Posted inଜାତୀୟ

ଗ୍ରୀଷ୍ମାବକାଶ ପରେ ଅନୁଚ୍ଛେଦ ୩୭୦ ଉଚ୍ଛେଦର ଶୁଣାଣି

ନୂଆଦିଲ୍ଲୀ,୨୬୪ : ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ସୁବିଧା ପ୍ରଦାନ କରୁଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନ ଉପରେ ଶୁଣାଣି ଗ୍ରୀଷ୍ମାବକାଶ ପରେ କରିବାକୁ ସୁପ୍ରିମକୋର୍ଟ ସୋମବାର ରାଜି ହୋଇଛନ୍ତି। କେନ୍ଦ୍ର ସରକାର ଜମ୍ମୁ-କଶ୍ମୀର ନିର୍ବାଚନ ମଣ୍ଡଳୀଗୁଡ଼ିକୁ ସୀମା ପୁନଃନିର୍ଦ୍ଧାରଣ କାର୍ଯ୍ୟ ଚଳାଇଥିବାରୁ ପିଟିଶନର ଜରୁରୀ ଶୁଣାଣି ଲାଗି ପ୍ରଧାନ ବିଚାରପତି ଏନ୍‌.ଭି. ରମନାଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠଙ୍କୁ ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ଶେଖର ନାଫାଡେ ନିବେଦନ କରିଥିଲେ। ମାମଲାକୁ ତାଲିକାଭୁକ୍ତ କରିବା ଲାଗି ଉଦ୍ୟମ କରୁଛୁ। ଏଥିପାଇଁ ୫ ଜଣିଆ ପୀଠ ପୁନର୍ଗଠନ କରିବେ ବୋଲି ସିଜେଆଇ କହିଥିଲେ। ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ଚ୍ୟାଲେଞ୍ଜ କରି ଏକାଧିକ ପିଟିଶନ ପୂର୍ବରୁ ୫ ଜଣିଆ ଖଣ୍ଡପୀଠର ବିଚାରାଧୀନ ରହିଥିବାବେଳେ ଏହାକୁ ୭ ଜଣିଆ ବେଞ୍ଚ୍‌କୁ ପଠାଇବାର ଆବଶ୍ୟକ ନାହିଁ ବୋଲି ୨୦୨୦ ମାର୍ଚ୍ଚରେ ଅଦାଲତ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଡି ଚଢ଼ାଉ ବେଳେ ଏକେ-୪୭ ଜବତ

ରାଞ୍ଚତ୍,୨୫।୮: ଝାଡ଼ଖଣ୍ଡରେ ବେଆଇନ ଖଣି ଖନନ ମାମଲାର ତଦନ୍ତ କରୁଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ବୁଧବାର ଚଢ଼ାଉ ବେଳେ ଦୁଇଟି ଏକେ-୪୭ ରାଇଫଲ ଏବଂ ୬୦...

ଲିଫ୍ଟରେ ଖସି ଖଣ୍ଡ ଖଣ୍ଡ ହୋଇଗଲେ ନାବାଳକ

ନୂଆଦିଲ୍ଲୀ,୧୩ା୨: ଦିଲ୍ଲୀର ଏକ କାରଖାନାର ଦ୍ୱିତୀୟ ମହଲାରେ ଥିବା ଲିଫ୍ଟରେ ହଠାତ୍‌ ଖସିପଡ଼ି ଜଣେ ୧୫ ବର୍ଷ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ନାମ ଆଲୋକ...

ୟାସିନ ମଲିକଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୨୫।୫: ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜମ୍ମୁ କଶ୍ମୀର ବିଚ୍ଛିନ୍ନତାବାଦୀ ନେତା ୟାସିନ ମଲିକଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ଦିଲ୍ଲୀ...

୨୪ ଘଣ୍ଟାରେ ଚିହ୍ନଟ ହେଲେ ୧,୭୫୨ ସଂକ୍ରମିତ

ନୂଆଦିଲ୍ଲୀ,୨୪।୪: ଦେଶରେ ଚିନ୍ତା ବଢାଇଲାଣି କରୋନା ସଂକ୍ରମଣ। ବେଳକୁ ବେଳ ଏହି ସଂଖ୍ୟାରେ ବୃଦ୍ଧି ଘଟିବାରୁ ଏହା ସମସ୍ତଙ୍କୁ ଏକ ପ୍ରକାର ଚିନ୍ତାରେ ପକାଇ ଦେଲାଣି।...

ରେଳ ଟ୍ରାକ୍‌ରେ ପଡ଼ିଗଲେ ମହିଳା: ଜୀବନକୁ ବାଜି ଲଗାଇ ଏମିତି ବଞ୍ଚାଇଲେ ଯବାନ

ମୁମ୍ବାଇର ଆର୍‌ପିଏଫ ଯବାନ ନିଜ ଜୀବନକୁ ବାଜି ଲଗାଇ ଜଣେ ମହିଳାଙ୍କ ଜୀବନ ରକ୍ଷା କରିଛନ୍ତି। ଏହି ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୬ ଜୀବନ

ଭୋପାଳ,୪।୧୨: ମଧ୍ୟ ପ୍ରଦେଶର ରତ୍‌ଲାମ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ବସିଥିବା ଲୋକଙ୍କ ଉପରେ ଏକ ଟ୍ରକ ମାଡିଯିବାରୁ ୬...

କଂଗ୍ରେସରେ ଏସ୍‌ସି-ଏସ୍‌ଟି-ଓବିସିଙ୍କ ପାଇଁ ୫୦ ପ୍ରତିଶତ ସଂରକ୍ଷଣ, ପ୍ରସ୍ତାବ ଆଗତ…

ଉଦୟପୁର, ୧୪।୫ : ରାଜସ୍ଥାନର ଉଦୟପୁରର କଂଗ୍ରେସର ତିନି ଦିନିଆ ଚିନ୍ତନ ଶିବରରେ ଦଳ ସଂଗଠନରେ ଏସ୍‌ସି / ଏସ୍‌ଟି ଏବଂ ଓବିସିଙ୍କ ପାଇଁ ୫୦...

ଅଖିଳେଶ ପାକିସ୍ତାନ ଯାଇ ପୂଜା କରିବା ଉଚିତ: ଭାଜପା ନେତା

ଲକ୍ଷ୍ନୌ,୨।୧: ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କ ଉପରେ ବର୍ଷିଛନ୍ତି ଉତ୍ତର ପ୍ରଦେଶ ଭାଜପା ମୁଖ୍ୟ ସ୍ବତନ୍ତ୍ର ଦେବ ସିଂ। ସେ କହିଛନ୍ତି, ଅଖିଳେଶ ପାକିସ୍ତାନ...

Advertisement
Archives

Model This Week