କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅରୁଣ

ଭୁବନେଶ୍ୱର,୩।୯(ବ୍ୟୁରୋ): ସ୍ନାତକ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ରେଜଲ୍ଟ ଶୀଘ୍ର ବାହାର କରିବା ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିବା ପରେ ଏହାର ଉତ୍ତର ରଖିଛନ୍ତି ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ। ଗୁରୁବାର ମନ୍ତ୍ରୀ ସାହୁ କେନ୍ଦ୍ର ମନ୍ତ୍ରୀଙ୍କୁ ଚିଠି ଲେଖି କହିଛନ୍ତି ଯେ, ଜୁଲାଇ ମାସରେ ୟୁଜିସି ଗାଇଡ୍‌ଲାଇନ ଅନୁଯାୟୀ ଅଗଷ୍ଟ ୩୧ ସୁଦ୍ଧା ସ୍ନାତକ ପରୀକ୍ଷା ଶେଷ କରିବା ପାଇଁ କୁହାଯାଇଥିଲା। ସେହିପରି ସେପ୍ଟେମ୍ବର ୩୦ ସୁଦ୍ଧା ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମ ଲେଖା ଶେଷ ଏବଂ ଅକ୍ଟୋବର ୧ ସୁଦ୍ଧା ପାଠପଢ଼ା ଆରମ୍ଭ ହେବାକୁ ନିର୍ଦ୍ଦେଶ ଥିଲା। ଏହି ଅନୁସାରେ ରାଜ୍ୟର ସମସ୍ତ ସ୍ନାତକ ଶେଷ ବର୍ଷ ପରୀକ୍ଷା ଗତ ୩୧ ତାରିଖ ସୁଦ୍ଧା ଶେଷ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଗୁଳିରେ ଟଳିଲେ ୪ କ୍ୟାଡର ମାଓବାଦୀ

ବାଲିଗୁଡା,୫।୭.(ଡି.ଏନ୍‌.ଏ.): କନ୍ଧମାଳ ଜଙ୍ଗଲରେ ପୁଣି ପୋଲିସ-ମାଓବାଦୀ ଗୁଳିବିନମୟ। କନ୍ଧମାଳ ଜିଲା ପୋଲିସର ଏସ୍‌ଓଜି ଓ ଡିଭିଏଫ୍‌ର ମିଳିତ ଆକ୍ରମଣରେ ୪ ମାଓବାଦୀ ନିହତ ହୋଇଥିବା ଜଣାପଡିଛି।...

ଅଯୋଗ୍ୟଙ୍କୁ ଘର, ଯୋଗ୍ୟଙ୍କଠାରୁ ଲାଞ୍ଚ

ସୋନପୁର,୨।୩(ନି.ପ୍ର.) ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଗ୍ରାମୀଣ(ପିଏମ୍‌ଏଓ୍ବାଇଜି)ରେ ବ୍ୟାପକ ଅନିୟମିତତା ହୋଇଛି। ପକ୍କା ଘର ଥିବା ଧନୀକ ଶ୍ରେଣୀର ବ୍ୟକ୍ତିଙ୍କୁ ଏହି...

ଆନ୍ଦୋଳନକୁ ଓହ୍ଲାଇବେ ଶିକ୍ଷକ, କର୍ମଚାରୀ

ବାଲେଶ୍ୱର ଅଫିସ,୧୭।୫ ବାଲେଶ୍ୱର ଜିଲା ଓଷ୍ଟା କାର୍ଯ୍ୟକାରୀ କମିଟି ପକ୍ଷରୁ ରବିବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସରକାର ପ୍ରକାଶ କରିଥିବା ନୂତନ ଅନୁଦାନଭୁକ୍ତ ଶିକ୍ଷକ...

ଦ୍ୱିତୀୟ ନ ଯାଉଣୁ ତୃତୀୟ ଭୟ

ଭୁବନେଶ୍ୱର(ବ୍ୟୁରୋ)/ନୂଆଦିଲ୍ଲୀ,୧୪ା୭:ଓଡ଼ିଶାରେ କୋଭିଡ୍‌ ମୃତ୍ୟୁ ସଂଖ୍ୟା ବଢ଼ିଚାଲିଛି। ଗତ ଏପ୍ରିଲ ୧୩ରେ ରାଜ୍ୟରେ ୨ଜଣଙ୍କ ମୃତ୍ୟୁ ହୋଇଥିଲା। ସେହିପରି ମେ ୧୩ରେ ୧୯, ଜୁନ ୧୩ରେ ୪୫...

ସ୍ନାନବେଦୀରେ ଶ୍ରୀଜୀଉ

ପୁରୀ ଅଫିସ,୧୪ା୬: ଦୁଇ ବର୍ଷ ପରେ ଭକ୍ତଙ୍କ ମେଳରେ ହେଉଛି ସ୍ନାନଯାତ୍ରା। ଏନେଇ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ନୀତିକାନ୍ତି ନିର୍ଘଣ୍ଟ ଅନୁଯାୟୀ, ମଙ୍ଗଳବାର ଭୋର ୩ଟା...

ଛେଳି ଚୋରିକୁ ନେଇ କଳି

ପାରଳାଖେମୁଣ୍ଡି,୭ା୩: ଛେଳି ଚୋରିକୁ ନେଇ କଳି ହୋଇଛି। ଘଟଣାକୁ ନେଇ ଆନ୍ଧ୍ର ଓ ଓଡ଼ିଶା ପୋଲିସ ମୁହାଁମୁହିଁ ହୋଇଛନ୍ତି। ଗଜପତି ଜିଲା ରାୟଗଡ଼ ବ୍ଲକ ଅନ୍ତର୍ଗତ...

ରାୟଗଡ଼ା ଜିଲା ମତ୍ସ୍ୟ କାର୍ଯ୍ୟାଳୟ: କର୍ମଚାରୀ ଅଭାବ, ସଫଳ ହେଉନି ଯୋଜନା

ରାୟଗଡ଼ା ଅଫିସ, ୪।୨- ରାଜ୍ୟ ସରକାର ମତ୍ସ୍ୟଚାଷୀଙ୍କ ପାଇଁ ଅନେକ ଯୋଜନା କରିଛନ୍ତି। ମତ୍ସ୍ୟ ପୋଖରୀ ଯୋଜନା, ମତ୍ସ୍ୟଜୀବୀ ପରିବାରର ପିଲାଙ୍କ ପାଇଁ ମେଧାବୃତ୍ତି ବ୍ୟବସ୍ଥା...

ବରଗଡ଼ ଏମ୍‌ପିଙ୍କୁ କରୋନା

ବରଗଡ଼ ଅଫିସ,୮।୮: ବରଗଡ଼ ଏମ୍‌ପି ତଥା ଭାଜପା ନେତା ସୁରେଶ ପୂଜାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ସେ ନିଜେ ଟୁଇଟ୍‌ କରି ସୂଚନା ଦେଇଛନ୍ତି।...

Advertisement
Archives

Model This Week