ବରଗଡ଼ ଧନୁଯାତ୍ରା ପାଇଁ କଳାକାର ଘୋଷଣା: ଏହି ହେଲେ ନୂଆ କଂସ, ଜାଣନ୍ତୁ କାହାକୁ ମିଳିଲା ସୁଯୋଗ

ବରଗଡ଼,୧୮।୧୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ମାସ ୨୪ ତାରିଖରୁ ଆରମ୍ଭ ହେବ । ଦୀର୍ଘ ୧୧ଦିନ ବ୍ୟାପୀ ଆସନ୍ତା ୨୦୨୬ ଜାନୁଆରୀ ୩ ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ । ଏଥର ମହୋତ୍ସବରେ ଅଭିନୟ ପାଇଁ କଂସ ସମେତ ଅନ୍ୟ ପ୍ରମୁଖ ଚରିତ୍ର ପାଇଁ କଳାକାର ଚୟନ କରାଯାଇଛି । ଏଥିରେ ବରଗଡ଼ ଜିଲା ଭେଡେନ ବ୍ଲକ ଚିଚିଣ୍ଡା ଗ୍ରାମର ସୁଶିଲ ମେହେର ବରଗଡ଼ କଂସ ଅଭିନେତା ଭାବେ ମନୋନୀତ ହୋଇଛନ୍ତି। ସେହିପରି ପ୍ରଭାସ କୁମାର ତ୍ରିପାଠୀ ମୁଷ୍ଟିକ, ହିମାଂଶୁ ସାହୁ ଚାଣୁର, ଆର୍ତ୍ତତ୍ରାଣ ମହାପାତ୍ର ଉଗ୍ରସେନ, କାମରାଜ ଭୋଇ ନାରଦ, ମନୋଜ ସାହୁ ବସୁଦେବ, ଜଗନ୍ନାଥ ସାହୁ ଅକ୍ରୂର, ଜଗବନ୍ଧୁ ମହାଲିଙ୍ଗ ସାର୍ତ୍ତକୀ, ଅମ୍ବାଭୋନାର ହେମନ୍ତ ପ୍ରଧାନ ସେନାପତି, ଗୁଲାବ ଚନ୍ଦ୍ର ଦାଶ ମହାମନ୍ତ୍ରୀ, ମୁଗ୍ଧା ଦାଶ ଦେବକୀ ଚରିତ୍ର ପାଇଁ ଚୟନ ହୋଇଛନ୍ତି। ଧନୁଯାତ୍ରା ମହୋତ୍ସବ ସମିତି ଉପସଭାପତି ବରଗଡ଼ ଅତିରିକ୍ତ ଜିଲାପାଳ ମହେନ୍ଦ୍ର ମହାପାତ୍ର ମଙ୍ଗଳବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଏହା ଘୋଷଣା କରିଛନ୍ତି। ଘୋଷଣା ସମୟରେ ଧନୁଯାତ୍ରା ମହୋତ୍ସବ ସମିତିର ସମ୍ପାଦକ ସୁରେଶର ଶତପଥୀ ମଧ୍ୟ ଉପସ୍ଥିତ ଥିଲେ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

ଜମିକୁ ଯାଇ ଗଛରେ ଝୁଲି ପଡ଼ିଲେ ଚାଷୀ

ଭେଡେନ,୧୭।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅଧୀନ ରେଶମ ପ୍ରଧାନପାଲି ଗ୍ରାମରୁ ଗୁରୁବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଉକ୍ତ ଗ୍ରାମର…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଝଲସିଲା ମନ୍ଦିର ପ୍ରାଙ୍ଗଣ

ପାଟଣା,୧୭।୯(ବୀର କିଶୋର ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ବିଭିନ୍ନ ମନ୍ଦିର ଏବଂ ଧାର୍ମିକ ଅନୁଷ୍ଠାନରେରେ ଗୁରୁବାର ସନ୍ଧ୍ୟାରେ ପ୍ରଦୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?