Posted inଖେଳ

ଶାସ୍ତ୍ରୀଙ୍କ ଭବିଷ୍ୟବାଣୀ; ଖୁବ୍‌ଶୀଘ୍ର ଭାରତୀୟ ଟିମ୍‌ରେ ସ୍ଥାନ ପାଇବେ…

ମୁମ୍ବାଇ,୨୭।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୨ରେ ବାମ ହାତୀ ଯୁବ ଦ୍ରୁତ ବୋଲର ଅର୍ଶଦୀପ ସିଂ ଉଲ୍ଲେଖନୀୟ ପ୍ରଦର୍ଶନ କରି ଆସୁଛନ୍ତି। ଗତ ତିନି ସିଜନରେ କ୍ରମାଗତ ଭାବେ ପ୍ରଦର୍ଶନ ଭଲ ରଖିଥିବାରୁ ସେ ଖୁବ୍‌ଶୀଘ୍ର ଜାତୀୟ ଟି-୨୦ ଦଳରେ ସ୍ଥାନ ପାଇପାରନ୍ତି ବୋଲି ଭାରତର ପୂର୍ବତନ ମୁଖ୍ୟ ପ୍ରଶିକ୍ଷକ ରବି ଶାସ୍ତ୍ରୀ କହିଛନ୍ତି।

ଶାସ୍ତ୍ରୀ କହିଛନ୍ତି, ଜଣେ ଯୁବ ଖେଳାଳି ଚାପରେ ଥାଇ ବି ଭଲ ପ୍ରଦର୍ଶନ କରି ଆସୁଛି। ଚାପରେ ସେ ଶାନ୍ତ ରୁହନ୍ତି ଏବଂ ‘ଡେଥ୍‌ ଓଭର୍‌’ରେ ଭଲ ପ୍ରଦର୍ଶନ କରୁଛି। ଏହା ଦର୍ଶାଉଛି ଯେ ସେ ବହୁତ ଦ୍ରୁତ ଗତିରେ ଆଗକୁ ବଢ଼ୁଛନ୍ତି। ସେ ଭାରତୀୟ ଟିମ୍‌ରେ ସାମିଲ ହୋଇପାରିବେ।

ତେବେ ୨୩ ବର୍ଷୀୟ ଅର୍ଶଦୀପ ୨୦୧୯ରେ ଆଇପିଏଲ୍‌ରେ ଡେବ୍ୟୁ କରିଥିଲେ। ସେ ଗତ ୪ ସିଜନରୁ ପଞ୍ଜାବ କିଙ୍ଗ୍ସର ଅବିଚ୍ଛେଦ ଅଙ୍ଗ ରହିଆସିଛନ୍ତି। ନିଲାମ ପୂର୍ବରୁ ଫ୍ରାଞ୍ଚାଇଜ୍‌ ଦ୍ୱାରା ରିଟେନ କରାଯାଇଥିବା ଦୁଇ ଖେଳାଳିଙ୍କ ମଧ୍ୟରେ ଅର୍ଶଦୀପ ରହିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ତାରିକ ରହମାନଙ୍କ ଭାରତ ଗସ୍ତ ପୂର୍ବରୁ ବାଂଲାଦେଶ ରଖିଛି ବଡ଼ ସର୍ତ୍ତ

ଢାକା,୧୬।୮: ବାଂଲାଦେଶ ରବିବାର କହିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବଂ ଢାକା ଦ୍ୱାରା ଚାହୁଁଥିବା ଅନ୍ୟ ପଳାତକଙ୍କୁ ଭାରତ ସରକାର ପ୍ରତ୍ୟାର୍ପଣ ପ୍ରକ୍ରିୟାକୁ ଆଗକୁ…

୨୦୨୯ ନିର୍ବାଚନ ପାଇଁ BJPର ମାଷ୍ଟରପ୍ଲାନ୍‌, କାଲି ଘୋଷଣା ହେବ ନୂଆ ଟିମ୍‌! ଏହି ନେତାଙ୍କୁ ମିଳିବ ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୬।୮: ଭାଜପାରେ ଖୁବ୍‌ଶୀଘ୍ର ଏକ ବଡ଼ ସାଂଗଠନିକ ପୁନର୍ଗଠନ ହେବାକୁ ଯାଉଛି । ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନେତୃତ୍ୱରେ ଦଳର ନୂଆ ଟିମ୍‌ ଘୋଷଣା…

ବୁଲାବୁଲି କି ଦାମୀ ପୋଷାକ ନୁହେଁ, ଦରମାର ୭୦% ଏହି କାମରେ ଖର୍ଚ୍ଚ କରନ୍ତି Gen Z

ନୂଆଦିଲ୍ଲୀ,୧୬।୮: ସୋସିଆଲ ମିଡିଆରେ ବର୍ତ୍ତମାନ ସମୟରେ Gen Zଙ୍କ ଟ୍ରେଣ୍ଡ, ଲାଇଫଷ୍ଟାଇଲ୍‌ ଓ ଖର୍ଚ୍ଚକୁ ନେଇ ଚର୍ଚ୍ଚା ଲାଗିରହିଛି । ଅନେକଙ୍କ ଧାରଣା ଯେ, ଯୁବପିଢ଼ି ଅଧିକ…

ବ୍ୟବସାୟୀ ଅପହରଣ ମାମଲା: ହନୁମାନ ପଇସା ପାଇଁ ଅଭିଯୁକ୍ତ ଦେଇଛନ୍ତି ୨ କୋଟି ୭୦ ଲକ୍ଷ, ଏସ୍‌ପି କହିଲେ ଆହୁରି…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ ଗୁଣ୍ଡା ଅପହରଣ ମାମଲାରେ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳର କ୍ଷୀତିଶ ସାହୁଙ୍କୁ ଭୁବନେଶ୍ବରରୁ ଗିରଫ…

ଅଭିରାମ ଲେଙ୍କାଙ୍କୁ ମିଳିଲା ଶ୍ରେଷ୍ଠ ଶିକ୍ଷକ ସମ୍ମାନ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଷ୍ଟାଡିୟମଠାରେ ଶନିବାର ଆୟୋଜିତ ୮୦ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଶ୍ରେଷ୍ଠ ଶିକ୍ଷକ ଭାବେ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ…

‘ଯଦି ତୁମର ଲଜ୍ଜା ଅଛି, ତେବେ ହାତ ଯୋଡି ୧୪୦ କୋଟି ଜନତାଙ୍କୁ କ୍ଷମା ମାଗ’, କାହିଁକି ସୋନିଆଙ୍କୁ ଏମିତି କହିଲେ ଶାହା

ନୂଆଦିଲ୍ଲୀ,୧୬।୮: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ବର୍ତ୍ତମାନ ରାଜସ୍ଥାନ ଗସ୍ତରେ ଅଛନ୍ତି। ତାଙ୍କ ଗସ୍ତ ସମୟରେ ସେ ମନ୍ତବ୍ୟ ଦେଇଥିଲେ ଯେ କଂଗ୍ରେସ ଦଳର ମୁଖ୍ୟାଳୟରେ ‘ବନ୍ଦେ…

ସ୍ପଷ୍ଟଚିହ୍ନିତ ଲଘୁଚାପ: ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବା

ଭୁବନେଶ୍ୱର, ୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ…

ଟ୍ରେନରେ RPF ଅଧିକାରୀଙ୍କୁ ଆକ୍ରମଣ କଲେ ଏହି ଅଭିନେତ୍ରୀ, ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୬।୮: ଟିଭି, ଫିଲ୍ମ ଏବଂ OTTରେ କାମ କରୁଥିବା ଅଭିନେତ୍ରୀ ଅନ୍ତରା ବାନାର୍ଜୀଙ୍କୁ ଗିରଫ କରିଛି ପୋଲିସ । ୩୧ ବର୍ଷୀୟ ଅଭିନେତ୍ରୀଙ୍କ ବିରୋଧରେ ଅରାବଳୀ ଏକ୍ସପ୍ରେସ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri