Odisha Elections 2024
Posted inଜାତୀୟ

‘କଶ୍ମୀର ଏବେ କାହାର ନିର୍ଦ୍ଦେଶରେ ବନ୍ଧା ନୁହେଁ’, ଆର୍ଟିକଲ ୩୭୦ ହଟିବାର ୪ ବର୍ଷପୂର୍ତ୍ତି ଅବସରରେ ଏଲଜି ସିହ୍ନା କହିଲେ ରାଜ୍ୟରେ କେତେ ହୋଇଛି ବିକାଶ

ଶ୍ରୀନଗର,୫।୮: ଜମ୍ମୁ-କଶ୍ମୀରରୁ ଆର୍ଟିକଲ ୩୭୦ ବା ଅନୁଚ୍ଛେଦ ୩୭୦ ହଟିବାକୁ ୪ ବର୍ଷ ପୂରଣ ହୋଇଛି। ଏହି ଅବସରରେ କେନ୍ଦ୍ର ଶାସିତ ଅଞ୍ଚଳର ଉପରାଜ୍ୟପାଳ ମନୋଜ ସିହ୍ନା ଶୁକ୍ରବାର କହିଛନ୍ତି ସଡ଼କରେ ହେଉଥିବା ହିଂସାରେ ହ୍ରାସ ହୋଇଛି, ଆତଙ୍କବାଦୀଙ୍କ ପକ୍ଷରୁ ଦିଆଯାଉଥିବା ବନ୍ଦ ଡାକରାର କୌଣସି ପ୍ରଭାବ ନାହିଁ, ସ୍କୁଲ ଓ କଲେଜ ସାରା ବର୍ଷ କାମ କରୁଛି, ପରିଯୋଜନା ସମୟରେ ଶେଷ ହେଉଛି।

ଇଣ୍ଡିଆନ ଏକ୍ସପ୍ରେସକୁ ଦେଇଥିବା ଏକ ସାକ୍ଷାତକାରରେ ସେ କହିଛନ୍ତି, ସବୁଠାରୁ ବଡ କଥା ହେଉଛି ବର୍ତ୍ତମାନ ସାଧାରଣ କାଶ୍ମୀର କାହାର ଆଦେଶରେ ବା ନିର୍ଦ୍ଦେଶରେ ବନ୍ଧା ନୁହେଁ। ଏକ ସମୟ ଥିଲା ଯେତେବେଳେ ଲୋକମାନେ ସୂର୍ଯ୍ୟାସ୍ତ ପୂର୍ବରୁ ନିଜ ଘରେ ପହଞ୍ଚିବାକୁ ଚେଷ୍ଟା କରୁଥିଲେ ଏବଂ ବର୍ତ୍ତମାନ ଶ୍ରୀନଗର ସହରରେ ଲୋକମାନେ ବିଳମ୍ବିତ ରାତି ପର୍ଯ୍ୟନ୍ତ ରହିଥାଆନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଇସକ୍ରିମ ମ୍ୟାନ ରଘୁନନ୍ଦନ କମାଥଙ୍କ ପରଲୋକ

ନୂଆଦିଲ୍ଲୀ,୧୯।୫: ଦେଶକୁ ଆଇସକ୍ରିମ ଖୁଆଉଥିବା ରଘୁନନ୍ଦନ କମାଥ ଆଉ ଆମ ମଧ୍ୟରେ ନାହାଁନ୍ତି। ପ୍ରାକୃତିକ ଆଇସକ୍ରିମର ପ୍ରତିଷ୍ଠାତା ରଘୁନନ୍ଦନ କମାଥ ଶନିବାର ୭୫ ବର୍ଷ ବୟସରେ...

କେଜରିଓ୍ବାଲଙ୍କ ଘରୁ ସିଲ ବନ୍ଦ ବାକ୍ସ ଧରି ବାହାରିଲା ପୋଲିସ

ନୂଆଦିଲ୍ଲୀ,୧୯।୫: ଏଏପି ଏମପି ଶ୍ୱାତି ମାଲିୱାଲଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାର ତଦନ୍ତ ସଂପର୍କରେ ଦିଲ୍ଲୀ ପୋଲିସ ମୁଖ୍ୟମନ୍ତ୍ରୀ କଜେରିଓ୍ବାଲଙ୍କ ବାସଭବନରେ ପହଞ୍ଚିଥିଲା। ପୋଲିସ ଘଟଣାସ୍ଥଳରୁ...

ଅଖିଳେଶ-ରାହୁଲଙ୍କ ଜନସଭାରେ ହଙ୍ଗାମା: ଭାଷଣ ନ ଦେଇ ଫେରିଲେ ଦୁଇ ନେତା

ପ୍ର୍ରୟାଗରାଜ,୧୯।୫: ଉତ୍ତରପ୍ରଦେଶର ପ୍ରୟାଗରାଜରୁ ବଡ଼ ଖବର ସାମ୍ନାକୁ ଆସିଛି। ଫୁଲପୁର ଲୋକ ସଭା ଆସନରେ ଆୟୋଜିତ କଂଗ୍ରେସ ଏବଂ ସମାଜବାଦୀ ପାର୍ଟୀର ମିଳିତ ଜନସଭାରେ ହଠାତ...

ହାଇଭୋଲ୍‌ଟେଜ୍‌ ଡ୍ରାମାର ନୀରବତା ଭାଙ୍ଗିଲେ କେଜ୍‌ରିଓ୍ବାଲ, କହିଲେ…

ନୂଆଦିଲ୍ଲୀ,୧୯ା୫: ଲୋକ ସଭା ନିର୍ବାଚନ ବର୍ତ୍ତମାନ ଏହାର ଶେଷ ପର୍ଯ୍ୟାୟ ଆଡ଼କୁ ଗତି କରୁଛି, ରାଜନୈତିକ କାର୍ଯ୍ୟକଳାପ ଚରମସୀମାରେ ରହିଛି। କିନ୍ତୁ ଗତ ୩-୪ ଦିନ...

ପ୍ରେମ ପାଇଁ କାଙ୍ଗାଳ ହେଲେ କୋଟିପତିଙ୍କ ପୁଅ, ହରାଇଲେ ୭୦ କୋଟି ଟଙ୍କାର ସମ୍ପତ୍ତି

ଜୟପୁର,୧୯ା୫: ରାଜସ୍ଥାନର ଏଆର୍‌ଏଲ ଗ୍ରୁପ ଏବଂ ଅକ୍ଷତ ବିଲଡର୍ସଙ୍କ ବିରୋଧରେ ଆୟକର ବିଭାଗ ଦ୍ୱାରା କରାଯାଇଥିବା ଚଢ଼ାଉରେ ପ୍ରିୟଜନଙ୍କ ପ୍ରତି ବିଶ୍ୱାସଘାତକତା କରାଯାଇଥିବା ଘଟଣା ମଧ୍ୟ...

ଏଏପି ଛାଡ଼ିବେ ସ୍ବାତୀ ମାଲିଓ୍ବାଲ! ଦଳ ଛାଡିଲେ ହରେଇବେ ରାଜ୍ୟ ସଭା ସିଟ୍‌

ନୂଆଦିଲ୍ଲୀ,୧୯।୫: ରାଜ୍ୟ ସଭା ଏମପି ସ୍ବାତୀ ମାଲିୱାଲ ଏବଂ ତାଙ୍କ ପାର୍ଟି ଆମ ଆଦମୀ ମଧ୍ୟରେ ସମ୍ପର୍କ ଧିରେଧିରେ ବିଗିଡିବାରେ ଲାଗିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ...

ଦକ୍ଷିଣ-ଆଣ୍ଡାମାନ ଛୁଇଁଲା ମୌସୁମୀବାୟୁ

ଭୁବନେଶ୍ୱର,୧୯।୫: ଦକ୍ଷିଣ-ପଶ୍ଚିମ ମୌସୁମୀବାୟୁ ରବିବାର କୋମରିନ-ମାଲଦୀପ, ଦକ୍ଷିଣ ବଙ୍ଗୋପସାଗର, ନିକୋବର ଏବଂ ଦକ୍ଷିଣ-ଆଣ୍ଡାମାନ ସାଗର ଦ୍ୱୀପ ଅଞ୍ଚଳକୁ ଅଗ୍ରସର ହୋଇଛି। ଦକ୍ଷିଣ-ପଶ୍ଚିମ ମୌସୁମୀବାୟୁ ଗତ ୨୪...

ମୋଦିଙ୍କୁ ଟାର୍ଗେଟ କଲେ ରାହୁଲ, ଆପଣ ତ ଭେଜିଟେରିଆନ ଅଟନ୍ତି ମୋଦିଜୀ…

ନୂଆଦିଲ୍ଲୀ,୧୯।୫: ପୁଣି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜୋରଦାର ଟାର୍ଗେଟ କରିଛନ୍ତି ରାହୁଲ ଗାନ୍ଧୀ। ଦିଲ୍ଲୀରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରି ସେ ମୋଦିଙ୍କୁ ନିଶାନା କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri