ଖିଲାଡି କିଙ୍ଗଙ୍କୁ ଜନ୍ମଦିନରେ ଏଭଳି ଶୁଭେଚ୍ଛା ଜଣାଇଲେ ସୁଦର୍ଶନ: କହିଲେ ‘ଆପଣ ରୋଲ ମଡେଲ, ହିରୋ’

ଆଜି ଖିଲାଡି କିଙ୍ଗ୍‌ ଅକ୍ଷୟ କୁମାରଙ୍କ ହାପି ବର୍ଥ ଡେ। ୧୯୬୭ ସେପ୍ଟେମ୍ବର ୯ ତାରିଖଷର ଅମୃତସରରେ ଜନ୍ମଗ୍ରହଣ କରିଥିଲେ ଅକ୍ଷୟ। ଏହି ଅବସରରେ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିଛି। ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ବାଲୁକାକଳା ମାଧ୍ୟମରେ ଅକ୍ଷୟଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି।

ଜଣେ ରୋଲ୍‌ ମଡେଲ, ହିରୋ। ହାପି ବର୍ଥ ଡେ ଅକ୍ଷୟ କୁମାର ବୋଲି ବାଲୁକାକଳାରେ ଲେଖା ରହିଛି। ଏହାଛଡ଼ା ନିଜର ଟୁଇଟର ପୃଷ୍ଠାରେ ଏହାକୁ ଶେୟାର କରି ସୁଦର୍ଶନ କହିଛନ୍ତି, ଜନ୍ମଦିନର ଅନେକ ଅନେକ ଶୁଭେଚ୍ଛା ଅକ୍ଷୟ କୁମାର। ଆପଣଙ୍କ ପାଇଁ ଦୀର୍ଘ ଜୀବନର କାମନା କରୁଛି। ଆପଣଙ୍କ ସାମାଜିକ କାମରୁ ଆମକୁ ପ୍ରେରଣା ମିଳିଥାଏ। ଆପଣ ରୋଲ ମଡେଲ ଏବଂ ପ୍ରକୃତ ହିରୋ ଅଟନ୍ତି ବୋଲି ସେ କହିଛନ୍ତି।

ଅକ୍ଷୟ ଆଜି ୫୩ ବର୍ଷରେ ପଦାର୍ପଣ କରିଛନ୍ତି। ନିଜର କାମ ସହ ନିଜର ଫିଟ୍‌ନେସ ପ୍ରତି ସେ ଧ୍ୟାନ ଦେଇ ଆସୁଛନ୍ତି। ଏବେ ସେ ସ୍କର୍ଟଲ୍ୟାଣ୍ଡରେ ପୁରା ପରିବାର ସହ ସମୟ ବିତାଇବା ସହ ଫିଲ୍ମର ଶୁଟିଂରେ ବ୍ୟସ୍ତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri