ଭୁବନେଶ୍ୱରରେ ପହଞ୍ଚିଲେ ପିସିସି ପ୍ରଭାରୀ

ଭୁବନେଶ୍ୱର,୨୬।୪(ବ୍ୟୁରୋ): ଓଡ଼ିଶା ଦାୟିତ୍ୱରେ ଥିବା ପିସିସି ପ୍ରଭାରୀ ଏ. ଚେଲ୍ଲାକୁମାର ମଙ୍ଗଳବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି । ପହଞ୍ଚିବା ପରେ ପିସିସି ସଭାପତି ପରିବର୍ତ୍ତନ ପ୍ରସଙ୍ଗରେ ଚେଲ୍ଲା କୁମାର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, କଂଗ୍ରେସ ବିଧାୟକ ଓ ବରିଷ୍ଠ ନେତାଙ୍କ ସହ ଆଲୋଚନା କରାଯିବ । ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଇସ୍ତଫା ନେଇ ବୈଠକରେ ଆଲୋଚନା ହେବ । ଆଲୋଚନା ପରେ କିଛି ନିଷ୍ପତ୍ତି ଗ୍ରହଣ କରାଯିବା ସହ ହାଇକମାଣ୍ଡକୁ ସବିଶେଷ ତଥ୍ୟ ଦିଆଯିବ ବୋଲି କହିଛନ୍ତି ଚେଲ୍ଲାକୁମାର।
ଆହୁରି ମଧ୍ୟ କହିଛନ୍ତି, ୨୦୧୯ରୁ ନିରଞ୍ଜନ ଇସ୍ତଫା ଦେଇଥିଲେ ବି ଏଯାବତ୍‌ ଗ୍ରହଣ କରାଯାଇନାହିଁ। ନୂଆ ପିସିସି ସଭାପତି କିଏ ହେବେ ସେନେଇ ରାଜ୍ୟର ବିଭିନ୍ନ କଂଗ୍ରେସ ନେତାଙ୍କ ସହ ବିଚାର ବିମର୍ଷ କରିବେ । ସେଠାରୁ ଫେରିବା ପରେ ସେ ତାଙ୍କ ରିପୋର୍ଟ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧିଙ୍କୁ ପ୍ରଦାନ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଝିଅ: ନିଜ ମାଆକୁ ହତ୍ୟା କରିବା ପାଇଁ ରଚିଥିଲେ ଭୟଙ୍କର ଷଡ଼ଯନ୍ତ୍ର, ପୂରା ଘଟଣା କରିଦେବ ସ୍ତବ୍ଧ

ଜୟପୁର,୧୦।୭: ରାଜସ୍ଥାନରୁ ଏକ ଏଭଳି ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ମାଆ-ଝିଅର ପବିତ୍ର ସମ୍ପର୍କକୁ କଳଙ୍କିତ କରିଦେଇଛି। ଜୟପୁରର ପ୍ରତାପ ନଗର ଅଞ୍ଚଳରେ ଜଣେ ୨୩…

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ…

୪ ବର୍ଷର ଶିଶୁ କନ୍ୟାଙ୍କୁ ନିର୍ଜନ ସ୍ଥାନକୁ ଡାକିନେଲେ ନାବାଳକ: ବଳାତ୍କାର ପରେ ଘଟିଲା…

ଡାବୁଗାଁ,୧୦।୭(ସବିତା ମହାନ୍ତି):ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଞ୍ଚଳର ଜଣେ ୪ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ପୋଲିସ…

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ଅଦିନିଆ ରଥଯାତ୍ରା: ଗଜପତିଙ୍କ ଅନୁରୋଧ, ଇସ୍କନର ଜିଦ୍‌

ବାରମ୍ବାର ଅନୁରୋଧ ଓ ତାଗିଦ୍‌ ସତ୍ତ୍ୱେ ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ। ଏପରିକି ଗଜପତି ମହାରାଜ ଦିବ୍ୟସିଂହଦେବଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri