ଖୋଲିବ ବାଣ ଦୋକାନ, ଜଗିବ ୧୫ ପ୍ଲାଟୁନ ଫୋସ

କଟକ ଅଫିସ, ୩।୧୧: ଦୀପାବଳି ପାଇଁ ପ୍ରସ୍ତୁତ ହୋଇଛି କଟକ ପୋଲିସ। ସମ୍ପୂର୍ଣ୍ଣ କଟକଣା ଭିତରେ ଦୀପାବଳୀ ଓ କାଳିପୂଜା ଆୟୋଜନ ହେବ। ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି)ଙ୍କ ଗାଇଡ୍‌ଲାଇନକୁ ପାଳନ କରାଯିବ। କାଳୀପୂଜାରେ ମୃଣ୍ମୟୀଙ୍କ ଉଚ୍ଚତା ୪ଫୁଟ କରାଯିବ। ଏ କ୍ଷେତ୍ରରେ ପୋଲିସ ସ୍ବତନ୍ତ୍ର ଦୃଷ୍ଟି ରଖିବ। ତେବେ ଏହି ଉତ୍ସବ ପାଇଁ ୧୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବ ବୋଲି କଟକ ଡିସିପି ପ୍ରତୀକ ସିଂ ସୂଚନା ଦେଇଛନ୍ତି। ଅନ୍ୟପକ୍ଷରେ ବାଣ ଦୋକାନ ଖୋଲିବା ନିମନ୍ତେ ଲାଇସେନ୍ସ ପ୍ରଦାନ କରାଯିବ। କୋଭିଡ କଟକଣା ମଧ୍ୟରେ ବାଣ ଦୋକାନ ଖୋଲିବା ଲାଗି ନିଷ୍ପତ୍ତି ହୋଇଛି। ଜନସାଧାରଣ ଘରେ ରହି ଉତ୍ସବର ମଜା ଉଠାଇବା ପାଇଁ ଡିସିପି ନିବେଦନ କରିଛନ୍ତି। ପୂଜା ସମୟରେ ସାଜସଜ୍ଜା କିମ୍ବା ଭସାଣି ବେଳେ ଶୋଭାଯାତ୍ରା ହେବ ନାହିଁ। ଗତବର୍ଷ ଭଳି ଚଳିତବର୍ଷ ପୂଜା ଆରମ୍ଭରୁ ବିସର୍ଜନ ପର୍ଯ୍ୟନ୍ତ ସହରର ସମସ୍ତ ଭାଗରେ ଫୋର୍ସ ସହ ପୋଲିସ ଅଫିସରଙ୍କୁ ନିୟୋଜିତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାୟାମ କରିବା ପୂର୍ବରୁ ହାଲିଆ ଲାଗୁଛି କି? ଯଦି ହଁ, ତେବେ…

ବ୍ୟାୟାମ ଆମ ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ଏହାପୂର୍ବରୁ ଆମକୁ କେତୋଟି ଦିଗ ପ୍ରତି ଧ୍ୟାନ ଦେବା ନିହାତି ଜରୁରୀ। ବ୍ୟାୟାମ…

ବରଗଡ଼ରେ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା

ବରଗଡ଼,୩୧ା୮(ପ୍ରେମାନନ୍ଦ ଖମାରୀ): ସାରା ରାଜ୍ୟରେ ଲଘୁଚାପଜନିତ ବର୍ଷା ଜାରି ରହିଥିବାବେଳେ ବରଗଡ଼ ଜିଲାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅତି ଭୟଙ୍କର ବର୍ଷା ହେବାର ଆଶଙ୍କା ଦେଖାଦେଇଛି।…

ୟୁରୋପର ସର୍ବୋଚ୍ଚ ଶୃଙ୍ଗରେ ଭାରତୀୟ ମହିଳା

ଲକ୍ଷ୍ନୌ, ୩୧ା୮ (ପି.ଟି.) : ଲକ୍ଷ୍ନୌର ୪୩ ବର୍ଷୀୟା ଶିବାନୀ ମେହରୋତ୍ରା ସାଂସାରିକ ବନ୍ଧନରେ ଥାଇ ମଧ୍ୟ ବିଶ୍ୱର ଉଚ୍ଚତମ ଶୃଙ୍ଗଗୁଡ଼ିକୁ ଚଢ଼ି ନିଜର ଦୃଢ଼ ଇଚ୍ଛାଶକ୍ତିର…

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri