ଓଡିଶା ଆସୁଛନ୍ତି ରାମ, ଏହିଠି କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୨୧।୫: ଓଡିଶାକୁ ଜାରି ରହିଛି କେନ୍ଦ୍ର ନେତାଙ୍କ ମାରାଥନ ଗସ୍ତ । ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ସୋମବାର ସରିଥିବାବେଳେ କେନ୍ଦ୍ର ନେତାଙ୍କ ଘନଘନ ଓଡ଼ିଶା ଜସ୍ତ ରାଜ୍ୟ ରାଜନୀତିକୁ ସରଗରମ କରୁଛି। ସେହିପରି ଜଣକୁ ଜଣେ ଏକାଠି ହୋଇ ବିଜେଡି ସରକାରଙ୍କୁ ଘେରାବନ୍ଦୀ କରି ରଖୁଛନ୍ତି। ଏହି କ୍ରମରେ ପୁଣି ଓଡ଼ିଶା ଆସୁଛନ୍ତି ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଏଥିସହ ଯୋଗୀ ଆଦିତ୍ୟନାଥ ଓ ରାମାୟଣର ଚର୍ଚ୍ଚିତ ଚେହେରା ‘ରାମ’ ଅର୍ଥାତ ଅରୁଣ ଗୋଭିଲ ମଧ୍ୟ ଓଡିଶା ଆସୁଛନ୍ତି।

ଆଜି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଗସ୍ତ ପରେ ବୁଧବାର ଓଡିଶା ଆସୁଛନ୍ତି ରାମାୟଣ ସିରିଏଲର ‘ରାମ’ ଅରୁଣ ଗୋଭିଲ । ସେ ରାଜ୍ୟର ୪ଟି ସ୍ଥାନରେ ପ୍ରଚାର କରିବେ । ଚମ୍ପୁଆ, ତେଲକୋଇ, ଢେଙ୍କାନାଳ, ବାଲିପାଟଣାରେ ସେ ପ୍ରଚାର କରିବେ । ୨୩ ଅର୍ଥାତ୍‌ ଗୁରୁବାର ଆସୁଛନ୍ତି ଜେପି ନଡ୍ଡା ଓ ଯୋଗୀ ଆଦିତ୍ୟନାଥ । କରଞ୍ଜିଆ, ଧାମଗନର, ବଡଚଣା, ବାଲିକୁଦାରେ ସଭା କରିବେ ନଡ୍ଡା । ଏହାସହ ଚିଲିକା ଓ ସାଲେପୁରରେ ଜନସଭାରେ ଯୋଗ ଦେବେ ଯୋଗୀ ଆଦିତ୍ୟନାଥ।


Enter your email to get our daily news in your inbox.

All Right Reserved By Dharitri.Com

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri