ରାଜଧାନୀ କଲେଜର ନୂତନ ଅଧ୍ୟକ୍ଷ ହେଲେ ଅରୁଣ ସାମଲ

ଭୁବନେଶ୍ୱର, ୧୬।୯(ବ୍ୟୁରୋ) – ରାଜଧାନୀ କଲେଜର ନୂତନ ଅଧ୍ୟକ୍ଷ ହେଲେ ପ୍ରଫେସର ଅରୁଣ କୁମାର ସାମଲ। ଏନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସେ ଶୁକ୍ରବାର ନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ରାଜଧାନୀ କଲେଜର ଶିକ୍ଷା ବିଭାଗର ପ୍ରଫେସର ଭାବେ କାର୍ଯ୍ୟରତ ସାମଲ ମଧ୍ୟ ଏହି କଲେଜର ପୂର୍ବତନ ଛାତ୍ର। ଆଗକୁ ରାଜଧାନୀ କଲେଜ ପ୍ରତିଷ୍ଠାର ୫୦ବର୍ଷ ପୂର୍ତ୍ତି ଉତ୍ସବ ବା ସୁବର୍ଣ୍ଣ ଜୟନ୍ତୀ ପାଳନ କରିବାକୁ ଯାଉଥିବାବେଳେ ଏହି ଶିକ୍ଷାନୁଷ୍ଠାନର ଜଣେ ପୂର୍ବତନ ଛାତ୍ର ଅଧ୍ୟକ୍ଷ ଭାର ସମ୍ଭାଳିବାକୁ ଛାତ୍ରୀଛାତ୍ର, ଅଭିଭାବକ, କର୍ମଚାରୀ ଓ ପୁରାତନ ଛାତ୍ରୀଛାତ୍ରମାନେ ସ୍ବାଗତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

CORONAVIRUS UPDATE: ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ; ମୋଟ ସଂଖ୍ୟା ପହଞ୍ଚିଲା ୧୭୮

ଭୁବନେଶ୍ୱର,୬।୫(ବ୍ୟୁରୋ): ରାଜ୍ୟରେ ବୃଦ୍ଧି ପାଇବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ବୁଧବାର ଅପରାହ୍ନରେ ବାଲେଶ୍ୱରରୁ ଆଉ ଜଣେ କରୋନା ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ଏହାକୁ...

ପିଇବା ପାଣି ପାଇଁ ଡହଳବିକଳ ଚିରିକିପଡ଼ାବାସୀ

ବୁଗୁଡ଼ା,୬ା୧୨(ଡି.ଏନ.ଏ.): ଗ୍ରାମାଞ୍ଚଳରେ ଲୋକଙ୍କୁ ପିଇବା ପାଣି ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଇ ସରକାରଙ୍କ ବସୁଧା ଯୋଜନା କାର୍ଯ୍ୟକାରୀ ହେଉଛି। ହେଲେ ରକ୍ଷଣା...

ଦାଦାବଟିକୁ କେନ୍ଦ୍ର କରି ଆକ୍ରମଣ: ଦୁର୍ବୃତ୍ତମାନଙ୍କ ଇଟା ମାଡ଼ରେ ଜଣେ ଆହତ, ସିସିଟିଭି ଯାଞ୍ଚ କରୁଛି ପୋଲିସ

ପୁରୀ ଅଫିସ,୧୫।୭: ଦାଦାବଟିକୁ କେନ୍ଦ୍ର କରି ଟାଉନ୍‌ ଥାନା ଅନ୍ତର୍ଗତ ନରେନ୍ଦ୍ରକୋଣସ୍ଥିତ ଏକ ଶୋ’ରୁମ୍‌ରେ ଦୁର୍ବୃତ୍ତମାନେ ବ୍ୟାପକ ଭଙ୍ଗାରୁଜା କରିଛନ୍ତି। ମାରଣାସ୍ତ୍ରରେ ଶୋ’ରୁମ୍‌ର ଝରକା କାଚ...

ବଢୁଛି ସାଇବର ଅପରାଧର କାରନାମା

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ରାଜ୍ୟରେ ମାତିଛନ୍ତି ଆର୍ମି ଅଫିସର କହି ଲୁଟୁଥିବା ସାଇବର ଅପରାଧୀ। ରାଜଧାନୀ ସମେତ ବିଭିନ୍ନ ସହରରେ ସୋସିଆଲ ମିଡିଆରେ ଶସ୍ତାରେ ଗାଡ଼ି ଏବଂ ଘରର...

ଅଚଳ ମାଲେସିଆ ଜାହାଜରୁ ତେଲ ଲିକ୍‌ ଆଶଙ୍କା: ଚିଲିକାକୁ ବିପଦ

ଭୁବନେଶ୍ୱର,୧୫ା୮(ବ୍ୟୁରୋ): ମାଲେସିଆର ଏକ ପଣ୍ୟବାହୀ ଜାହାଜ ଅଚଳ ହୋଇପଡିବାରୁ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ୍‌ ଅନ୍ତର୍ଗତ ଚିଲିକା ମୁହାଣର ରାଜହଂସ ଓ ଖିରିସାହି ଗାଁ ନିକଟ...

ଅନିର୍ଦ୍ଦିଷ୍ଟ କାଳ ପାଇଁ ମାର୍କେଟ ବିଲ୍ଡିଂ ବନ୍ଦ

ଭୁବନେଶ୍ୱର,୧।୮ (ବ୍ୟୁରୋ): ରାଜଧାନୀର ପ୍ରମୁଖ ବଜାର ୟୁନିଟ-୨ ମାର୍କେଟ ବିଲ୍ଡିଂରେ କିଛିଦିନର ବ୍ୟବଧାନ ପରେ ପୁଣିଥରେ ଉଠାଦୋକାନୀ ଓ ସ୍ଥାୟୀ ବ୍ୟବସାୟୀ ମୁହାଁମୁହିଁ ହୋଇଛନ୍ତି। ରବିବାର...

ରାଜ୍ୟର ମୁଣ୍ଡପିଛା ଋଣ ଭାର ୨୨ ହଜାର ଟଙ୍କା

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ୨୦୨୧-୨୨ ଆର୍ଥିକ ବର୍ଷ ଶେଷ ସୁଦ୍ଧା ରାଜ୍ୟରେ ମୁଣ୍ଡପିଛା ଋଣ ୨୨ ହଜାର ୪୨ ଟଙ୍କା ରହିଛି । ସେହିପରି ୨୦୨୧-୨୨ ଆର୍ଥିକ ବର୍ଷରେ...

ଖଗେଶ୍ୱରଙ୍କ ଜାମିନ ଖାରଜ

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ବହୁଚର୍ଚ୍ଚିତ ହନିଟ୍ରାପ୍‌ ଓ ବେଆଇନ ଅର୍ଥ କାରବାର ମାମଲାରେ ଅର୍ଚ୍ଚନା ନାଗ, ସ୍ବାମୀ ଜଗବନ୍ଧୁ ଚାନ୍ଦ ଓ ବ୍ୟବସାୟିକ ସହଯୋଗୀ ଖଗେଶ୍ୱର ପାତ୍ର ଦୀର୍ଘଦିନ...

Advertisement
Archives

Model This Week