Posted inରାଜ୍ୟ

ଶିଳ୍ପୀ ଲଲାଟ ମୋହନଙ୍କୁ ମିଳିଲା ଧର୍ମପଦ ପୁରସ୍କାର

ପୁରୁଣା ଭୁବନେଶ୍ୱର,୩୧ା୫(ଡି.ଏନ୍‌.ଏ.): ଓଡ଼ିଶା ଲଳିତକଳା ଏକାଡ଼େମୀ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଦିଆଯାଉଥିବା ଧର୍ମପଦ ପୁରସ୍କାର ଚଳିତବର୍ଷ ଶିଳ୍ପୀ ଲଲାଟ ମୋହନ ପଟ୍ଟନାୟକଙ୍କୁ ପ୍ରଦାନ କରାଯାଇଛି। ମଙ୍ଗଳବାର କାର୍ଯ୍ୟାଳୟ ପରିସରରେ ଆୟୋଜିତ ପୁରସ୍କାର ବିତରଣ ଉତ୍ସବରେ ଏହି ପୁରସ୍କାର ତାଙ୍କୁ ପ୍ରଦାନ କରାଯାଇଛି। ପୁରସ୍କାର ବାବଦ ପଟ୍ଟନାୟକଙ୍କୁ ୫ଲକ୍ଷ ଟଙ୍କା, ମାନପତ୍ର ପ୍ରଦାନ କରାଯାଇଥିବାବେଳେ ଅନ୍ୟ ଶିଳ୍ପୀଙ୍କୁ ୧ଲକ୍ଷ ଟଙ୍କା, ମାନପତ୍ର, ଉତ୍ତରୀୟ ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଯୋଗଦେଇ କଳାକାରମାନଙ୍କ ସର୍ବାଙ୍ଗୀନ ଉନ୍ନତ୍ତି ପାଇଁ ସରକାର ବଦ୍ଧ ପରିକର ବୋଲି କହିଥିଲେ। ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ଏକାଡେମୀ ସଚିବ ପଞ୍ଚାନନ ସାମଲ ଧନ୍ୟବାଦ ଦେଇଥିଲେ। ଅଧ୍ୟାପକ ମୃତ୍ୟୁଞ୍ଜୟ ରଥ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପାଇଁ ଗର୍ବ: ଓଡ଼ିଆ ସିନେମା ‘ବୋଉ ବୁଟୁ ଭୂତ’କୁ ଜାତୀୟ ଚଳଚ୍ଚିତ୍ର ସମ୍ମାନ

ଭୁବନେଶ୍ୱର,୧୮ା୪(ବନ୍ଦନା ସେଠୀ):ଜାତୀୟ ସ୍ତରରେ ଓଡ଼ିଶା ପାଇଁ ଗର୍ବ ଆଣି ଦେଇଛି ଓଡ଼ିଆ ଚଳଚ୍ଚିତ୍ର ‘ବୋଉ ବୁଟୁ ଭୂତ’। ମୁମ୍ବାଇରେ ଆୟୋଜିତ ଇନ୍‌କା (ଆଇଏନ୍‌ସିଏ) ଆୱାଡର୍‌ସ ଉତ୍ସବରେ ଏହାକୁ…

ମୋଦିଙ୍କୁ ‘ଯାଦୁକର’ କହିଲେ ରାହୁଲ: ରାଜନୀତିରେ ହଇଚଇ

ନୂଆଦିଲ୍ଲୀ,୧୮ା୪: ଯାଦୁକରଙ୍କ ଟ୍ରିକ୍‌ (କୌଶଳ) ଆଉ ପୂର୍ବଭଳି କାମ କରୁନାହିଁ ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଟାକ୍ଷ କରିଛନ୍ତି। ଲୋକ…

ବେଆଇନ ଚାଲାଣବେଳେ ମହୁଲ ବୋଝେଇ ପିକ୍‌ଅପ୍‌ ଜବତ: ଚାଳକ ଅଟକ

ଦେବଗଡ,୧୮ା୪(ଶଶାଙ୍କ ଶେଖର ଝାଙ୍କର): ଏକ ବୋଲେରୋ ପିକ୍‌ଅପ୍‌ ଯୋଗେ ବେଆଇନ ମହୁଲ ଚାଲାଣବେଳେ ଅବକାରୀ ବିଭାଗ ପକ୍ଷରୁ ଶୁକ୍ରବାର ଜବତ କରାଯିବା ସହ ଚାଳକଙ୍କୁ ଅଟକ ରଖାଯାଇଛି…

ପାନୀୟଜଳ ସମସ୍ୟା ନେଇ ବିଡିଓଙ୍କ ଦ୍ୱାରସ୍ଥ

ଲାଞ୍ଜିଗଡ଼,୧୭ା୪(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ସିନ୍ଦିଭଟା ଗ୍ରାମରେ ପିଇବା ପାଣି ସମସ୍ୟାକୁ ନେଇ ଶୁକ୍ରବାର ଗ୍ରାମବାସୀ ବିଡିଓଙ୍କ ଦ୍ୱାରସ୍ଥ ହୋଇ ଦାବିପତ୍ର…

ଆଜିଠାରୁ ୨୨ ଯାଏଁ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି

ସୋନପୁର,୧୭।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ତାତି ଅସମ୍ଭାଳ। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି। ପରିସ୍ଥିତିକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର…

କଳାହାଣ୍ଡିରେ ୧୮ରୁ ୨୧ ସ୍କୁଲ ଛୁଟି : ଜିଲାପାଳ କଲେ ଘୋଷଣା

ଭବାନୀପାଟଣା,୧୭।୪(ଉତ୍ତମ କୁମାର ଦାଶ)-ପ୍ରବଳ ଖରା ଓ ଅସହ୍ୟ ଗରମ କୁ ଦୃଷ୍ଟିରେ ରଖି ଶନିବାର ୧୮ ରୁ ୨୧ ତାରିଖ ପର୍ଯ୍ୟନ୍ତ ଜିଲାର ସମସ୍ତ ସରକାରୀ,ବେସରକାରୀ ସ୍କୁଲ…

ହର୍ମୁଜ ଖୋଲିବା ମାତ୍ରେ କମିଗଲା ପେଟ୍ରୋଲ-ଗ୍ୟାସ ଦର, ଦାମ୍‌ ଜାଣିଲେ…

ନୂଆଦିଲ୍ଲୀ,୧୭।୪: ଇରାନର ବୈଦେଶିକ ମନ୍ତ୍ରୀ ୪୯ ଦିନର ବନ୍ଦ ପରେ ବାଣିଜ୍ୟିକ ଜାହାଜ ପାଇଁ ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ଘୋଷଣା କରିବାର କିଛି ସମୟ ପରେ…

ଗ୍ରୀଷ୍ମ ପ୍ରବାହ: ଶିକ୍ଷାନୁଷ୍ଠାନଗୁଡ଼ିକୁ SOP ଅନୁସରଣ କରିବାକୁ ପରାମର୍ଶ

ବଲାଙ୍ଗୀର,୧୭।୪(ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲାର ସମସ୍ତ ଶିକ୍ଷାନୁଷ୍ଠାନର ମୁଖ୍ୟମାନଙ୍କୁ ଓଡ଼ିଶାର ସୱତନ୍ତ୍ର ରିଲିଫ କମିଶନରଙ୍କ SOP ଅନୁସରଣ କରିବାକୁ ପରାମର୍ଶ ଦିଆଯାଇଛି । ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri