ଆସିଥିଲେ ସମ୍ପର୍କୀୟ ଘରକୁ ବୁଡ଼ିଗଲେ ପୋଖରୀରେ

ଜୁନାଗଡ଼,୧୧।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ସହର ହିଙ୍ଗଲିବାହାଲି ସ୍ଥିତ ପୋଖରୀରେ ବୁଡି ଜଣେ ଯୁବକଙ୍କ ବୁଧବାର ମୃତ୍ୟୁ ଘଟିଛି। ମୃତକ ହେଲେ କୋକସରା ଥାନା ଝାରକୁଣ୍ଡାମାଲ ଗ୍ରାମର ଧର୍ମ କୁବେର (୩୮)।

ମିଳିଥିବା ସୂଚନା ଅନୁଯାୟୀ, ଜୁନାଗଡ଼ ସହରସ୍ଥିତ ସମ୍ପର୍କୀୟ ଘରକୁ କୁବେର ଆସିଥିଲେ। ହେଲେ ସେ ଅପରାହ୍ନରେ ହିଞ୍ଜଲିବାହାଲିସ୍ଥିତ ପୋଖରୀକୁ ଗୋଡ଼ ଧୋଇବାକୁ ଯାଇ ପାଣିରେ ବୁଡିଯାଇଥିଲେ। ଖବର ପାଇ ଅଗ୍ନିଶମ ଅଧିକାରୀ ଅପୂର୍ବ ରଞ୍ଜନ ସାହୁଙ୍କ ସହ ତାଙ୍କ ଟିମ୍‌ ପହଞ୍ଚତ୍ କୁବେରଙ୍କୁ ଉଦ୍ଧାର କରିଥିଲେ। ଇତିମଧ୍ୟରେ କୁବେରଙ୍କ ମୃତ୍ୟୁ ଘଟିଥିଲା। ଏ ନେଇ ଜୁନାଗଡ଼ ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ.୧୯/୨୧) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନିଶ୍ଚିତତାରେ ସୁବର୍ଣ୍ଣରେଖା ବନ୍ଦର

ଭୋଗରାଇ,୩ା୨: ରାଜସ୍ବ ବିଭାଗ ପକ୍ଷରୁ ଜମି ଅଧିଗ୍ରହଣରେ ବିଳମ୍ବ ଓ ସ୍ଥାନୀୟ ଲୋକଙ୍କ ବିରୋଧ ଯୋଗୁ ପ୍ରସ୍ତାବିତ ବାଲେଶ୍ୱର ଜିଲା ସୁବର୍ଣ୍ଣରେଖା ନଦୀଭିତ୍ତିକ ବନ୍ଦର ପ୍ରକଳ୍ପର...

ମୃତଦେହରେ କେମିକାଲ ବ୍ୟବହାର ପ୍ରମାଣ ମିଳିନି

ନୟାଗଡ଼ ଅଫିସ,୧୭।୨:ବହୁଚର୍ଚ୍ଚିତ ନୟାଗଡ଼ ଯଦୁପୁରର ୫ବର୍ଷୀୟା ଶିଶୁ ପରୀ ହତ୍ୟା ମାମଲାରେ ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ କ୍ରାଇମବ୍ରାଞ୍ଚର ଏସ୍‌ଆଇଟି (ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌) ସୋମବାର ୪୮୨ପୃଷ୍ଠାର ଚାର୍ଜଶିଟ୍‌...

ପଶୁପକ୍ଷୀଙ୍କ ଜୈବିକ ଖାଦ୍ୟ ଉତ୍ପାଦନକୁ ଗୁରୁତ୍ୱ

ରସୁଲପୁର,୨୨।୧୦(ଡି.ଏନ.ଏ.): ରସୁଲପୁର ବ୍ଲକରେ ଜୈବିକ ପଦ୍ଧତିରେ ପଶୁପକ୍ଷୀଙ୍କ ଖାଦ୍ୟ ପ୍ରସ୍ତୁତିକୁ ଗୁରୁତ୍ୱ ଦିଆଯାଉଛି। ଗ୍ରାମ୍ୟ ଉନ୍ନତି ଫାଉଣ୍ଡେଶନ ପକ୍ଷରୁ ଏନେଇ ଚାଷୀଙ୍କୁ ପ୍ରୋତ୍ସାହିତ କରାଯାଉଛି। ଉକ୍ତ...

ଶ୍ରୀରାମନବମୀ ମହୋତ୍ସବ ପାଇଁ ଗଣଦୌଡ଼ ୧୫ରେ

ଭଦ୍ରକ ଅଫିସ, ୧୩।୩:  ଆସନ୍ତା ଏପ୍ରିଲ ୨ରେ ରାମ ନବମୀ। ଭଦ୍ରକର ପ୍ରସିଦ୍ଧ ଶ୍ରୀରାମ ନବମୀ ମହୋତ୍ସବ ଚଳିତବର୍ଷ ଆଡ଼ମ୍ବରରେ ଅନୁଷ୍ଠିତ ହେବ। ମହୋତ୍ସବ ପୂର୍ବରୁ...

୩ ବଖରା ଜଳିଗଲା, ୪ ଛେଳି ଦଗ୍ଧ

ଦିଗପହଣ୍ଡି,୧୨ା୧୧(ଡି.ଏନ.ଏ.): ଦିଗପହଣ୍ଡି ବ୍ଲକ ଗଡ ସାମନ୍ତରାପୁର ଗଁାରେ ସୋମବାର ଅପରାହ୍ନ ସାଢ଼େ ୩ ଟାରେ ଅଗ୍ନିକାଣ୍ଡ ଘଟି କ୍ରିଷ୍ଣା ପାତ୍ର ଓ ନାଇନା ଗୌଡଙ୍କ ୩...

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ, ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ପଦ୍ମପୁର,୯।୧୨(ଡି.ଏନ୍‌.ଏ.): ବରଗଡ ଜିଲା ପଦ୍ମପୁର ଉପଖଣ୍ଡ ଦହିତା ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ଇଓ) ପୁରନ୍ଦର ସାହୁଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି...

ଅତାବିରା ବିଧାନସଭାରେ ସ୍ନେହାଙ୍ଗିନୀ ଛୁରିଆ ଆଗୁଆ

ଅତାବିରା,୨୩।୫: ଅତାବିରା ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ ଆଗରେ ଅଛନ୍ତି। ସ୍ନେହାଙ୍ଗିନୀ ୧୭୮୧୪ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ଭାଜପା ପ୍ରତିଦ୍ୱନ୍ଦ୍ୱୀ ୧୩୧୦୯...

ପାନୀୟ ଜଳ ଯୋଗାଣ ଅବ୍ୟବସ୍ଥା ନେଇ ଅସନ୍ତୋଷ

କଳିଙ୍ଗନଗର,୧ା୧(ଡି.ଏନ.ଏ.): ଦାନଗଦି ପଞ୍ଚାୟତ ସମିତିର ୧୦ମ ଅଧିବେଶନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ସମିତି ଅଧ୍ୟକ୍ଷା ଲୋପାମୁଦ୍ରା ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିଭିନ୍ନ ବିଭାଗରେ ଦେଖା...

Advertisement
Archives

Model This Week