ଥରିଲା ଫିଲିପାଇନ୍ସ

ମାନିଲା,୨୨ା୫: ଫିଲିପାଇନ୍ସରେ ରବିବାର ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି। ଫିଲିପାଇନ୍ସର ମୁଖ୍ୟ ଦ୍ୱୀପପୁଞ୍ଜର ବଟାଙ୍ଗସ ଜିଲାରେ ଏହି ଭୂକମ୍ପ ଅନୁଭୂତ ହୋଇଛି। କାଲାଟାଗନ ସହରର ପ୍ରାୟ ୨୧ କିଲୋମିଟର ଉତ୍ତର-ପଶ୍ଚିମ ଦିଗରେ ୧୩୨ କିଲୋମିଟର ଗଭୀରତାରେ ଏହି ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୬.୧ ମିଟର ଥିଲା। ତେବେ ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତି ସମ୍ପର୍କରେ ସୂଚନା ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷା: କାଲି ଏସବୁ ଜିଲାରେ ସ୍କୁଲ, କଲେଜ-ଅଙ୍ଗନବାଡ଼ି ବନ୍ଦ, ସତର୍କ ରହିବାକୁ…

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଏବଂ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ବିଭିନ୍ନ ଜିଲାର ଜିଲାପାଳମାନେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।…

ଆସନ୍ତା ୨୪ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ: ୩ ବରିଷ୍ଠ ଆଇଏଏସଙ୍କୁ ୩ ଜିଲା ଦାୟିତ୍ବ, ଜାଣନ୍ତୁ …

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଓ ବନ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲା ପାଇଁ ବହୁତ…

ମହାକାଶରୁ ପାକିସ୍ତାନରେ ଦେଖାଗଲା ଭୟଙ୍କର ଦୃଶ୍ୟ! ବୈଜ୍ଞାନିକ କହିଲେ ୬ କୋଟି ବର୍ଷ ହେଲା…

ନୂଆଦିଲ୍‌ଲୀ,୨୮।୭: ପାକିସ୍ତାନରେ ଏକ ବିଶାଳ ବିଞ୍ଚଣା ଭଳି ଆକୃତି ରହିଛି, ଯାହା ମହାକାଶରୁ ମଧ୍ୟ ସ୍ପଷ୍ଟ ଦେଖାଯାଏ। ନାସାର ଟେରା ସାଟେଲାଇଟ୍ (Terra Satellite) ଏହି ଆକୃତିର…

ସରକାରଙ୍କୁ ପୁଣି ବଡ଼ ଆନ୍ଦୋଳନର ଧମକ ଦେଲେ ଅଭିଜିତ ଦିପ୍‌କେ, କହିଲେ ସର୍ତ୍ତ ନ ରଖିଲେ…

ନୂଆଦିଲ୍‌ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜିତ୍ ଦୀପକେ ପୁଣି ଥରେ ଆନ୍ଦୋଳନର ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ପୋଲିସ ପକ୍ଷରୁ…

କୃତିମ ସୂର୍ଯ୍ୟ ତିଆରି କରୁଛି ଚାଇନା, ବିଶ୍ୱର ସବୁଠାରୁ ଶକ୍ତିଶାଳୀ ମ୍ୟାଗନେଟ୍‌ର ପରୀକ୍ଷଣ ସଫଳ

ନୂଆଦିଲ୍‌ଲୀ,୨୮।୭: ପୃଥିବୀରେ ଶକ୍ତିର ସନ୍ଧାନ ମଧ୍ୟରେ ଚୀନ୍ ଏକ ବଡ଼ ସଫଳତା ହାସଲ କରିଛି। ଚୀନ୍ ବିଶ୍ୱର ସବୁଠାରୁ ବଡ଼ ସୁପରକଣ୍ଡକ୍ଟିଂ ଫ୍ୟୁଜନ୍ ମ୍ୟାଗନେଟ୍ (Superconducting Fusion…

ଭଦ୍ରକରେ ବୁଧବାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି ଛୁଟି

ଭଦ୍ରକ,୨୮।୭: ପ୍ରବଳ ବର୍ଷା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଅର୍ଥାତ ବୁଧବାର ଜିଲାର…

ଛାତ୍ର ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ଗିରଫ ଛାତ୍ରଙ୍କୁ ମୁକ୍ତ କର…

ନୂଆଦିଲ୍‌ଲୀ,୨୮।୭: ମଙ୍ଗଳବାର, ସୁପ୍ରିମକୋର୍ଟ ଛାତ୍ର ପ୍ରଦର୍ଶନରେ ସାମିଲ ଥିବା ପ୍ରତିବାଦକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ବିଭିନ୍ନ ଆବେଦନର ଶୁଣାଣି ସମୟରେ, କୋର୍ଟ କହିଛନ୍ତି ଯେ ଦିଲ୍ଲୀର…

ସଂସଦରେ ପ୍ରିୟଙ୍କାଙ୍କୁ କଟାକ୍ଷ କଲେ ରିଜିଜୁ; ‘ରାହୁଲଙ୍କ ଭାଷଣ ଚୋରି କରିଦେଲେ…

ନୂଆଦିଲ୍ଲୀ,୨୮।୭: ମଙ୍ଗଳବାର ଲୋକ ସଭାରେ ପେପର ଲିକ ବିରୋଧୀ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଧ୍ୟ କଂଗ୍ରେସ ଦଳ ପକ୍ଷରୁ ଭାଷଣ ଦେଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri