Posted inଜାତୀୟ

Arunachal Pradesh Election Result: ବଡ ବିଜୟ ଅଭିମୁଖେ ଭାଜପା, ୩୧ ସିଟ୍‌ରେ ଆଗୁଆ

ଅରୁଣାଚଳ ପ୍ରଦେଶ,୨।୬: ଅରୁଣାଚଳ ପ୍ରଦେଶରେ ଜାରି ରହିଛି କାଉଣ୍ଟିଂ। ରବିବାର ଅରୁଣାଚଳ ପ୍ରଦେଶ ଓ ସିକିମର ରେଜଲ୍ଟ ବାହାରିବାକୁ ଯାଉଛି। ଏ ଦୁଇ ରାଜ୍ୟରେ ଆଜି ଭୋଟ ଗଣତି ଚାଲିଛି। ତେବେ ଅରୁଣାଚଳ ପ୍ରଦେଶରେ ମୋଟ ୬୦ ସିଟ ମଧ୍ୟରୁ ୧୦ଟି ଆସନରେ ଭାଜପା ପ୍ରାର୍ଥୀ ର୍ନିଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ସେହିପରି ୩୧ଟି ଆସନରେ ଭାଜପା ଆଗୁଆ ରହିଛି। ଅନ୍ୟପଟେ ବିରୋଧୀ ଏନସିପି ୩ଟି ଆସନରେ ଆଗୁଆ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଡିଓ ବାର୍ତ୍ତା ମାଧ୍ୟମରେ ଇରାନକୁ କଡ଼ା ବାର୍ତ୍ତା ଦେଲେ ନେତାନ୍ୟାହୁ, ଜାଣନ୍ତୁ କ’ଣ କହିଲେ

ଜେରୁଜେଲମ,୭।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଶନିବାର (ମାର୍ଚ୍ଚ ୭, ୨୦୨୬) ଜେରୁଜେଲମରେ ଏକ ସାମ୍ବାଦିକ ସମ୍ମିଳନୀରେ ସମ୍ବୋଧିତ କରି ଇସ୍ରାଏଲୀ ଲୋକଙ୍କ ସାହସ ଏବଂ ଏକତାକୁ…

ନେପାଳ ରାଜନୀତିର ରଣନୀତିକାର

ନେପାଳ ୨୦୨୫ ସେପ୍ଟେମ୍ବରରେ ଦେଖିଥିଲା ଜେନ୍‌ ଜି ବିପ୍ଳବ। ଏହାର ପ୍ରଭାବ ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ଅନୁଭୂତ ହୋଇଥିଲା। ପରିଣାମ ସ୍ବରୂପ ନେପାଳରେ କେ.ପି. ଶର୍ମା ଓଲିଙ୍କ…

ପୁଷ୍ପଗିରି ବିଶ୍ୱବିଦ୍ୟାଳୟ: ଅସ୍ମିତାର ପରିଚୟ

ଇଉରୋପରେ ବିଶ୍ୱବିଦ୍ୟାଳୟ ସ୍ଥାପନ ହେବାର ବହୁ ପୂର୍ବରୁ ଭାରତରେ ବିଶ୍ୱବିଦ୍ୟାଳୟ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇଥିବାର ପ୍ରମାଣ ମିଳେ। ଭାରତରେ ଉଚ୍ଚ ଶିକ୍ଷା ଅଧ୍ୟୟନ ଅତି ପୁରାତନ। ପ୍ରାଚୀନ…

ସାହସ ନାହିଁ

ଏକ ଦେଶ ଭାବରେ ଆମେ ସବୁବେଳେ କିମ୍ବା ପ୍ରାୟତଃ ଯାହା ଚାହୁଁ ତାହା ପାଇପାରିବୁ ନାହିଁ, ଏହି ବାସ୍ତବତାକୁ ସ୍ବୀକାର କରିବାରେ ମୋର କୌଣସି ସମସ୍ୟା ନାହିଁ।…

ଯୁଦ୍ଧ ଭିତରୁ ଏବେ ପର୍ଯ୍ୟନ୍ତ କେତେ ଭାରତୀୟ ସୁରକ୍ଷିତ ଫେରିଛନ୍ତି ସ୍ବଦେଶ ସରକାର ଦେଲେ ତଥ୍ୟ

ନୂଆଦିଲ୍ଲୀ,୮।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲୀ ଆକ୍ରମଣ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ଏହାକୁ ନେଇ ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ ଏକ ବିବୃତ୍ତି ଜାରି…

ସରକାରୀ ଉଚ୍ଚ ମାଧ୍ୟମିକ ଛାତ୍ରାବାସରେ ପିଲାଙ୍କ ସହ ମିଶି ମଧ୍ୟାହ୍ନ ଭୋଜନ କଲେ ଓଡିଶା ପର୍ଯ୍ୟଟନ ବିଭାଗ ସଚିବ ବଳବନ୍ତ ସିଂ

ଦାରିଙ୍ଗବାଡି, ୭ ।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଶନିବାର ଓଡିଶା ପର୍ଯ୍ୟଟନ ବିଭାଗର ସଚିବ ତଥା ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ବଳବନ୍ତ…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri