ଅରୁଣାଚଳ ଭାରତର ଅବିଚ୍ଛେଦ୍ୟ ଅଙ୍ଗ

ସାନ୍‌ ଫ୍ରାନ୍ସିସ୍କୋ, ୧୫ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆମେରିକା ଗସ୍ତକୁ ମାସେ ନ ପୂରୁଣୁ ଅରୁଣାଚଳପ୍ରଦେଶ ଭାରତର ଅବିଚ୍ଛେଦ୍ୟ ଅଙ୍ଗ ଭାବେ ସ୍ବୀକୃତି ସ୍ବରୂପ ଆମେରିକା ସିନେଟ କମିଟିରେ ପ୍ରସ୍ତାବ ଗୃହୀତ ହୋଇଛି। ସିନେଟର ଜେଫ୍‌ ମେକେଲି, ବିଲ୍‌ ହାଗେର୍ଥତ୍, କିମ୍‌ କାଇନ୍‌ ଏବଂ କ୍ରିସ୍‌ ଭାନ୍‌ ହୋଲେନ୍‌ ଗୁରୁବାର ଏହି ପ୍ରସ୍ତାବ ଆଣିଥିଲେ। ପିପୁଲ୍ସ ରିପବ୍ଲିକ୍‌ ଅଫ୍‌ ଚାଇନା ଏବଂ ଭାରତୀୟ ରାଜ୍ୟ ଅରୁଣାଚଳପ୍ରଦେଶ ମଧ୍ୟରେ ମାକ୍‌ମୋହନ ଲାଇନକୁ ଅନ୍ତର୍ଜାତୀୟ ସୀମା ଭାବେ ଆମେରିକା ସ୍ବୀକୃତି ଦେଇଥିବା ଉକ୍ତ ସଂକଳ୍ପ ସ୍ପଷ୍ଟ କରିଛି। ଅରୁଣାଚଳପ୍ରଦେଶର ଏକ ବଡ଼ ଭାଗକୁ ଚାଇନା ନିଜ ଅଞ୍ଚଳ ଦାବି କରୁଥିବାବେଳେ ଆମେରିକା ସିନେଟ କମିଟିର ଉପରୋକ୍ତ ପଦକ୍ଷେପ ଏହା ବିରୋଧରେ ଯାଇଛି। ପୂର୍ଣ୍ଣ ଭୋଟ ପାଇଁ ଉକ୍ତ ପ୍ରସ୍ତାବକୁ ସିନେଟକୁ ପଠାଯିବ।


Enter your email to get our daily news in your inbox.

All Right Reserved By Dharitri.Com

SIR ନୋଟିସ୍‌: ଜୟଶଙ୍କରଙ୍କଠାରୁ ଆଡଭାନିଙ୍କ ପର୍ଯ୍ୟନ୍ତ, ତାଲିକାରେ ଅନେକ VVIP ଭୋଟର

ନୂଆଦିଲ୍ଲୀ,୨୦।୯: ଦିଲ୍ଲୀରେ ଚାଲିଥିବା ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ଅନେକ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ ନିର୍ବାଚନ କମିଶନଙ୍କ ପକ୍ଷରୁ ନୋଟିସ୍‌ ଜାରି କରାଯାଇଛି…

ଚମକାଇଦେଲା BCCIର ନିଷ୍ପତ୍ତି! ଟିମ୍ ଇଣ୍ଡିଆର ନୂଆ ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଦ୍ରୁତ ବୋଲର ଲକ୍ଷ୍ମୀପତି ବାଲାଜୀଙ୍କୁ ଭାରତ-ଏ ଦଳର ହେଡ୍‌ କୋଚ୍‌ ଭାବେ ନିଯୁକ୍ତ କରାଯାଇଛି । ଅଷ୍ଟ୍ରେଲିଆ-ଏ ବିପକ୍ଷ ମଲ୍ଟି-ଫର୍ମାଟ୍‌…

ଅଡବା ପୋଲିସକୁ ବଡ଼ ସଫଳତା, ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ହଜାରେ କେଜି ଜବତ

ମୋହନା,୨୦।୯( ମନ୍ମଥ ମିଶ୍ର ): ଗଜପତି ଜିଲାରେ ବେଆଇନ ଗଞ୍ଜେଇ କାରବାର ବିରୋଧରେ ଚାଲିଥିବା ସ୍ୱତନ୍ତ୍ର ଅଭିଯାନରେ ଅଡବା ପୋଲିସ ଏକ ବଡ଼ ସଫଳତା ହାସଲ କରିଛି…

କାଲି ନୂଆଁଖାଇବେ କଳାହାଣ୍ଡି ଗଡ଼ଜାତବାସୀ, ଉତ୍ସବ ମୁଖର ପୁରପଲ୍ଲୀ

ଭବାନୀପାଟଣା,୨୦।୯ (ଉତ୍ତମ କୁମାର ଦାଶ): ନୂଆଁଖାଇ କଳାହାଣ୍ଡି ଜିଲାର ଏକ ମୁଖ୍ୟ ପରମ୍ପରା। ପଶ୍ଚିମ ଓଡ଼ିଶାର ଅନ୍ୟ ଜିଲାରେ ପଞ୍ଚମୀ ତିଥିରେ ନୂଆଁଖାଇ ପାଳନ ହେଉଥିବା ବେଳେ…

ନ୍ୟୁଜିଲ୍ୟାଣ୍ଡ ଗସ୍ତରେ ବଦଳିବେ ଟିମ୍ ଇଣ୍ଡିଆର କ୍ୟାପ୍ଟେନ, ଶୁଭମନ୍ ଗିଲ୍‌ଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍ ଦଳ ବର୍ତ୍ତମାନ ଏସୀୟ କ୍ରୀଡ଼ା ପାଇଁ ଯାତ୍ରା କରୁଥିବା ବେଳେ, ଏହି ସମୟ ମଧ୍ୟରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଏକ ଦିନିକିଆ (ODI) ସିରିଜ୍…

ଭଡ଼ାଘରେ ଚାଲିଥିଲା ଅନ୍‌ଲାଇନ୍‌ ବେଟିଂ କାରବାର, ଚଢ଼ାଉ କରି ୩ ଜଣଙ୍କୁ…

ଛତ୍ରପୁର,୨୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ସାଇବର ପୋଲିସ ଏକ ଅନଲାଇନ୍‌ ବେଟିଂ ଆପ୍‌ ଠକେଇ ନେଟ୍‌ଓ୍ବର୍କର ପର୍ଦ୍ଦାଫାଶ କରି ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ…

୮୫ ବର୍ଷରେ MA ପାସ୍‌ କଲେ ଲାଲ ଚାନ୍ଦ; ଏବେ PhD ପାଇଁ ପ୍ରସ୍ତୁତି, କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୨୦ା୯: କୁହାଯାଏ, ପାଠପଢ଼ା ପାଇଁ ବୟସ କେବେ ବି ବାଧା ହୋଇପାରେ ନାହିଁ। ମନରେ ଦୃଢ଼ ଇଚ୍ଛା ଥିଲେ ଯେକୌଣସି ବୟସରେ ଲକ୍ଷ୍ୟ ହାସଲ କରିହୁଏ ।…

ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ଦାରିଙ୍ଗବାଡ଼ିରେ ଭୂମି ପୂଜନ ସହ ଶୁଭଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦୁର୍ଗାମଣ୍ଡପଠାରେ ରବିବାର ଚଳିତ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଏହି ଅବସରରେ ଭୂମି ପୂଜନ, ନାଗ ପୂଜନ, ବରୁଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?