Posted inଜାତୀୟ

କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟିବାକୁ ପୂରଣ ହେଲା ୩ ବର୍ଷ, ୧୭୪ ଯବାନ ଶହୀଦ, ୧୨୪ ସାଧାରଣ ଜନତାଙ୍କର ହୋଇଛି ମୃତ୍ୟୁ

ନୂଆଦିଲ୍ଲୀ,୫ ।୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟିବାକୁ ୩ ବର୍ଷ ପୂରଣ ହୋଇଛି । ତେବେ ଅନୁଚ୍ଛେଦ ୩୭୦ ହଟିବା ପରେ ଆତଙ୍କବାଦୀ ଆକ୍ରମଣ ସଂଖ୍ୟା କମ ହୋଇଛି ବୋଲି କୁହାଯାଉଛି । ଏହାସହ ଲ ଆଣ୍ଡ ଅର୍ଡର ଘଟଣାରେ କୌଣସି ସାଧାରଣ ନାଗରିକ ଅଥବା ଯବାନଙ୍କ ମୃତ୍ୟୁ ହୋଇ ନାହିଁ । ଆତଙ୍କବାଦୀ ଆକ୍ରମଣରେ ସାଧାରଣ ଜନତାଙ୍କ ମୃତ୍ୟୁ ସଂଖ୍ୟା ବି କମିଛି ।
ଜମ୍ମୁ-କଶ୍ମୀର ପୋଲିସ ଧାରା ୩୭୦କୁ ହଟାଇବା ପୂର୍ବରୁ ଓ ପରେ ୩ ବର୍ଷର ଘଟଣାକୁ ତୁଳନା କରି ସୂଚନା ଦେଇଛି କି କଶ୍ମୀର ଜୋନରେ ଆତଙ୍କବାଦୀ ଆକ୍ରମଣ ଘଟଣା କମ୍ ହୋଇଛି । ପୋଲିସ ଏହାକୁ ୬ଟି କାଟାଗୋରୀରେ ବିଭକ୍ତ କରିଛି ।
ଜମ୍ମୁ-କଶ୍ମୀର ପୋଲିସର ସୂଚନା ଅନୁଯାୟୀ, ଲ ଆଣ୍ଡ ଅର୍ଡର ଘଟଣାରେ ଅନୁଚ୍ଛେଦ ୩୭୦ ହଟିବା ପୂର୍ବରୁ ୧୨୪ ନାଗରିକଙ୍କ ମୃତ୍ୟୁ ହୋଇଥିବା ବେଳେ ୩୭୦ ହଟିବା ପରେ ଏବେ ଏହା ଶୂନ୍ୟ ହୋଇଯାଇଛି । ସେହିପରି ୩୭୦ ହଟିବା ପୂର୍ବରୁ ୨୯୦ ଯବାନ ଶହୀଦ ହୋଇଥିବା ବେଳେ ଅନୁଚ୍ଛେଦ ୩୭୦ ହଟିବା ପରେ ୩ ବର୍ଷ ମଧ୍ୟରେ ୧୭୪ ଯବାନ ଶହୀଦ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri