ସ୍ବର୍ଣ୍ଣ ପଦକ ବିଜେତା ଅର୍ଶଦ ନଦୀମଙ୍କୁ ଭେଟିଲେ ଆତଙ୍କବାଦୀ ସଂଗଠନର ନେତା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୪।୮: ଅଲିମ୍ପିକ ୨୦୨୪ରେ ପାକିସ୍ତାନ ପାଇଁ ସ୍ବର୍ଣ୍ଣ ପଦକ ଜିତିଥିବା ଅର୍ଶଦ ନଦୀମ ଚର୍ଚ୍ଚାକୁ ଆସିଛନ୍ତି। ସ୍ବର୍ଣ୍ଣ ବିଜେତା ଅର୍ଶଦ ନଦୀମ ଆତଙ୍କବାଦୀ ସଂଗଠନର ନେତାମାନଙ୍କୁ ଭେଟିଥିବାର ନଜର ଆସିଛନ୍ତି। ପ୍ୟାରିସରେ ଚମତ୍କାର ପଦର୍ଶନ କରିବା ପରେ ଅର୍ଶଦଙ୍କୁ ସମଗ୍ର ବିଶ୍ୱରେ ପ୍ରଶଂସା କରାଯାଉଛି। ଭାରତରେ ତାଙ୍କୁ ପ୍ରଶଂସା କରାଯାଇଛି, କିନ୍ତୁ ବର୍ତ୍ତମାନ ଆତଙ୍କବାଦୀ ସଂଗଠନର ନେତାଙ୍କ ସହ ସାକ୍ଷାତ ପରେ ନଦୀମ ଚର୍ଚ୍ଚାର ବିଷୟ ପାଲଟିଛନ୍ତି।
ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ଭିଡିଓରେ ନଦୀମଙ୍କୁ ଆମେରିକା ଦ୍ୱାରା ଆତଙ୍କବାଦୀ ଘୋଷିତ ଏକ ବ୍ୟକ୍ତିଙ୍କ ସହ କଥାବାର୍ତ୍ତା ହେଉଥିବା ଦେଖିବାକୁ ମିଳିଛି।

ଏକ ରିପୋର୍ଟ ଅନୁଯାୟୀ, ଅର୍ଶଦ ଭିଡିଓରେ କଥା ହେଉଥିବା ବ୍ୟକ୍ତି ହେଉଛନ୍ତି ମହମ୍ମଦ ହାରିସ ଡାର୍‌। ହାରିସ ଡାର୍‌ ହେଉଛନ୍ତି ନିଷିଦ୍ଧ ଆତଙ୍କବାଦୀ ସଂଗଠନ ଲଶ୍କର-ଏ-ତାଇବାର ରାଜନୈତିକ ସାମ୍ମୁଖ୍ୟ, ମିଲି ମୁସଲିମ ଲିଗ (ଏମଏମଏଲ) ର ଜଏଣ୍ଟ ସେକ୍ରେଟାରୀ।

ସୋସିଆଲ ମିଡିଆରେ କିଛି ଲୋକ ଦାବି କରୁଛନ୍ତି ଯେ ଆତଙ୍କବାଦୀ ସଂଗଠନର ନେତାଙ୍କ ସହ ଅର୍ଶଦଙ୍କ ଏହି ସାକ୍ଷାତ ପ୍ୟାରିସ ଅଲିମ୍ପିକ୍ସରୁ ଫେରିବା ପରେ ହୋଇଛି। ତେବେ ବୈଠକର ସମୟ ଏ ପର୍ଯ୍ୟନ୍ତ ଜଣାପଡିନାହିଁ।

ମିଲି ମୁସଲିମ ଲିଗ ହେଉଛି ହାଫିଜ ସାଇଜ ଦ୍ୱାରା ଗଠିତ ଏକ ସଂଗଠନ ।ହାଫିଜ ସଇଦଙ୍କୁ ୨୦୦୮ ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ବୋଲି କୁହାଯାଉଛି । ଯେଉଁଥିରେ ୧୬୬ ଜଣ ପ୍ରାଣ ହରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?