ଚର୍ଚ୍ଚରେ ପ୍ରାର୍ଥନା ଚାଲିଥିବା ବେଳେ ପହଞ୍ଚିଲା ପୋଲିସ

କଟକ ଅଫିସ,୨୫।୧୨: ଆଜି ବଡ଼ ଦିନ। ଖ୍ରୀଷ୍ଟ ଧର୍ମାବଲମ୍ବୀମାନେ ଉତ୍ସାହର ସହ ଏହି ଦିନକୁ ପାଳନ କରିଥାନ୍ତି। ତେବେ ଗତବର୍ଷ ଭଳି ଏବର୍ଷ କରୋନା ସଂକ୍ରମଣକୁ ରୋକିବା ପାଇଁ ବଡ଼ଦିନ ପାଳନରେ କଟକଣା ଜାରି କରାଯାଇଛି। ସର୍ବାଧିକ ୫୦ ଜଣଙ୍କୁ ନେଇ ବଡ଼ଦିନ ପାଳନ କରିବାକୁ କୁହାଯାଇଛି। ହେଲେ କଟକର ଏକ ଚର୍ଚ୍ଚରେ ଏହି ନିୟମକୁ ଉଲ୍ଲଂଘନ କରାଯାଇଥିବା ଜଣାପଡ଼ିଛି। କୋଭିଡ୍‌ କଟକଣା ଉଲ୍ଲଂଘନ ଅଭିଯୋଗରେ କଟକର କ୍ୟାଣ୍ଟନମେଣ୍ଟ କ୍ୟାଥୋଲିକ ଚର୍ଚ୍ଚରେ ପୋଲିସ ପହଞ୍ଚି ପ୍ରାର୍ଥନାକୁ ବନ୍ଦ କରିଥିଲେ। କ୍ୟାଥୋଲିକ ଚର୍ଚ୍ଚ ଭିତରେ ଲୋକଙ୍କର ଅଧିକ ଭିଡ଼ ଜମିଥିବା ଖବରପାଇ ପୋଲିସ ଏହାକୁ ବନ୍ଦ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଟାଗଲା ୫୦ ଲକ୍ଷ ଟଙ୍କାର ଗଞ୍ଜେଇ ଗଛ

ବନ୍ତଳା, ୩୦।୧୨ (ଡି.ଏନ୍‌.ଏ.) – ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ବେଆଇନ ଭାବେ ଚାଲିଛି ଗଞ୍ଜେଇ ଚାଷ। କୌଣସି ସୂତ୍ରରୁ ଏସ୍‌ପି ଜଗମୋହନ ମୀନା...

ବନ ମହୋତ୍ସବ:ଗଛ ଲଗାନ୍ତୁ ଜୀବନ ବଞ୍ଚାନ୍ତୁ

କର୍ଲାମୁଣ୍ଡା,୮।୭(ଡି.ଏନ.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବ୍ରା ଗ୍ରାମପଞ୍ଚାୟତ ଶିଶାଖାଲ ମଶାନ୍‌ମୁଣ୍ଡାଠାରେ ଇଣ୍ଡୋଗ୍ଲୋବାଲ ସୋସିଆଲ ସର୍ଭିସ ସୋସାଇଟି (ଆଇଜିଏସଏସଏସ) ଓ ଉଦ୍ୟାନ ବିଭାଗ କର୍ଲାମୁଣ୍ଡା ପକ୍ଷରୁ...

ଛତ୍ରପୁର ଏନ୍‌ଏସିକୁ ମିଳିଲା ୧.୫୪ କୋଟି

ଛତ୍ରପୁର,୨୭ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସଦରମହକୁମା ଛତ୍ରପୁର ଏନ୍‌ଏସିର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁକ୍ତା ଯୋଜନାରେ ୧ କୋଟି ୫୪ ଲକ୍ଷ ୨୮ ହଜାର...

ସ୍ବାଭିମାନ ଅଞ୍ଚଳରେ ପ୍ରତି ପରିବାରକୁ ସ୍ମାଟଫୋନ ଦେଲେ ମୁଖ୍ୟମନ୍ତ୍ରୀ

ଚିତ୍ରକୋଣ୍ଡା,୧୭।୧୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଲାଲଗଡ଼ର ୯ଟି ପଞ୍ଚାୟତର ପ୍ରତ୍ୟେକ ପରିବାରକୁ ସ୍ମାର୍ଟଫୋନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାସହ ସ୍ବାଭିମାନ ଅଞ୍ଚଳବାସୀଙ୍କ...

ମାସ୍କ ବାଣ୍ଟିଲେ ପୂର୍ବତନ ବିଧାୟକ

ସଜନାଗଡ଼, ୧।୪(ଡି.ଏନ.ଏ.)-ଧର୍ମଠାରୁ ବଡ଼ ମାନବ ସେବା। ନୀଳଗିରି ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡ଼ଙ୍ଗୀ ନିଜ ପେନସନ ଅର୍ଥରେ ୨ହଜାରରୁ ଊର୍ଦ୍ଧ୍ୱ ମାସ୍କ କିଣି ବଣ୍ଟନ କରିଛନ୍ତି।...

ବୋଲେରୋ-କାର ମୁହାଁମୁହିଁ ଧକ୍କା: ଜଣେ ମୃତ, ୨ ସଙ୍କଟାପନ୍ନ

ନିରାକାରପୁର,୧୧।୭(ଡି.ଏନ୍‌.ଏ.): ୧୬ ନମ୍ବର ଜାତୀୟ ରାଜପଥ ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅଧୀନ ରାମେଶ୍ୱର ଛକ ନିକଟରେ ସୋମବାର ବୋଲେରୋ-କାର ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ...

ଗିର୍ଲିଗୁଡ଼ା-ମାଝିଗୁଡ଼ା ସେତୁ : ଭିତ୍ତିପ୍ରସ୍ତର ସ୍ଥାପନ କଲେ ରାଷ୍ଟ୍ରମନ୍ତ୍ରୀ ପଦ୍ମିନୀ ଦିଆନ

ଡାବୁଗାଁ, ୧୬।୨(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଘୋଡ଼ାଖୁଣ୍ଟା ପଞ୍ଚାୟତ ଅଧୀନ ଗିର୍ଲିଗୁଡ଼ା-ମାଝିଗୁଡ଼ା ଗ୍ରାମ ମଧ୍ୟରେ ଥିବା ଏକ ନାଳ ଉପରେ ପୋଲ ନିର୍ମାଣ ପାଇଁ...

ଅନ୍ତର୍ଜାତୀୟ ଥିଏଟର ଅଲିମ୍ପିଆଡରେ ଦେଖାଇଲେ ପ୍ରତିଭା: ସାଇପ୍ରସନ୍ନଙ୍କୁ ‘ଇଣ୍ଟରନ୍ୟାଶନାଲ ନୃତ୍ୟଗୌରବ’ ସମ୍ମାନ

ଢେଙ୍କାନାଳ ଅଫିସ, ୮।୯ – କଟକ ଇନ୍‌ଡୋର ଷ୍ଟାଡିୟମସ୍ଥିତ ଶାରଳା ଭବନ ପ୍ରେକ୍ଷାଳୟରେ ଅଗଷ୍ଟ ୨୭ରେ ଆୟୋଜିତ ଅନ୍ତର୍ଜାତୀୟ ଥିଏଟର ଅଲିମ୍ପିଆଡରେ ଢେଙ୍କାନାଳ ସରସ୍ବତୀ ଶିଶୁ...

Advertisement
Archives

Model This Week