

ଜୁନାଗଡ଼,୧୧।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ସହର ହିଙ୍ଗଲିବାହାଲି ସ୍ଥିତ ପୋଖରୀରେ ବୁଡି ଜଣେ ଯୁବକଙ୍କ ବୁଧବାର ମୃତ୍ୟୁ ଘଟିଛି। ମୃତକ ହେଲେ କୋକସରା ଥାନା ଝାରକୁଣ୍ଡାମାଲ ଗ୍ରାମର ଧର୍ମ କୁବେର (୩୮)।

ମିଳିଥିବା ସୂଚନା ଅନୁଯାୟୀ, ଜୁନାଗଡ଼ ସହରସ୍ଥିତ ସମ୍ପର୍କୀୟ ଘରକୁ କୁବେର ଆସିଥିଲେ। ହେଲେ ସେ ଅପରାହ୍ନରେ ହିଞ୍ଜଲିବାହାଲିସ୍ଥିତ ପୋଖରୀକୁ ଗୋଡ଼ ଧୋଇବାକୁ ଯାଇ ପାଣିରେ ବୁଡିଯାଇଥିଲେ। ଖବର ପାଇ ଅଗ୍ନିଶମ ଅଧିକାରୀ ଅପୂର୍ବ ରଞ୍ଜନ ସାହୁଙ୍କ ସହ ତାଙ୍କ ଟିମ୍‌ ପହଞ୍ଚତ୍ କୁବେରଙ୍କୁ ଉଦ୍ଧାର କରିଥିଲେ। ଇତିମଧ୍ୟରେ କୁବେରଙ୍କ ମୃତ୍ୟୁ ଘଟିଥିଲା। ଏ ନେଇ ଜୁନାଗଡ଼ ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ.୧୯/୨୧) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରପାତରେ ଜଳିଗଲା ୨୯ ବଖରା

ପାଟଣା/ହାଟଡିହୀ/ରୂପସା/ଭଦ୍ରକ ଅଫିସ,୨।୫: କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଜିଲାର ବିଭିନ୍ନ ସ୍ଥାନର ବଜ୍ରପାତ ଘଟି ଗଛ ସହ ୨୯ ବଖରା ଜଳିଯାଇଛି। କେନ୍ଦୁଝର ପାଟଣା ବ୍ଲକରେ...

ମିଳୁନି ସ୍ଲଟ୍‌, ଡାଏଲିସିସ୍‌ ପାଇଁ କିଡ୍‌ନୀ ରୋଗୀ ହଇରାଣ

ରାୟଗଡ଼ା,୧୭।୯ (ଭାଗ୍ୟଶ୍ରୀ ମିଶ୍ର )ରାୟଗଡ଼ା ଭଳି ଆଦିବାସୀ ଅଧ୍ୟୁଷିତ ଜିଲାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଜିଲାର ବିଭିନ୍ନ ବ୍ଲକ୍‌ରେ କିଡ୍‌ନୀ ରୋଗରେ ଆକ୍ରାନ୍ତ ଲୋକେ ଡାଏଲିସିସ୍‌...

ଓଳଗ ପଞ୍ଚାୟତ ଶଟ୍‌ ଡାଉନ

ଆରଡ଼ି,୨୧ା୮(ଡି.ଏନ୍‌.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଓଳଗ ପଞ୍ଚାୟତକୁ ସରପଞ୍ଚ ଅନୁସୟା ସେଠୀ ୫ ଦିନ ପାଇଁ ଶଟ୍‌ଡାଉନ ଘୋଷଣା କରିଛନ୍ତି। ଏହି ଶଟ୍‌...

ଗଛରେ ପିଟିହେଲା ଟ୍ୟାଙ୍କର

ମାଧପୁର,୧୯।୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲିକ ବ୍ଲକ ଅନ୍ତର୍ଗତ ଲାଉପାଳ ଭଗାମୁଣ୍ଡା ଛକ ନିକଟ ଶନିବାର ବିଳମ୍ବିତ ରାତିରେ ଏକ ଆମ୍ବଗଛରେ ଟ୍ୟାଙ୍କର ପିଟି ହୋଇ ଦୁର୍ଘଟଣାଗ୍ରସ୍ତ...

୨ କ୍ୱିଣ୍ଟାଲରୁ ଊର୍ଦ୍ଧ୍ୱ ଗଞ୍ଜେଇ ଚୋରାଚାଲାଣ : ଦୁଇ ଗାଡ଼ି, ୧ ଲକ୍ଷ ଟଙ୍କା ଜବତ, ୪ ଗିରଫ

ମାଲକାନଗିରି,୩ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲାର ଭିନ୍ନ ଭିନ୍ନ ଥାନା ଅଧୀନରେ ଗଞ୍ଜେଇ ଚୋରାଚାଲାଣ କରାଯାଉଥିବାବେଳେ ପୋଲିସ ୪ ଜଣଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୨୫୮ କିଲୋଗ୍ରାମ ଗଞ୍ଜେଇ,...

ମହାଶିବରାତ୍ରିରେ ଅଘଟଣ: ଜଟିଆ ବାବା ପାହାଡ଼ରୁ ଖସିଲା ପଥର, ୨୦ରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ଆହତ

ରାଉରକେଲା ଅଫିସ/କୁଆଁରମୁଣ୍ଡା,୨୧।୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ପୁଟୁରିଖମଣ ପଞ୍ଚାୟତ ସୀମାନ୍ତବର୍ତ୍ତୀ ଜଟିଆବାବା ମନ୍ଦିରରେ ଶୁକ୍ରବାର ଏକ ଅଘଟଣ ଘଟିଛି। ମହାଶିବରାତ୍ରି ଉପଲକ୍ଷେ ଶ୍ରଦ୍ଧାଳୁମାନଙ୍କ...

ସାନିଟାଇଜ ହେଲା ପରିବା ବଜାର

ସମ୍ବଲପୁର,୬।୪(ବ୍ୟୁରୋ)-କରୋନା ଭୂତାଣୁ ମୁକାବିଲା ପାଇଁ ସହରରେ ଅସ୍ଥାୟୀ ଭାବେ ପରିବା ବଜାର ବସୁଛି । ଏହାକୁ ପର୍ଯ୍ୟାୟକ୍ରମେ ମହାନଗର ନିଗମ ଓ ଅଗ୍ନିଶମ ବିଭାଗ ପକ୍ଷରୁ...

ଅନୁଦାନ ରାଶିକୁ ନେଇ ଉଦ୍‌ବେଗ

ବାରିପଦା,୯।୮(ନୀଳାଦ୍ରି ବିହାରୀ ଦଣ୍ଡାପାଟ): ମୟୂରଭଞ୍ଜ ଜିଲାର ଐତିହ୍ୟ ବହନ କରୁଥିବା ମା’ କୀଚକେଶ୍ୱରୀ ମନ୍ଦିରର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ ପ୍ରକ୍ରିୟାରେ ରାଜ୍ୟ ସରକାରଙ୍କ ପ୍ରଦତ୍ତ ଅନୁଦାନ...

Advertisement
Archives

Model This Week