ଓଡ଼ିଶାରେ ପହଞ୍ଚୁ ପହଞ୍ଚୁ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ଶିବରାଜ ସିଂ ଚୌହ୍ବାନ, କହିଲେ ଆଉଟସୋର୍ସିଂ ସରକାର ଚାଲିଛି

ଭୁବନେଶ୍ୱର,୧୩।୨: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ମଙ୍ଗଳବାର ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ ଭୁବନେଶ୍ୱରେ ପହଞ୍ଚୁ ପହଞ୍ଚୁ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି ଓଡ଼ିଶାରେ ଆଉଟସୋର୍ସିଂ ସରକାର ଚାଲିଛି, ଦୁର୍ନୀତିର ସବୁ ସୀମା ଏଠାରେ ଟପିଛି, ଜୀବିତ ବ୍ୟକ୍ତିଙ୍କୁ ଏଠାରେ ମୃତ ସଜାଇ ଦିଆଯାଇଛି।’
ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ନିଜେ ସରକାର ଚଳାଉନାହାନ୍ତି, ସ୍ଥିତି ଦେଖିଲେ ଲାଗୁଛି ଆଉଟସୋର୍ସକୁ ଶାସନ ବ୍ୟବସ୍ଥା ଦିଆଯାଇଛି। ଅଧିକାରୀ ସରକାର ଚଲାଉଛନ୍ତି ଆଉ ସେମାନେ ବେଲଗାମ ହୋଇ ରାଜ୍ୟକୁ ଦୁର୍ନୀତିରେ ବୁଡ଼ାଇଛନ୍ତି।
ଓଡ଼ିଶାରେ ମହିଳା ଅସୁରକ୍ଷିତ, ମହିଳାଙ୍କ ଉପରେ ଅତ୍ୟାଚାର ସବୁ ସୀମା ଟପିଛି। କେନ୍ଦ୍ରୀୟ ଯୋଜନାକୁ ରି-ବ୍ରାଣ୍ଡିଂ କରି ରାଜ୍ୟ ସରକାର ଲୋକଙ୍କୁ ଦେଉଛନ୍ତି। ଓଡ଼ିଶା ବିକାଶ ପାଇଁ ମୋଦି ଦେଉଥିବା ଅର୍ଥର ସଠିକ ବିନିଯୋଗ ହେଉନି। କେନ୍ଦ୍ରରୁ ମୋଦି ଟଙ୍କା ପଠାଉଛନ୍ତି ଆଉ ନବୀନ ତା ଉପରେ ଠପ୍ପା ଲଗାଉଛନ୍ତି ବୋଲି ଶିବରାଜ କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

କିଶୋରୀଙ୍କୁ ଶିଖାଇଲେ ସାଇବର ସୁରକ୍ଷା ଥାନା ବୁଲିଲେ ପୋଲିସ …

ଦାରିଙ୍ଗବାଡି, ୮ ।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପରିସରରେ ଶୁକ୍ରବାର ଅପରାହ୍ନରେ ପୋଲିସ ପକ୍ଷରୁ ଜୁଭେଂଟିକା କାର୍ଯ୍ୟକ୍ରମ ଆଇଆଇସି ସଂଗ୍ରାମ କେଶରୀ ଜେନାଙ୍କ ଅଧ୍ୟକ୍ଷତାରେ…

ପୋଲିସ-କିଶୋରୀ ସମ୍ପର୍କର ନୂଆ ଅଧ୍ୟାୟ: ଥୁଆମୂଳ ରାମପୁରରେ ‘ଜୁଭେଣ୍ଟିକା’ ଅଭିଯାନ

ଥୁଆମୂଳ ରାମପୁର, ୮ା୫ (ଦୁର୍ଗା କୀର୍ତ୍ତି) : ଓଡ଼ିଶା ପୋଲିସର ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା ଏବଂ ୟୁନିସେଫ୍‌ର ମିଳିତ ପ୍ରୟାସରେ ଶୁକ୍ରବାର ଥୁଆମୂଳ…

କାଣ୍ଡେଲ ରୋଡ୍‌ ଷ୍ଟେଶନ ସମସ୍ୟା ସମାଧାନ ଦାବି

କେସିଙ୍ଗା, ୮ା୫ (ତୁମେଶ୍ୱର ସାହୁ)- ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କାଣ୍ଡେଲ ରୋଡ୍‌ ଷ୍ଟେଶନରେ ବିଭିନ୍ନ ସମସ୍ୟା ଯୋଗୁ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ଧାନ ବିକ୍ରି ପଞ୍ଜୀକରଣରୁ ବଞ୍ଚତ୍ତ ଚାଷୀଙ୍କ ରଣହୁଙ୍କାର

କୋକସରା,୮ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ବାରମ୍ବାର ଆନ୍ଦୋଳନ ସତ୍ତ୍ୱେ କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ମେଗା ଲିଫ୍ଟ ପ୍ରକଳ୍ପ ଅଞ୍ଚଳର କୋକସରା, ଜୟପାଟଣା ଓ ଧର୍ମଗଡ଼ ବ୍ଲକର ଚାଷୀ…

ଅନ୍‌ଲାଇନ ଟ୍ରେଡିଂ ନାଁରେ ୨୦.୫୦ ଲକ୍ଷ ଠକେଇ ଆନ୍ଧ୍ରରୁ ମାଷ୍ଟର ମାଇଣ୍ଡ ଗିରଫ

କୋରାପୁଟ, ୮ା୫(ଅମିତାଭ ବେହେରା)-ଅନ୍‌ଲାଇନ ଟ୍ରେଡିଂରେ ଅଧିକ ଲାଭ ଦେବା ଲୋଭ ଦେଖାଇ କୋରାପୁଟ ଜିଲା ଜୟପୁରର ଜଣେ ବ୍ୟକ୍ତିଙ୍କୁ ୨୦ଲକ୍ଷ ୫୦ ହଜାର ଟଙ୍କା ଠକେଇ କରାଯାଇଥିବା…

ଆଉ Video କରିପାରିବେ ନାହିଁ ଅର୍ଶଦୀପ, ଖେଳାଳିଙ୍କ ପରିବାର ଉପରେ ବି ଲଗାଗଲା ରୋକ

ନୂଆଦିଲ୍ଲୀ,୮।୫: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ର କଡ଼ା ଆଭିମୁଖ୍ୟ ପରେ ଏବେ ଆଇପିଏଲ୍‌ ଫ୍ରାଞ୍ଚାଇଜ ଗୁଡ଼ିକ ନିଜ ନିଜ ଖେଳାଳିଙ୍କ ଉପରେ ଶୃଙ୍ଖଳାଗତ କଟକଣା…

ଜୁଭେଣ୍ଟିକା ସେଲ୍‌ ଉଦ୍‌ଘାଟିତ ପୁରୁଷୋତ୍ତମପୁର ଥାନାକୁ ଶିଶୁମିତ୍ର ଥାନା ଭାବରେ ଗଢି ତୋଳିବା ଲକ୍ଷ୍ୟ

ପୁରୁଷୋତ୍ତମପୁର/ଶେରଗଡ଼/ଛତ୍ରପୁର/ ଆସିକା ୮ା୫ (ସବିତା ମିଶ୍ର/ ସୂର୍ଯ୍ୟ ନାରାୟଣ ଦାଶ/ଦିଲୀପ ମିଶ୍ର/ ସୁରେନ୍ଦ୍ର ନାଥ ସାହୁ) ଓଡିଶା ପୋଲିସ ପକ୍ଷରୁ ଶିଶୁଙ୍କ ସୁରକ୍ଷା ଲାଗି ଜୁଭେଣ୍ଟିକା ସେଲ୍‌କୁ…

ବିରଳ ଅସ୍ତ୍ରୋପଚାର: ଶିଶୁ ମୁଣ୍ଡରୁ କଢ଼ାଗଲା କାଠଖଣ୍ଡ, ଶିଶୁଙ୍କୁ ବଞ୍ଚାଇଦେଲେ…

ବ୍ରହ୍ମପୁର/ଦିଗପହଣ୍ଡି, ୮।୫(ସୁବାସ ଚନ୍ଦ୍ର ପାଢ଼ୀ/ଅଶେଷ ନାଥ ମିଶ୍ର): ନବରଙ୍ଗପୁର ଜିଲା ଉମରକୋଟ ଗ୍ରାମର ସଞ୍ଜିତ ହରିଜନଙ୍କ ପୁଅ ଓମ (୩) ଗତ ୨୮ ତାରିଖ ଅପରାହ୍ନରେ ଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri