ବିଧାନସଭାରେ ନବୀନଙ୍କ ଆଗରେ ମୁହାଁମୁହିଁ ହେଲେ ଅରୁଣ-ସୂର୍ଯ୍ୟବଂଶୀ, ରାଜନୀତିରେ ହଇଚଇ

ଭୁବନେଶ୍ୱର,୧୪।୨: ବିଧାନସଭା ଆରମ୍ଭରୁ ମାଡିଆସିଲେ ବିରୋଧୀ। ଆରମ୍ଭରୁ କଲେ ହଙ୍ଗାମା। ଏହାରି ଭିତରେ ମୁହାଁମୁହିଁ ହୋଇଗଲେ ବିଜେଡି ବିଧାୟକ ଆଉ ଭାଜପା ବିଧାୟକ। ଗୃହରେ ଜମିଲା ଅସ୍ମିତା କଳି। ଏପରି କିଛି ଦୃଶ୍ୟ ଥିଲା ଶୁକବ୍ରାର ବିଧାନସଭା ଅଧିବେଶନର।

ଆଜି ବିଧାନସଭାରେ ମୁହାଁମୁହିଁ ହେଳେ ବିଜେଡି ବିଧାୟକ ଅରୁଣ ସାହୁ ଆଉ ଭାଜପା ବିଧାୟକ ତଥା କ୍ରୀଡା-ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ଅରୁଣ ସାହୁ ପଚାରିଲେ, ଓଡ଼ିଆ ଅସ୍ମିତାର ଅର୍ଥର ମାନେ କଣ ? ଏହାର ଉତ୍ତରରେ ଓଡ଼ିଆ ଅଭିଧାନରେ ଦିଆଯାଇଥିବା ଅର୍ଥକୁ ଉଲ୍ଲେଖ କରି, ଅସ୍ମିତା ଶବ୍ଦର ବ୍ୟାଖା କଲେ ସୂରଜ ସୂର୍ଯ୍ୟବଂଶୀ ।

ଚଳିତ ନିର୍ବାଚନରେ ଅସ୍ମିତା ପ୍ରସଙ୍ଗ ଚର୍ଚ୍ଚାରେ ଥିବାବେଳେ ବିଜେଡି ବିଧାୟକଙ୍କ ଏହି ପ୍ରଶ୍ନ ଏବେ ରାଜନୀତିକୁ ଚର୍ଚ୍ଚାର ଖୋରାକ ଯୋଗାଇଛି। କାରଣ ଏହି ଅସ୍ମିତାକୁ ପ୍ରସଙ୍ଗ କରି ଭାଜପା ର୍ନିବାଚନ ଜିତି ୨୪ ବର୍ଷର ବିଜେଡି ସରକାରକୁ ଗାଦିଚ୍ୟୁତ କରିଥିଲା ।

ମନ୍ତ୍ରୀ ସୂର୍ଯ୍ୟବଂଶୀ କହିଛନ୍ତି, odia asmita ର ଅର୍ଥ ମୁଁ ପଣ ଏବଂ ଅହଂଜ୍ଞାନ, ଏପରିକି ମୁଁ ଭାବ, ମୁଁ ଅଛି ଏବଂ ଆତ୍ମ ପରିଚିତି । ଅରୁଣ ସାହୁ ନିଜେ ମାନିଛନ୍ତି ଯେ ଅହଂଭାବ ଯୋଗୁ ବିଜେଡି ଯାଇଛି । ତେବେ ଆମେ ଓଡ଼ିଶା ଅସ୍ମିତାକୁ ମୁଦ୍ଦା କହି ତାକୁ ସଙ୍କୁଚିତ କରିପାରିବା ନାହିଁ । ଅସ୍ମିତା ଆଧାରରେ ସରକାର ଗଠନ ହୋଇଛି । odia asmita ଗୋଟିଏ ରାଜନୈତିକ ମୁଦ୍ଦା ନୁହେଁ । ଏହା ପ୍ରତ୍ୟେକଟି ଓଡ଼ିଆ ଭାବାବେଗ ସହିତ ଜଡିତ । ତେଣୁ odia asmita କୁ କେବେ ବି ରାଜନୈତିକ ଅସ୍ତ୍ର ଭାବେ ଦେଖିବା ଉଚିତ ନୁହେଁ ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri