ନଳି ଖାଇଲେ ଅରୁଣ-ସଞ୍ଜୟ: କହିଲେ ଭୋକ ଉପାସରେ…

ଭୁବନେଶ୍ୱର,୧୫।୧୨: ଅତୀତ କଥା ମନେ ପକାଇଲେ ବରିଷ୍ଠ ବିଜେଡି ନେତା ଅରୁଣ ସାହୁ ଓ ସଞ୍ଜୟ ଦାସବର୍ମା। ଅତୀତରେ କେମିତି ଲୋକଙ୍କ ପାଇଁ ଲଢ଼ୁଥିଲେ ତାହା ମନେ ପକାଇଛନ୍ତି । ଅନ୍ୟପକ୍ଷେ ଅରୁଣ କହିଛନ୍ତି, ‘ମୋର ନୂଆ ଠିକଣା ବିଧାନସଭାକୁ ରାଜରାସ୍ତା’ ମୁଢ଼ି, ବାଦାମ, ବରା ଆଳୁଚପ, ତା ସହିତ ଭୋକଉପାସରେ ଲଢ଼ିବାର ଅଭ୍ୟାସ ଥିଲା ପୁଣି ତାହା ପ୍ରକଟିତ ହେଲା । ଅତୀତକୁ ମନେ ପକାଇଲେ ବହୁତ ଭଲ ଲାଗେ। ଛାତ୍ର ଜୀବନରେ ଯେଉଁ ଲଢ଼ୁଆ ମନବୃତ୍ତି ଥିଲା ତାହା ପୁଣି ଜାଗ୍ରତ ହେଉଛି। ଛାତ୍ର ଜୀବନ ଅନୁଭୂତିକୁ ମନେପକାଇ ନଳି ଖାଇଲି। ଅତୀତର ସ୍ମୃତି ସବୁବେଳେ ସତେଜ ହୋଇ ରହିଲେ ଲଢ଼େଇ କରିବାକୁ ପ୍ରେରଣା ମିଳିବ। ‘ଆମର ନୂଆ ଠିକଣା ବିଧାନସଭାକୁ ରାଜରାସ୍ତା’ । ତାଙ୍କ ସହ ସଞ୍ଜୟ ଦାସବର୍ମା ମଧ୍ୟ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଲିଭ୍‌ ଇନ୍‌ରେ ରହୁଥିଲେ; ବାହାରେ ଜଗିଥିଲା ପୋଲିସ, ଭିତରେ ଘଟିଲା…

ପୁରୁଣା ଭୁବନେଶ୍ୱର/ପିପିଲି, ୨୦ା୩ (ସୁବାସ ଚନ୍ଦ୍ର ପ୍ରଧାନ/ଦୁର୍ଗାମାଧବ ମିଶ୍ର):ଲିଭ୍‌ ଇନ୍‌ରେ ରହୁଥିବା ଯୁବତୀଙ୍କ ଅଭିଯୋଗ ଆଧାରରେ ଗିରଫ କରିବା ପାଇଁ ଘର ବାହାରେ ପୋଲିସ ଜଗିଥିଲା, ହେଲେ…

ମାଓବାଦୀ ନେତା ଶୁକ୍ରୁ ବିପଦରେ

ଭୁବନେଶ୍ୱର,୨୦।୩: ଡିଜିପି ଓ୍ବାଇ.ବି ଖୁରାନିଆଙ୍କ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ଆସନ୍ତା ୩୧ ତାରିଖ ସୁଦ୍ଧା ରାଜ୍ୟରୁ ମାଓବାଦୀ ନିପାତ ଲକ୍ଷ୍ୟରେ ଶେଷ ଲଢ଼େଇ ଜାରି…

ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ବୟାନ: ମାଟ୍ରିକ ପରୀକ୍ଷା ଦେଲେନି ୯୯୩୦ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୦।୩: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ଗୃହରେ ଏକ ବଡ଼ ବୟାନ ଦେଇଛନ୍ତି। ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ୯୯୩୦ଜଣ ଛାତ୍ରୀଛାତ୍ର ଅନୁପସ୍ଥିତ…

ରାଜ୍ୟ ସରକାରଙ୍କ ବଡ଼ ଆକ୍ସନ: ୨୫ ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌

ଭୁବନେଶ୍ୱର,୨୦ା୩: ଶିଳ୍ପାନୁଷ୍ଠାନ ଉପରେ ରାଜ୍ୟ ସରକାର ନେଇଛନ୍ତି କଡ଼ା ଆକ୍ସନ। ୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିଛନ୍ତି ସରକାର। ଜମି ନେଇ ଶିଳ୍ପ କରୁ…

ପ୍ରସ୍ତାବିତ ମେଗା ଷ୍ଟିଲ୍‌ପ୍ଲାଣ୍ଟ ପାଇଁ ଗ୍ରାମସଭା ଚାଲିଥିବାବେଳେ ଧସ୍ତାଧସ୍ତି, ଏକର ପିଛା ଏତିକି କୋଟି ଦାବି କରି…

ପାଟଣା,୨୦ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ପ୍ରସ୍ତାବିତ ମେଗା ଷ୍ଟିଲ୍‌ ପ୍ଲାଣ୍ଟ୍‌ ପ୍ରତିଷ୍ଠା ପାଇଁ ଶୁକ୍ରବାର ଚେମଣା ପଞ୍ଚାୟତ ଧନୁର୍ଜୟପୁର ଗ୍ରାମ ସ୍କୁଲ ପଡ଼ିଆରେ…

ମାର୍କେଟ୍‌ କମ୍ପ୍ଲେକ୍ସରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ….

ଭୁବନେଶ୍ବର,୨୦।୩: ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍‌ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ । ନିଆଁର ପ୍ରକୋପ ଏତେ ମାତ୍ରାରେ ରହିଛି ଯେ, ଚାରିଆଡ଼େ ଧୂଆଁମୟ ହୋଇଯାଇଛି ।…

୨୬ ତାରିଖ ଯାଏ ବର୍ଷା, ୧୯ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର,୨୦।୩(ବନ୍ଦନା ସେଠୀ): ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଜାରି ରହିଥିବାବେଳେ ଗତ ୨୪ଘଣ୍ଟାରେ ୧୩ଟି ସ୍ଥାନରେ ବର୍ଷା ହୋଇଛି। କୋରାପୁଟର ବୋରିଗୁମ୍ମାଠାରେ ସର୍ବାଧିକ ୫୭.୪ ମି.ମି.…

ଟ୍ରକକୁ ଧକ୍କା ଦେଲା କାର୍, ଦୁର୍ଘଟଣାରେ ଅବସରପ୍ରାପ୍ତ ଏସଡିଏମଓଙ୍କ ମୃତ୍ୟୁ

ଭବାନୀପାଟଣା,୨୦।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବଳଦିଆମାଲ ପେଟ୍ରୋଲ ପମ୍ପ ନିକଟରେ ସଡ଼କ ଦୁର୍ଘଟଣା ହୋଇଛି । ଶୁକ୍ରବାର ସକାଳେ ହୋଇଥିବା କାର କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri