ଅରୁଣାଚଳ ପ୍ରଦେଶ ହେଲା କରୋନା ମୁକ୍ତ ରାଜ୍ୟ

ଇଟାନଗର,୨୮ ।୨: ଅରୁଣାଚଳ ପ୍ରଦେଶ ଏବେ କରୋନା ମୁକ୍ତ ରାଜ ପାଲଟି ଯାଇଛି । ରବିବାର ଜଣେ ବରିଷ୍ଠ ସ୍ୱାସ୍ଥ୍ୟ ଅଧିକାରୀଙ୍କ ସୂଚନା ଅନୁଯାୟୀ, ରାଜ୍ୟରେ ଥିବା ୩ କରୋନା ସଂକ୍ରମିତ ସୁସ୍ଥ ହେବା ପରେ ଏବେ ଏହି ରାଜ୍ୟ କରୋନା ମୁକ୍ତ ହୋଇଛି । ରାଜ୍ୟରେ ମୋଟ ୧୬,୮୩୬ କରୋନାରେ ସଂକ୍ରମିତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୬,୭୮୦ ଜଣ ସୁସ୍ଥ ହୋଇଛନ୍ତି । ରାଜ୍ୟର ସର୍ଭିଲାନ୍ସ ଅଫିସର ଲବସାଙ୍ଗ ଜାମ୍ପା କହିଛନ୍ତି ଗତ ୨୪ ଘଣ୍ଟାରେ ରାଜ୍ୟରେ କୌଣସି କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇ ନାହିଁ । ତେବେ ମୋଟ ସଂକ୍ରମିତଙ୍କ ମଧ୍ୟରୁ ୫୬ ଜଣଙ୍କ ମୃତ୍ୟୁ ହୋଇଥିବା ସେ କହିଛନ୍ତି । ଅରୁଣାଚଳ ପ୍ରଦେଶରେ ସୁସ୍ଥ ହାର ୯୯.୬୬ ଥିବା ବେଳେ ସଂକ୍ରମିତଙ୍କ ହାର ପାଖାପାଖି ଶୂନ ଥିଲା ବୋଲି କୁହାଯାଉଛି । ଏବେସୁଦ୍ଧା ରାଜ୍ୟରେ ୩୨,୩୨୫ ସ୍ୱାସ୍ଥ୍ୟକର୍ମୀ ଓ ଫ୍ରଣ୍ଟଲାଇନ୍ ୱାରିୟର୍ସଙ୍କୁ ଟିକା ଦିଆ ସରିଲାଣି ।


Enter your email to get our daily news in your inbox.

All Right Reserved By Dharitri.Com

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?