କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅରୁଣ

ଭୁବନେଶ୍ୱର,୩।୯(ବ୍ୟୁରୋ): ସ୍ନାତକ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ରେଜଲ୍ଟ ଶୀଘ୍ର ବାହାର କରିବା ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିବା ପରେ ଏହାର ଉତ୍ତର ରଖିଛନ୍ତି ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ। ଗୁରୁବାର ମନ୍ତ୍ରୀ ସାହୁ କେନ୍ଦ୍ର ମନ୍ତ୍ରୀଙ୍କୁ ଚିଠି ଲେଖି କହିଛନ୍ତି ଯେ, ଜୁଲାଇ ମାସରେ ୟୁଜିସି ଗାଇଡ୍‌ଲାଇନ ଅନୁଯାୟୀ ଅଗଷ୍ଟ ୩୧ ସୁଦ୍ଧା ସ୍ନାତକ ପରୀକ୍ଷା ଶେଷ କରିବା ପାଇଁ କୁହାଯାଇଥିଲା। ସେହିପରି ସେପ୍ଟେମ୍ବର ୩୦ ସୁଦ୍ଧା ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମ ଲେଖା ଶେଷ ଏବଂ ଅକ୍ଟୋବର ୧ ସୁଦ୍ଧା ପାଠପଢ଼ା ଆରମ୍ଭ ହେବାକୁ ନିର୍ଦ୍ଦେଶ ଥିଲା। ଏହି ଅନୁସାରେ ରାଜ୍ୟର ସମସ୍ତ ସ୍ନାତକ ଶେଷ ବର୍ଷ ପରୀକ୍ଷା ଗତ ୩୧ ତାରିଖ ସୁଦ୍ଧା ଶେଷ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାଜ୍ୟରେ ପୁଣି ୨୬୦୪ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ରାଜ୍ୟରେ ପୁଣି ୨୬୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୫୧୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୦୯୩ଜଣ ଲୋକାଲ କେସ୍‌ ଥିବା...

ରାଜ୍ୟରେ ପୁଣି ବଢିଲା ସଂକ୍ରମଣ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୩।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୩,୪୫୬କରୋନା ଆକ୍ରାନ୍ତ ଚିହ୍ନଟ...

ସ୍ବାସ୍ଥ୍ୟକେନ୍ଦ୍ରରେ ସୁଧୁରୁନି ସେବା

ପରଜଙ୍ଗ, ୧୫ା୧୦(ଡି.ଏନ.ଏ.)ଦୀର୍ଘ ଦିନ ହେବ ବିଭିନ୍ନ ସମସ୍ୟା ଘେରରେ ଢେଙ୍କାନାଳ ଜିଲା ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର। ଡାକ୍ତର କର୍ମଚାରୀଙ୍କ ଅଭାବ, ନିଯୁକ୍ତ ଡାକ୍ତରଙ୍କ ମନମୁଖି ସେବା,...

ରାଜ୍ୟପାଳଙ୍କୁ ଭେଟିଲା ଯୁବ କଂଗ୍ରେସ

ଭୁବନେଶ୍ୱର,୯।୧୧(ବ୍ୟୁରୋ): ମମିତାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଯୁବ କଂଗ୍ରେସ ରାଜଭବନ ସମ୍ମୁଖରେ ଚଳାଇଥିବା ୪୮ ଘଣ୍ଟିଆ ଅହୋରାତ୍ର ଧାରଣା ସୋମବାର ଶେଷ ହୋଇଛି। ଏଥିସହ ଯୁବ...

ଖାରଜ ହୋଇଗଲା ଗ୍ୟାଙ୍ଗଷ୍ଟର ରାଜା ଆଚାର୍ଯ୍ୟଙ୍କ ପିଟିଶନ

କଟକ ଅଫିସ,୮ା୧୦: ୨୦୨୦ ଡିସେମ୍ବର ୧୮ରେ ପୋଲିସ କମିଶନର ଝାରପଡା ଜେଲରେ ଥିବା ଗ୍ୟାଙ୍ଗଷ୍ଟର ରାଜା ଆଚାର୍ଯ୍ୟଙ୍କୁ ଜାତୀୟ ନିରାପତ୍ତା ଆଇନ(ଏନ୍‌ଏସ୍‌ଏ)ରେ ଅଟକ ରଖିବାକୁ ନିର୍ଦ୍ଦେଶନାମା...

ବଢ଼ୁଛି ପିଲାଙ୍କ ଚିନ୍ତା: ଆଜି ରାଜ୍ୟରେ ୬୨ ଛୁଆ କରୋନା ସଂକ୍ରମିତ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୫୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୨ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ...

ଦିନେ ବଢ଼ୁଛି ଦିନେ କମୁଛି: ଆଜି ରାଜ୍ୟରେ ୧୫୧ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୭।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ...

କୁଆଖାଇ ନଦୀକୂଳରେ ଛଟ୍‌ ପୂଜା

ବାଲିଅନ୍ତା,୩।୧୧(ଡି.ଏନ୍‌.ଏ.) ରାଜଧାନୀ ଉପକଣ୍ଠ ନହରକଣ୍ଟା ଓ ପାଣ୍ଡରାସ୍ଥିତ କୁଆଖାଇ ନଦୀକୂଳରେ ବିହାରୀ ସମ୍ପ୍ରଦାୟର ଲୋକଙ୍କ ବଡ଼ ପର୍ବ ଛଟ୍‌ ପୂଜା ତଥା ସୂର୍ଯ୍ୟଷଷ୍ଠୀ ବ୍ରତ ଶନିବାର...

Advertisement
Archives

Model This Week