Posted inଫୁରସତ

ଜିନ୍ସ ବଟନ୍‌ରୁ ମହିଳାଙ୍କ ଜୀବନ୍ତ କଳାକୃତି, ଭିଡିଓ ଦେଖିଲେ…

ଅନେକ ଥର ଆମେ ଏପରି କିଛି କଳାକୃତି ଦେଖିବାକୁ ପାଇଥାଉ, ଯାହା ଚକିତ କରିଥାଏ। ବର୍ତ୍ତମାନ ସମୟରେ କଳାକାରମାନେ କିଛି ଅଲଗା କରିବାକୁ ଚେଷ୍ଟା କରିବାକୁ ଯାଇ ବୋତଲ କ୍ୟାପ୍‌, ପଲିଥିନ ପ୍ୟାକେଟ, ବର୍ଜିତ ଔଷଧ ବୋତଲ ଏବଂ ବର୍ଜ୍ୟବସ୍ତୁକୁ ଆକୃତି ଦେଉଥିବା ନଜର ଆସୁଛି। ଏହି କ୍ରମରେ, ଜଣେ ପ୍ରତିଭାଶାଳୀ କଳାକାର ଜିନ୍ସ ବଟନ୍‌ରୁ ଏକ ଆକର୍ଷଣୀୟ କଳାକୃତି ତିଆରି କରି ଚର୍ଚ୍ଚାକୁ ଆସିଛନ୍ତି। ଏହି ମାଷ୍ଟରପିସ ସୃଷ୍ଟି କରିଥିବା କଳାକାରଙ୍କ ନାମ ହେଉଛି ଡେନିଜ ସାଗଡିକ।

ସୋସିଆଲ ମିଡିଆରେ ଡେନିଜଙ୍କ ଏକ ଭିଡିଓ ସାମ୍ନାକୁ ଆସିଛି। ଏହି ଭିଡିଓରେ କଳାକାରଜଣଙ୍କ ଖରାପ ହୋଇ ଆସୁଥିବା ଡେନିମ ଜିନ୍ସ ବଟନ ବ୍ୟବହାର କରି ଚମତ୍କାର ଚିତ୍ର ସୃଷ୍ଟି କରୁଛନ୍ତି। ଅନେକ ଡେନିମ ଜିନ୍ସ ବଟନ ବ୍ୟବହାର କରି ସେ ଏକ ସୁନ୍ଦର ମହିଳାଙ୍କ ଜୀବନ୍ତ ଚିତ୍ର ପ୍ରସ୍ତୁତ କରିଛନ୍ତି। ଏହି ଭିଡିଓ ବେଶ ଭାଇରାଲ ହେଉଛି।

ଭିଡିଓ ଦେଖନ୍ତୁ-


Enter your email to get our daily news in your inbox.

All Right Reserved By Dharitri.Com

ଝଡବର୍ଷା ସମ୍ଭାବନା: ୯ ଜିଲାକୁ ଆଲର୍ଟ ଜାରି

ଭୁବନେଶ୍ୱର, ୭ା୧୦ (ବନ୍ଦନା ସେଠୀ):ଆଶ୍ବିନରେ ଅନୁଭୂତ ହେଉଛି ବୈଶାଖ ତାତି। ବର୍ଷା ଛାଡ଼ୁ ଛାଡ଼ୁ ତାପମାତ୍ରାରେ ଲଗାତର ବୃଦ୍ଧି ଘଟି ୩୭ ଡିଗ୍ରୀ ପାଖାପାଖି ହୋଇଛି। ଫଳରେ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୧୦(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଚଳିତମାସ ୧୩ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ…

ଅଭାବ ଆଗରେ ହାର୍‌ ମାନିଲାନି ସ୍ବପ୍ନ: ଶାଢ଼ି ପିନ୍ଧି ଖାଲିପାଦରେ ୧,୬୦୦ ମିଟର ଦୌଡ଼ିଲେ ମହିଳା

ରାଞ୍ଚି, ୭ା୧୦:ପରିସ୍ଥିତି ଯେତେ ପ୍ରତିକୂଳ ହେଉନା କାହିଁକି ମନରେ ଦୃଢ଼ ଇଚ୍ଛାଶକ୍ତି ଓ ସାହସ ଥିଲେ କୌଣସି ବି ବାଧାବିଘ୍ନ ଆପଣଙ୍କୁ ଲକ୍ଷ୍ୟରେ ପହଞ୍ଚତ୍ବାରୁ ଅଟକାଇ ପାରିବନାହିଁ।…

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?