ପୁରୀରେ ୧୪୪ ଧାରା

ପୁରୀ ଅଫିସ,୧୪।୫: ଚନ୍ଦନଯାତ୍ରା ପାଇଁ ଶ୍ରୀକ୍ଷେତ୍ରରେ ୧୪୪ ଧାରା ଜାରି ହୋଇଛି। ଏ ନେଇ ସୂଚନା ଦେଇଛନ୍ତି ପୁରୀ ଏସ୍‌ପି। ନରେନ୍ଦ୍ର ପୁଷ୍କରିଣୀ ସହ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ଅଞ୍ଚଳରେ ୧୪୪ ଧାରା ଲାଗୁ ହେବ। ପୁରୀ ସହରର ବିଭିନ୍ନ ସ୍ଥାନରେ ୧୦ ପ୍ଲାଟୁନ ଫୋର୍ସ ମୁତୟନ ରହିବେ। କୋଭିଡ କଟକଣା ମଧ୍ୟରେ ଚନ୍ଦନଯାତ୍ରା ଅନୁଷ୍ଠିତ ହେବ ବୋଲି ଜିଲା ଏସ୍‌ପି କହିଛନ୍ତି। ନିୟନ୍ତ୍ରଣ ପାଇଁ ୨ଟି ସ୍ବତନ୍ତ୍ର କଣ୍ଟ୍ରୋଲ ରୁମ୍‌ର ବ୍ୟବସ୍ଥା କରାଯାଇଛି । କଟକଣା ଉଲ୍ଲଂଘନ କଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏଥିପାଇଁ ସ୍ବତନ୍ତ୍ର ଭାବେ ୨ଟି ଏନ୍‌ଫୋର୍ସମେଣ୍ଟ୍‌ ଟିମ୍‌ ଗଠନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟେଟ ବ୍ୟାଙ୍କ ଶାଖା ଉଚ୍ଛେଦର ପ୍ରତିବାଦ: ଧାରଣାକୁ ଓହ୍ଲାଇଲେ ଉପଭୋକ୍ତା

ବରଗଡ଼ ଅଫିସ୍‌/ଅତାବିରା,୧୧।୯ (ଡି.ଏନ.ଏ): ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ବୁଗବୁଗାଠାରେ ରହିଥିବା ଭାରତୀୟ ଷ୍ଟେଟ ବ୍ୟାଙ୍କ(ଏସବିଆଇ)ର ଶାଖା ଉଚ୍ଛେଦ କରାଯିବା ନେଇ ଅଞ୍ଚଳରେ ତୀବ୍ର...

ନକଲି ସାର୍ଟିଫିକେଟ୍‌ ଦେଇ ଧରାପଡ଼ିଲେ ୪ ଶିକ୍ଷକ: ଏତଲା ସହ ବହିଷ୍କାର ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ବ୍ରହ୍ମପୁର ଅଫିସ୍‌,୩ା୧୧- ନିଯୁକ୍ତି ବେଳେ ଶିକ୍ଷାଗତ ଯୋଗ୍ୟତାର ନକଲି ସାର୍ଟିଫିକେଟ୍‌ ଦେଇ ଗଞ୍ଜାମ ଜିଲାର ୪ଜଣ ଶିକ୍ଷକ ଧରାପଡ଼ିଛନ୍ତି। ଏହି ସମସ୍ତ ଶିକ୍ଷକ ଧରାକୋଟ ବ୍ଲକର...

ବିଜେଡିର ସମ୍ପୃକ୍ତି ଅଭିଯୋଗ ଆଣିଲା କଂଗ୍ରେସ

ରାୟଗଡ଼ା ଅଫିସ,୯ା୧୨: ରାୟଗଡ଼ା ସହରରୁ ସୋମବାର କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫ୍‌ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ରତ୍ନପଥର ଜବତ ଘଟଣା ଭିନ୍ନମୋଡ଼ ନେଉଛି। ଚୋରାଚାଲାଣ ଘଟଣାରେ ବିଜେଡିର ଲିଙ୍କ୍‌...

ଜିଲାସ୍ତରୀୟ ସ୍ବାଧୀନତା ଦିବସ : ପତାକା ଉତ୍ତୋଳନ କଲେ ମନ୍ତ୍ରୀ ପ୍ରତାପ ଜେନା

ବାରିପଦା ଅଫିସ,୧୫।୮: ମୟୂରଭଞ୍ଜ ଜିଲା ବାରିପଦା ସହର ପୋଲିସ ରିଜର୍ଭ ପଡ଼ିଆଠାରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ଆଇନ ଓ ପଞ୍ଚାୟତିରାଜ...

ରୁକ୍ମିଣୀ ଦେବୀଙ୍କ ପରଲୋକ

କୋଣାର୍କ,୨୮ା୧୦(ଡି.ଏନ୍‌.ଏ.): ଆନ୍ତର୍ଜାତିକ ଅଶୋଭନୀୟତା ନିରୋଧ ଆନ୍ଦୋଳନର ନିୟନ୍ତ୍ରିକା ତଥା କୋଣାର୍କ ଶୋଭନୀୟ ଶିକ୍ଷାଶ୍ରମର ଅଧ୍ୟକ୍ଷା ରୁକ୍ମିଣୀ ଦେବୀଙ୍କର ୭୫ ବର୍ଷ ବୟସରେ ମଙ୍ଗଳବାର କଟକ ବିଡ଼ାନାସୀସ୍ଥ...

ଯୁକ୍ତ୩ ସ୍ପଟ୍‌ ନାମଲେଖା ପାଇଁ ବିଜ୍ଞପ୍ତି

ଭୁବନେଶ୍ୱର, ୩।୧୧(ବ୍ୟୁରୋ): ଯୁକ୍ତ୩ ପ୍ରଥମ ବର୍ଷ ସ୍ପଟ୍‌ ନାମଲେଖା ପାଇଁ ସୋମବାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଭିନ୍ନ ଡିଗ୍ରୀ କଲେଜରେ ଖାଲିଥିବା...

କୁରାଳ ପଞ୍ଚମୀ ପାଳନ: ଜମିଲା ନୃତ୍ୟଗୀତର ଆସର

କେନ୍ଦୁଝର,୪।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବଂଶପାଳ ବ୍ଲକ ତରମାକାନ୍ତ କୁରାଳସାହି ପକ୍ଷରୁ ବୁଧବାର କୁରାଳ ପଞ୍ଚମୀ ପୂଜା ଅନୁଷ୍ଠିତ ହୋଇଯାଇଛି। ୧ରୁ ୩ ତାରିଖ ପର୍ଯ୍ୟନ୍ତ ରୁଦ୍ରପାଳ...

ମାଟ୍ରିକ ଖାତା ମୂଲ୍ୟାୟନ ପ୍ରସଙ୍ଗ: ବଢ଼ିବ କେନ୍ଦ୍ର, ପରୀକ୍ଷକଙ୍କ ସଂଖ୍ୟା

ଭୁବନେଶ୍ୱର,୨୫।୪(ବ୍ୟୁରୋ): କରୋନାକୁ ନେଇ ଜାରି ରହିଥିବା ଲକ୍‌ଡାଉନ୍‌କୁ ଦୃଷ୍ଟିରେ ରଖି ମାଟ୍ରିକ ଖାତା ମୂଲ୍ୟାୟନକୁ ସ୍ଥଗିତ ରଖାଯାଇଥିଲା। ଏହା ପୁନଃ ଆରମ୍ଭ ହେବା ନେଇ ଶନିବାର...

Advertisement


Archives

Model This Week

Why Dharitri