ନାଚ ଚାଲିଥିବା ବେଳେ କଳାକାର ଅସୁସ୍ଥ: ମେଡିକାଲରେ ମୃତ୍ୟୁ

ବାଲିଗୁଡା,୨୪।୩(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କେ.ନୂଆଗାଁ ବ୍ଲକ କୁଡୁତୁଲି ପଞ୍ଚାୟତରେ ରାମାୟଣ ନାଟକ ଚାଲିଥିବା ବେଳେ ମଞ୍ଚରେ କଳାକାରଙ୍କ ଉଡ଼ିଗଲା ଜୀବନ l ଯଜ୍ଞ ପାଇଁ ଗ୍ରାମର ଯୁବକ ସଂଘ ପକ୍ଷରୁ ନାଟକ ଆୟୋଜନ କରାଯାଇଥିଲା l

ସୂଚନା ଅନୁସାରେ ନାଟକର ମନ୍ଥରା ଅଭିନୟ କରୁଥିବା କଳାକାର ବୈକୁଣ୍ଠ ସାହୁଙ୍କର ଦେହ ହଠାତ ମଞ୍ଚ ଉପରେ ଖରାପ ହେବାରୁ ଯୁବକ ସଂଘ ସଦସ୍ୟ ମାନେ ସଙ୍ଗେ ସଙ୍ଗେ କେ.ନୂଆଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ଆଣିଥିଲେ l ହେଲେ ସେଠାରେ କଳାକାର ବୈକୁଣ୍ଠଙ୍କୁ ଡାକ୍ତର ମୃତ୍ୟୁ ଘୋଷଣା କରିଥିଲେ l କଳାକାରଙ୍କ ଅକାଳ ମୃତ୍ୟୁରେ ସମଗ୍ର ଗ୍ରାମରେ ଶୋକାକୁଳ ପରିବେଶ ଦେଖିବାକୁ ମିଳିଥିବା ବେଳେ ନାଚକୁ ବନ୍ଦ କରାଯାଇଥିଲା l


Enter your email to get our daily news in your inbox.

All Right Reserved By Dharitri.Com

ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍‌ସିଏଲ୍‌ର ପ୍ରଶଂସନୀୟ…

ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧…

ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…

ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଆଉ ନାହାନ୍ତି ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ଡ. ଗୋପବନ୍ଧୁ ବେହେରା: କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଜଣେ ଅଗ୍ରଣୀ ଶିକ୍ଷାବିତ୍, ଆଦର୍ଶ ମାର୍ଗଦର୍ଶକ ତଥା ବିଶିଷ୍ଟ ରସାୟନ ବିଜ୍ଞାନ ପ୍ରଫେସର ଡକ୍ଟର ଗୋପବନ୍ଧୁ ବେହେରାଙ୍କର ୮୭…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

ଦାରିଙ୍ଗବାଡ଼ିରେ ବ୍ଲକ ସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’: ଜିଲା ସ୍ତରୀୟ ପ୍ରତିଯୋଗିତା ପାଇଁ ୬ କୃତୀ ଛାତ୍ରଛାତ୍ରୀ ମନୋନୀତ

ଦାରିଙ୍ଗବାଡ଼ି,୨୨।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଆଇଟିଆଇ (ITI) ପରିସରରେ ମଙ୍ଗଳବାର ବ୍ଲକ ସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’ ଆନନ୍ଦ-ଉଲ୍ଲାସ ସହ ଅନୁଷ୍ଠିତ ହୋଇଯାଇଛି। ଏହି…

ଗଞ୍ଜାମରେ ପୋଲିସ ଲୁଟେରାଙ୍କ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ତିନି ତିନିଟି ମନ୍ଦିରରୁ ଲୁଟ୍‌, ରାତି ପାହିଲା ବେଳକୁ…

ଗଞ୍ଜାମ, ୨୨।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଗୋଟିଏ ରାତିରେ ତିନୋଟି ମନ୍ଦିରରୁ ସଙ୍ଘବଦ୍ଧ ଲୁଟ୍ ହୋଇଥିବା ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ସୋମବାର ବିଳମ୍ବିତ ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?