ଅରୁନ୍ଧତୀର ଗୋଲ୍ଡ ଏକ୍ସଚେଞ୍ଜ ମେଳା

ଭୁବନେଶ୍ୱର,୧୬।୧୨: ଓଡ଼ିଶାର ସର୍ବବୃହତ୍‌ ଜୁଏଲେରି ବ୍ରାଣ୍ଡ୍‌ ଅରୁନ୍ଧତୀ ଜୁଏଲର୍ସ ପକ୍ଷରୁ ‘ଗୋଲ୍ଡ ଏକ୍ସଚେଞ୍ଜ ମେଳା’ର ଶୁଭାରମ୍ଭ କରାଯାଇଛି। ବିଶେଷକରି ଚଳିତ ବିବାହ ଋତୁକୁ ଲକ୍ଷ୍ୟ ରଖାଯାଇ ଏହି ମେଳାର ଆୟୋଜନ ହୋଇଛି। ମେଳା ମାଧ୍ୟମରେ ଗ୍ରାହକମାନେ ସେମାନଙ୍କର ପୁରୁଣା ସୁନାଗହଣା ବଖଫଭାଲ୍ୟୁ) ପାଇବା ସହ ରାଜ୍ୟରେ ପ୍ରଥମଥର ପାଇଁ ଅତିରିକ୍ତ ରିହାତି ସୁବିଧା ସମସ୍ତ ଏଚ୍‌ୟୁଆଇଡି ହଲ୍‌ମାର୍କଯୁକ୍ତ ଆକର୍ଷଣୀୟ ବିବାହ ସୁନାଗହଣା ପାଇପାରିବେ। ବର୍ତ୍ତମାନ ସୁଦ୍ଧା ୧୦ଲକ୍ଷରୁ ଊର୍ଦ୍ଧ୍ୱ ସନ୍ତୁଷ୍ଟ ସୁନା ବଦଳ ଗ୍ରାହକ ଅରୁନ୍ଧତୀ ଓଲ୍‌ଡ ଗୋଲ୍ଡ ଏକ୍ସଚେଞ୍ଜ କମ୍ୟୁନିଟ୍‌ ପରିବାରରେ ବର୍ତ୍ତମାନ ସାମିଲ ହୋଇସାରିଛନ୍ତି। ସେହିଭଳି ଗ୍ରାହକମାନେ ଯେକୌଣସି ଗହଣା ଷ୍ଟୋରରୁ କିଣିଥିବା ୨୨କ୍ୟାରେଟ ହଲ୍‌ମାର୍କ ପୁରୁଣା ସୁନାର ୧୦୦% ବଦଳ ମୂଲ୍ୟ ପାଇବା ସହିତ ଅତିରିକ୍ତ ରିହାତି ମଧ୍ୟ ପାଇବେ। ବର୍ତ୍ତମାନର ସୁନା ଦର ଉଚ୍ଚ ଥିଲାବେଳେ ଗ୍ରାହକମାନେ ଏହି ମେଳା ମାଧ୍ୟମରେ ନିଜ ମନପସନ୍ଦର ଆକର୍ଷଣୀୟ ୨୦ଗ୍ରାମରୁ ୨୦୦ଗ୍ରାମ ପର୍ଯ୍ୟନ୍ତ ବିବାହ ଅଳଙ୍କାରର ଗଢ଼ା ମଜୁରି ଉପରେ ୫୦% ପର୍ଯ୍ୟନ୍ତ ରିହାତି ପାଇପାରିବେ। ସେହିପରି ହୀରା ମୂଲ୍ୟ ଉପରେ ୩୦% ପର୍ଯ୍ୟନ୍ତ ରିହାତି ଓ ସିଲ୍‌ଭର ଉପରେ ଫ୍ଲାଟ୍‌ ୩୫% ରିହାତି ଗ୍ରାହକମାନେ ପାଇପରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ପର୍ଯ୍ୟଟନ ବିକାଶର ସମୀକ୍ଷା:ହୋମଷ୍ଟେ କରି ସ୍ୱାବଲମ୍ବୀ ହେବାକୁ ପରାମର୍ଶ ଦେଲେ ପର୍ଯ୍ୟଟନ ପ୍ରମୁଖ ସଚିବ

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଶନିବାର ଅପରାହ୍ନରେ ଓଡ଼ିଶା ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ବଳବନ୍ତ ସିଂ ପହଞ୍ଚି ପର୍ଯ୍ୟଟନ କ୍ଷେତ୍ରର ବିକାଶ…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନ; ୩ ରାଶିଙ୍କ ଧନଯୋଗ, ହୁ ହୁ ହୋଇ ବଢିବ ଇନକମ୍‌…

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହ ଗତିର ପ୍ରଭାବ କେବଳ ରାଶି ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ନୁହେଁ । ଗ୍ରହ ଯେଉଁ ନକ୍ଷତ୍ରରେ ପ୍ରବେଶ କରେ ତାହାକୁ ମଧ୍ୟ ବହୁତ…

ଅଦ୍ଭୁତ ସ୍ଥିତି

ହ୍ୱାଟ୍ସଆପ୍‌ରେ ଏସ୍‌ଆଇଆର୍‌ ନୋଟିସ ଆସିଥିଲା, ‘ଶୁଣାଣିରେ ଉପସ୍ଥିତ ରହିବା ବାଧ୍ୟତାମୂଳକ। ଦୟାକରି ଏହାକୁ ଜରୁରୀ ମନେକରନ୍ତୁ ଏବଂ କୌଣସି ପରିସ୍ଥିତିରେ ଅନୁପସ୍ଥିତ ନ ରହିବା ପାଇଁ ବ୍ୟବସ୍ଥା…

ଶିଶୁଙ୍କ ଗେଡ଼ାପଣ: ୬ ଜିଲାରେ ସ୍ଥିତି ଚିନ୍ତାଜନକ

ଭୁବନେଶ୍ୱର,୧୩ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ୫ ବର୍ଷରୁ କମ୍‌ ବୟସର ଶିଶୁଙ୍କ ପୋଷଣ ସ୍ଥିତିକୁ ନେଇ ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ୱେକ୍ଷଣ (ଏନ୍‌ଏଫ୍‌ଏଚ୍‌ଏସ୍‌-୫ରୁ ଏନ୍‌ଏଫ୍‌ଏଚ୍‌ଏସ୍‌-୬)ର ଏକ ତୁଳନାତ୍ମକ ରିପୋର୍ଟ…

୧୭ ଯାଏ ବର୍ଷା

ଭୁବନେଶ୍ୱର,୧୩ା୯(ବନ୍ଦନା ସେଠୀ):ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଛି। ଶନିବାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବାବେଳେ ୧୭ ତାରିଖ ଯାଏ ଲାଗି ରହିବ। ତେବେ ରବିବାରଠାରୁ ବର୍ଷାର…

ଓରାଙ୍ଗଉଟାନ ଚୋରା ଚାଲାଣର ଗୁମର ଖୋଲୁଛି, ଫାର୍ମ ହାଉସ ପାଇଁ ମ୍ୟାନ୍‌ମାର ଦେଇ ଅଣାଯାଇଥିଲା

ଭୁବନେଶ୍ୱର/ ଭୋଗରାଇ, ୧୩ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ମାମଲାରେ କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫକୁ…

ଦିବ୍ୟାଙ୍ଗ ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ

ମାହାଙ୍ଗା,୧୩ା୯ (ଅଜୟ କୁମାର ମହାନ୍ତି): ରାଜ୍ୟରେ ବିଦ୍ୟାଳୟଗୁଡ଼ିକୁ ଦଣ୍ଡମୁକ୍ତ ଅଞ୍ଚଳ ଭାବେ ଘୋଷଣା କରାଯାଇଥିବା ବେଳେ କଟକ ଜିଲା ମାହାଙ୍ଗା ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ୱେଦନଶୀଳ…

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?