Advertisement

ଇଟାଲି ସୁପରମାର୍କେଟରେ ଛୁରାମାଡ, ଫୁଟବଲ ଖେଳାଳିଙ୍କ ସମେତ ୪ ଆହତ, ଜଣେ ମୃତ

ରୋମ,୨୮ ।୧୦: ଇଟାଲିର ମିଲାନ ସହରରୁ ଏକ ବଡ ଖବର ଆସିଛି । ଏଠାରେ ଜଣେ ସନ୍ଦିଗ୍ଧ ଏକ ସୁପରମାର୍କେଟରେ ଲୋକଙ୍କୁ ଛୁରାମାଡ କରିଛନ୍ତି । ଏହି ଘଟଣାରେ ଆର୍ସେନଲର ଷ୍ଟାର ଫୁଟବଲର ପାବ୍ଲୋ ମାରି ସମେତ ୪ ଜଣ ଆହତ ହୋଇଛନ୍ତି । ଏମାନଙ୍କୁ ତୁରନ୍ତ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏହି ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହି ଘଟଣା ଗୁରୁବାର ସନ୍ଧ୍ୟାରେ ହୋଇଛି ।
ଏକ ସ୍ଥାନୀୟ ରିପୋର୍ଟ ଅନୁଯାୟୀ, ଛୁରାମାଡ ଘଟଣା ସ୍ଥାନୀୟ ସମୟ ଅନୁସାରେ ଗୁରୁବାର ସନ୍ଧ୍ୟାରେ ମିଲାନୋଫରୋରି ଡି ଅସାଗୋ ସପିଂ ସେଣ୍ଟରରେ ହୋଇଛି । ଆହତ ହୋଇଥିବା ଫୁଟବଲ ଖେଳାଳିଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ବେଳେ ଅନ୍ୟ ଆହତମାନେ ଗୁରୁତର ରହିଛନ୍ତି । ପୋଲିସର ସୂଚନା ଅନୁଯାୟୀ, ଅଭିଯୁକ୍ତ ଦୋକାନ ଆଲମାରିରୁ ଛୁରି ବାହାର କରି ଲୋକଙ୍କୁ ଆକ୍ରମଣ କରିଥିଲେ । ଅଭିଯୁକ୍ତଙ୍କ ବୟସ ୪୬ ହେବ ବୋଲି କୁହାଯାଉଥିବା ବେଳେ ପୋଲିସ ତାଙ୍କୁ ଗିରଫ କରିନେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକୁ ରୋକିବାର ସମୟ ଆସିଯାଇଛି, ନଚେତ ଆଗକୁ ପରିଣାମ ଭୟାବହ ହେବ

କ୍ୱିଭ୍‌,୧୯।୩: ଆମେରିକା ଓ ୟୁରୋପୀୟ ଦେଶ ସମେତ ସମସ୍ତ ଆନ୍ତର୍ଜାତୀୟ ଚାପ ସତ୍ତ୍ୱେ ମଧ୍ୟ ୟୁକ୍ରେନ ଉପରେ ରୁଷିଆ ଆକ୍ରମଣ ବନ୍ଦ କରିବାର ନା ନେଉନି।...

କାବୁଲ ଆତ୍ମଘାତୀ ବିସ୍ଫୋରଣ: ୪ ଯବାନ ଆହତ

କାବୁଲ,୧୮।୧୧: ଆଫଗାନିସ୍ତାନର କାବୁଲରେ ସୋମବାର ସକାଳେ ହୋଇଥିବା ବିସ୍ଫୋରଣରେ ୪ ଯବାନ ଆହତ ହୋଇଥିବା ସୂଚନା ମିଳିଛି। ମିଲିଟାରୀ ଟ୍ରେନିଂ ସେଣ୍ଟର ନିକଟରେ ଏହି ଆତ୍ମଘାତୀ...

ଉହାନ୍‌ ଲ୍ୟାବ୍‌ରେ ଏପର୍ଯ୍ୟନ୍ତ କେହି କରୋନାରେ ଆକ୍ରାନ୍ତ ହୋଇ ନାହାନ୍ତି, ଆମେରିକା କହୁଛି ମିଛ: ଚାଇନା…

ବେଜିଂ,୨୫।୫: କରୋନା ମହାମାରୀ ଭୂତାଣୁ ସଂକ୍ରମଣ ପ୍ରଥମେ ଚାଇନାର ଉହାନରେ ଦେଖାଦେଇଥିଲା। ଉହାନ୍‌ ଲ୍ୟାବ୍‌ରୁ ଏହା ଅସାବଧାନତାରୁ ବାହାରକୁ ଆସିଥିବାର ସନ୍ଦେହ ଏବେ ସତ୍ୟରେ ପରିଣତ...

ଆମେରିକାରେ ଭାରତୀୟଙ୍କ ଦେବଦୂତ ସାଜିଛନ୍ତି ପ୍ରମିତ

ଓ୍ବାଶିଂଟନ,୨୪।୩: ଆମେରିକାର ଇଣ୍ଡୋୟୁଏସ୍‌ ହେଲ୍‌ଥ ଇନିସିଏଟିଭର କୋ-ଫାଉଣ୍ଡର ଭାରତୀୟ ମୂଳ ବାସିନ୍ଦା ପ୍ରମିତ ମାକୋଡେ ଆମେରିକାର କରୋନା ସହ ଲଢୁଥିବା ଭାରତୀୟଙ୍କ ପାଇଁ ଦେବଦୂତ ସାଜିଛନ୍ତି।...

ଏହି କବର ସ୍ଥାନରେ ମୃତଦେହକୁ କବର ଦିଆଯାଏ ନାହିଁ

କବର ସ୍ଥାନର କଥା ଶୁଣିଲେ ମନକୁ ଆପଣାଛାଏଁ ଆସେ କି ଯେଉଁଠି ମଣିଷଙ୍କ ମୃତଦେହକୁ କବର ଦିଆଯାଇଥାଏ। ହେଲେ ଏହି କବର ସ୍ଥାନ ସବୁଠାରୁ ନିଆରା।...

ପାଇଲଟ ଅସୁସ୍ଥ ହେବାରୁ ଯାତ୍ରୀ ବିମାନକୁ କରାଇଲେ ଅବତରଣ…

ଫ୍ଲୋରିଡା, ୧୨।୫ : ପାଇଲଟ ଅସୁସ୍ଥ ହୋଇପଡିଥିବାରୁ ଜଣେ ଯାତ୍ରୀ ଫ୍ଲୋରିଡାରେ ବିମାନକୁ ଅବତରଣ କରାଇଛନ୍ତି। ସର୍ବସାଧାରଣ ବିମାନ ଉଡ଼ାଣ ରେକର୍ଡିଂରେ ଅଜ୍ଞାତ ବ୍ୟକ୍ତିଙ୍କ ସ୍ବର...

ପିଆନୋ ହାଉସ୍‌

ଚାଇନାର ଏହା ଏକ ସୁନ୍ଦର ବିଲ୍ଡିଂ, ଯେଉଁମାନେ ଉଭୟ ସଙ୍ଗିତ ଓ ସ୍ଥାପତ୍ୟକୁ ଭଲ ପାଆନ୍ତି, ସେମାନଙ୍କ ପାଇଁ ଏହି ଘର ଏକ ପ୍ରିୟ ଆର୍କିଟେକ୍ଚରାଲ...

କରୋନାର ନୂଆ ଏନ୍ତୁଡ଼ିଶାଳର ସନ୍ଧାନ ମିଳିଲା, ୯୦ ପ୍ରତିଶତ ଓମିକ୍ରନ୍‌ ଆକ୍ରାନ୍ତ…

କେପ୍‌ ଟାଉନ୍‌,୨୯।୧୧: ଦକ୍ଷିଣ ଆଫ୍ରିକାରେ କରୋନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ସଂକ୍ରମଣ ବଢ଼ିବାରେ ଲାଗିଛି। ଏଠାରେ ଥିବା ଶ୍ୱାନେ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜି ଏବେ କରୋନାର...

Advertisement
Archives

Model This Week