ବ୍ଲକ ସ୍ତରୀୟ ନାଟକ, ସୁବଳୟା ଖେଳ ପଡିଆରେ ଦୁଲୁକିବ କଳା ସଂସ୍କୃତିକ ମଞ୍ଚର…

ଗଞ୍ଜାମ,୨୦।୫(ବିଦ୍ୟାଧର ସାହୁ ): ୨୦୨୦ରେ ଗଠନ ହୋଇଥିବା ଗଞ୍ଜାମ କଳା ସଂସ୍କୃତିକ ମଞ୍ଚ ନୂତନ ଅଧ୍ୟାୟ ସୃଷ୍ଟି କରିଛି । ଛଅ ବର୍ଷ ଧରି ନିରବିଚ୍ଛିନ୍ନ ଭାବେ ଲଗାତାର ଦୁଇଦୁଇଟି ନାଟକ ପରିବେଷଣ କରି ଆସିଛି । ଚଳିତ ବର୍ଷ ସୁବଳୟା ଖେଳ ପଡିଆରେ ହେବାକୁ ଥିବା ବ୍ଲକ ସ୍ତରୀୟ ନାଟକ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବ । ଏଥିପାଇଁ କଳା ସଂସ୍କୃତିକ ମଞ୍ଚର ସମସ୍ତ କଳାକାରଙ୍କୁ ନେଇ ଏକ ବନ୍ଧୁ ମିଳନ ଅନୁଷ୍ଠିତ ହୋଇଥିଲା ।

ଏଥିରେ ନିର୍ଦ୍ଦେଶକ ଡ଼ଃ ଗୋରୀ ଶଙ୍କର ଶତପଥୀ, ମଞ୍ଚ ସଭାପତି ଶବର କୁମାର ତରାଇ,ମଞ୍ଚ ମୁଖ୍ୟ ପରିଚାଳକ ରାକେଶ ରଞ୍ଜନ ଦାସ, ଉପଦେଷ୍ଟା ସୁଧୀର କୁମାର ପାଢ଼ୀ, ମୁଖ୍ୟ ସହଯୋଗୀ ଅସ୍ମିତ କୁମାର ପଣ୍ଡା, ବରିଷ୍ଠ ଆଡଭାଇଜର ଉମାକାନ୍ତ ବେହେରା, ସହଯୋଗୀ ମନୋଜ ପ୍ରଧାନ, ଟୋନି ପଣ୍ଡା, ମିଲୁ ଦାସ, ଖଳନାୟକ ପ୍ରଦୀପ କୁମାର ପଣ୍ଡା, ଆକ୍ସନ ହିରୋ ଅକ୍ଷୟ ସ୍ୱାଇଁ, ଗାଉଁଲି ହିରୋ ଜିଲା ଚର୍ଚ୍ଚିତ ଚେହେରା ବଳରାମ ମାଳୀ (ଭିକି ), ଚକଲେଟ ହିରୋ କାର୍ତିକ ତରାଇ, ଜିଲା କମେଡି କିଙ୍ଗ ମନୋରଞ୍ଜନ ଜେନା (ମନୁ ଭାଇ )ଅଲ ରାଉଣ୍ଡର ଅରୁଣ ରାଉଳ, ଗଡ଼ ଫାଦର ହରି ବାରିକ, ପପୁ ପଣ୍ଡା, ବିଭୁତି ପଲାଇ, ପୁରୋହିତ ବିଷ୍ଣୁ ମାଷ୍ଟର, ଶିଶୁ କଳାକାର ପ୍ରାଚୀ ପ୍ରମୁଖ ଉପସ୍ଥିତ ଥିଲେ ।

ନାଟକ ପ୍ରତିଯୋଗିତା ପାଇଁ ପୁଣି ଥରେ କୋଣାର୍କ ଗଣନାଟ୍ୟ ସୁପରହିଟ ନାଟକ ସେହି ଗୋଟିଏ ଭୁଲ ପାଇଁ ନାଟକ ପ୍ରସ୍ତୁତ କରିଛି କଳା ସଂସ୍କୃତିକ ମଞ୍ଚ । ଆସନ୍ତା ୩୦ରେ ମଞ୍ଚସ୍ଥ କରିବ ଉକ୍ତ ନାଟକ । କଳାକାରଙ୍କ ମହଲରେ ପ୍ରବଳ ଉତ୍ସହ ଥିବା ଜଣା ପଡିଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ନିର୍ମାଣର ୫ମାସ ମଧ୍ୟରେ ରାସ୍ତାରୁ ଉଠି ଗଲାଣି ପିଚୁ, ଭିଜିଲାନ୍ସ ତଦନ୍ତ ପାଇଁ ଦାବି

କୋକସରା,୧୯।୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦୀର୍ଘ ବର୍ଷରୁ ମରାମତି ଅଭାବ କାରଣରୁ କୋକସରା ବ୍ଲକ ବଡ଼କେନ୍ଦୁଗୁଡା ବଜାର ପଡିଆ ଛକ ବିଜୁ ଏକ୍ସପ୍ରେସୱେରୁ ବିଜମରା ଭାୟା ବୋବରିଆ…

ନିୟମ କଡ଼ାକଡ଼ି କଲେ ଉପଜିଲାପାଳ; ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ମନା, ପାଳନ ନକଲେ….

ଗୁଣପୁର,୧୯।୮(ସୁଜାତା ପାଢ଼ୀ)- ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ଉପରେ କଟକଣା ଜାରି କରାଯାଇଛି । ରାୟଗଡ଼ା ଜିଲା ଗୁଣପୁର ଉପଖଣ୍ଡର ବିଭିନ୍ନ ସାର୍ବଜନୀନ ସ୍ଥାନ, ସରକାରୀ କାର୍ଯ୍ୟାଳୟ…

କର୍କ ଆଣିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର, ୨୦ ବର୍ଷ…

କଟକ,୧୯।୮(ପ୍ରଭୁକଲ୍ୟାଣ ପାଲ୍): ବ୍ୟାଡମିଣ୍ଟନ ଖେଳ ସମୟରେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀଙ୍କୁ ସଜା ଶୁଣାଇଲେ କଟକ ସ୍ୱତନ୍ତ୍ର ପକ୍ସୋ ଅଦାଲତ । ଆସାମୀ ଜନ୍ମେଜୟ ମଲ୍ଲିକ ଓରଫ…

ଗାଁକୁ ରାସ୍ତା ନାହିଁ, ଯାଇପାରିଲାନି ଆମ୍ବୁଲାନ୍ସ, ଭାରରେ ବୁହାହେଲେ ମହିଳା

ପାତ୍ରପୁର,୧୯ା୮(ଉମାଚରଣ ନେପାକ): ପକ୍କା ରାସ୍ତା ନ ଥିବାରୁ ଦୁର୍ଗମ ଅଞ୍ଚଳର ଲୋକଙ୍କ ପାଇଁ ଜରୁରୀକାଳିନ ସ୍ବାସ୍ଥ୍ୟସେବା ସାତସପନ। ଏହାର ଏକ ଦୁଃଖଦ ଚିତ୍ର ପାତ୍ରପୁର ବ୍ଲକ ଆଙ୍କୁଲି…

ତୁମୁଡିବନ୍ଧ BJDରେ ନୂଆ ନେତୃତ୍ୱ: ମଙ୍ଗ ଧରିଲେ କୁନା ଦଣ୍ଡସେନା ଓ ଯୋହନ ବାରିକ

ତୁମୁଡିବନ୍ଧ,୧୯ା୮(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ବିଜୁ ଜନତା ଦଳର ବ୍ଲକ ସ୍ତରୀୟ ଏକ ବୈଠକ ବୁଧବାର ପୂର୍ବାହ୍ନ ୧୦ଘଣ୍ଟା ସମୟରେ ମୁଣ୍ଡିଗଡ଼ ସେବା…

ମା’ ଦଣ୍ଡକାଳୀ ମନ୍ଦିର ଦାନହୁଣ୍ଡି ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ, ପୂଜକ ଦେଖିବା ପରେ…

ଦିଗପହଣ୍ଡି/ପାଟପୁର,୧୯ା୮(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ପାଟପୁର ଥାନାଠାରୁ ମାତ୍ର ୫ ଶହ ମିଟର ଦୂରରେ ଥିବା ପଳାସପୁର ଗ୍ରାମ ନିକଟ ମା ’ ଦଣ୍ଡକାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri