ଟୋକିଓ ଅଲିମ୍ପିକ୍ସରେ ଓଡ଼ିଆ ଚିତ୍ରଶିଳ୍ପୀଙ୍କ କଳାକୃତୀ

ବରଗଡ଼ ଅଫିସ୍‌,୨।୮: ଟୋକିଓ ଅଲିମ୍ପିକ୍ସରେ ପଶ୍ଚିମ ଓଡ଼ିଶା ଚିତ୍ରଶିଳ୍ପୀଙ୍କ କଳାକୃତୀ ସ୍ଥାନୀତ ହୋଇଛି । ସମ୍ବଲପୁର ଏବଂ ବରଗଡ଼ ଜିଲାର ୮ଜଣ ଚିତ୍ରଶିଳ୍ପୀ ଏହି ଗୌରବ ଅର୍ଜନ କରିଛନ୍ତି । ଇଣ୍ଡିଆନ କନ୍‌ଟେମ୍ପୋରାରି ଆସୋସିଏଶନ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଏହି କଳାକୃତୀକୁ ରିଲ୍‌ ଭିଡିିଓ ମାଧ୍ୟମରେ ଟୋକିଓ ଅଲିମ୍ପିକ୍ସରେ ପ୍ରଦର୍ଶନ କରାଯାଉଥିବା ସୂଚନା ମିଳିଛି ।

ଏଥିରେ ବରଗଡ଼ ସହରର ଚିତ୍ରଶିଳ୍ପୀ କୁଶ ଭୂୟାଁଙ୍କ କଳାକୃତୀ ରହିଛି । ତାଙ୍କ ମିଶନ ୨୧ କଳାକୃତୀ ପ୍ରଦର୍ଶିତ ହୋଇଛି । ସେହିପରି ସମ୍ବଲପୁରର ସଞ୍ଜୟ ସାହୁଙ୍କ ଡ୍ରିମ, ମନୋଜ ଚୌଧୁରୀଙ୍କ କିଙ୍ଗ୍‌ ଅଫ୍‌ ଦ ରିଙ୍ଗ୍‌, ମହେଶ ପାଣ୍ଡେଙ୍କ ଓପନିଂ ସେଲିବ୍ରେଶନ, ପ୍ରେମଚାନ୍ଦ ରାଉତଙ୍କ ଦି ହ୍ବାଇଟ୍ସ ଅଫ୍‌ ଗ୍ଲୋରି, ବନ୍ଦନା ମିଶ୍ରଙ୍କ ଜମ୍ପସ୍‌ ଅଫ୍‌ ପ୍ରାଇଡ୍‌, ସୁଜାତା ବେହେରାଙ୍କ ଡାଇଭିଂ ଫର ଗ୍ଲୋରି, ଅନୁରେଖା ଜେନାଙ୍କ ସ୍ପ୍ରିଣ୍ଟର ଆଦି କଳାକୃତୀ ସ୍ଥାନୀତ ହୋଇଛି । ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ଦିଲିପ ତିର୍କୀ ଏହି ଶୋ’କୁ ଉଦଘାଟନ କରିଥିଲେ । ସଞ୍ଜିବ ବିଶ୍ୱାଳ ପ୍ରଦର୍ଶନୀର ସଂଯୋଜନା କରିଥିଲେ । ଜୁଲାଇ ୨୩ତାରିଖରୁ ଏହି ପ୍ରଦର୍ଶନୀ ଆରମ୍ଭ ହୋଇଥିବା ବେଳେ ଆସନ୍ତା ୮ତାରିଖ ପର୍ଯ୍ୟନ୍ତ ଚାଲିବାର କାର୍ଯ୍ୟକ୍ରମ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ଆବେଦନ ଆରମ୍ଭ: ଶେଷ ତାରିଖ ରହିଛି…

ଭୁବନେଶ୍ୱର,୮ା୭(ସୁଚିସ୍ମିତା ସାହୁ): ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ୨୦୨୬-୨୭ ପାଇଁ ସରକାରୀ ବିଶ୍ୱବିଦ୍ୟାଳୟରେ ପିଏଚ୍‌ଡିରେ ପଞ୍ଜୀକୃତ ଗବେଷକମାନେ ସାମ୍ସ ପୋର୍ଟାଲ ମାଧ୍ୟମରେ…

ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଋଷିମାଳ ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ, ମା’ଙ୍କ ପାଇଁ ଗଛଟିଏ ସକାଶେ …

ଦାରିଙ୍ଗବାଡି, ୭।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସ୍ଥିତ ଋଷିମାଳ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri