ଭୁବନେଶ୍ୱରରେ ପହଞ୍ଚିଲେ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,୮।୭(ବ୍ୟୁରୋ): ଓଡ଼ିଶାରେ ପହଞ୍ଚିଲେ ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ଶୁକ୍ରବାର ଦିଲ୍ଲୀରୁ ବାହାରି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ଦ୍ରୌପଦୀଙ୍କୁ ସ୍ବାଗତ ପାଇଁ ବିମାନବନ୍ଦରଠାରେ ଭବ୍ୟ ଆୟୋଜନ କରାଯାଇଛି। ଏହା ପରେ ବିଧାନସଭାରେ ବିଜେଡ଼ି ବିଧାୟକ ଏବଂ ଏମ୍‌ପିଙ୍କ ଦ୍ରୌପଦୀଙ୍କୁ ଭେଟିବେ। ସେହିପରି ରାଜ୍ୟ ଅତିଥି ଭବନରେ ପହଞ୍ଚି ଭାଜପା ବିଧାୟକ ଏବଂ ଏମ୍‌ପିଙ୍କ ସହ ଆଲୋଚନା କରିବେ ଦ୍ରୌପଦୀ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ମଧ୍ୟ ଦ୍ରୌପଦୀ ଅଧ ଘଣ୍ଟା କଥା ହେବେ ବୋଲି ଜଣାପଡ଼ିଛି।
ରାଷ୍ଟ୍ରପତି ନିର୍ବାଚନରେ ସମର୍ଥନ ପାଇବା ପାଇଁ ଦ୍ରୌପଦୀ ସମସ୍ତ ରାଜ୍ୟ ଯାଇ ଭୋଟ ଭିକ୍ଷା କରୁଛନ୍ତି। ଝାଡ଼ଖଣ୍ଡ, ବିହାର, ତାମିଲନାଡୁ ଏବଂ ତେଲେଙ୍ଗାନା ଯାଇ ସାରିଥିବା ବେଳେ ଆଜି ଓଡ଼ିଶା ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ଅଗ୍ନିକାଣ୍ଡ ପରେ ବିଦ୍ୟୁତ୍‌ ଉତ୍ପାଦନ ସମ୍ପୂର୍ଣ୍ଣ ବନ୍ଦ: ଜାଲାପୁଟ କ୍ୟାମ୍ପ ସମେତ ଏକାଧିକ ଗାଁ ଏବେ ଅନ୍ଧାରରେ

ନନ୍ଦପୁର,୨୪ା୫(ତୁଷାର କାନ୍ତ ମହାନ୍ତି): ମାଛକୁଣ୍ଡ ଜଳ ବିଦ୍ୟୁତ୍‌ ପ୍ରକଳ୍ପରେ ଅଗ୍ନିକାଣ୍ଡ ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତରେ ଥିବା ଜୋଲାପୁଟ ରିଜର୍ଭର ନିକଟ କ୍ୟାମ୍ପ…

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri