‘ଅରୁନ୍ଧତୀ ପୂର୍ବ ଭାରତର ଶ୍ରେଷ୍ଠ ଜ୍ୱେଲରି ବ୍ରାଣ୍ଡ୍‌’

ଭୁବନେଶ୍ୱର,୨୪।୧: ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ଅରୁନ୍ଧତୀ ଜୁଏଲର୍ସକୁ ନିକଟରେ ଏକ ଜାତୀୟ ସ୍ତରର ସମ୍ମାନ ଓ ସ୍ବୀକୃତି ପ୍ରଦାନ କରାଯାଇଛି। ଏପରିକି ଅରୁନ୍ଧତୀ ପୂର୍ବ ଭାରତର ଶ୍ରେଷ୍ଠ ଜ୍ୱେଲରି ବ୍ରାଣ୍ଡ୍‌ ଭାବେ ରିଟେଲ ଜ୍ୱେଲର୍ସ ଇଣ୍ଡିଆ ପକ୍ଷରୁ ସମ୍ମାନିତ ହୋଇଛି। ସେହିଭଳି ଅରୁନ୍ଧତୀ ଜୁଏଲର୍ସର ପରିଚାଳନା ନିର୍ଦ୍ଦେଶକ ବ୍ରହ୍ମାନନ୍ଦ ମେହେରଙ୍କୁ ଶ୍ରେଷ୍ଠ ପରିଚାଳନା ନିର୍ଦ୍ଦେଶକ (ଏମ୍‌ଡି) ଭାବେ ମଧ୍ୟ ସମ୍ମାନିତ କରାଯାଇଛି।
ଉଲ୍ଲେଖଯୋଗ୍ୟ, ଚଳିତ ବର୍ଷ ରିଟେଲ ଜ୍ୱେଲର୍ସ ଇଣ୍ଡିଆ ପକ୍ଷରୁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଶ୍ରେଷ୍ଠ ପରିଚାଳନା ନିର୍ଦ୍ଦେଶକ (ଏମ୍‌ଡି) ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ସମ୍ମାନ ଉତ୍ସବର ଆୟୋଜନ କରାଯାଇଥିଲା। ବିଶେଷକରି ଅଳଙ୍କାର ବ୍ୟବସାୟରେ ଏକ ବୈପ୍ଳବିକ ପରିବର୍ତ୍ତନ ଆଣିବା ସହ ଅରୁନ୍ଧତୀ ଜ୍ୱେଲର୍ସକୁ ପୂର୍ବ ଭାରତରେ ଏକ ଅଗ୍ରଣୀ ଓ ବିଶ୍ୱସନୀୟ ଜୁଏଲରୀ ବ୍ରାଣ୍ଡ୍‌ ଭାବେ ପ୍ରତିଷ୍ଠିତ କରାଇବା ଦିଗରେ ବ୍ରହ୍ମାନନ୍ଦ ମେହେର କଠିନ ପରିଶ୍ରମ କରିଥିବା ଜଣାପଡିଛି।
ଏ ସମ୍ପର୍କରେ ବ୍ରହ୍ମାନନ୍ଦ ମେହେର କହିଛନ୍ତି, ଏଭଳି ଏକ ଜାତୀୟସ୍ତରର ସମ୍ମାନ ଆମକୁ ଆହୁରି ବଳ ଯୋଗାଇଛି। ଏପରିକି ମୋର ସମସ୍ତ କର୍ମଚାରୀଙ୍କ ନିରନ୍ତର ଓ ନିଷ୍ଠାପର କଠିନ ପରିଶ୍ରମ ଏବଂ ସମସ୍ତ ଓଡ଼ିଶାବାସୀଙ୍କ ବିଶ୍ୱାସ,ଭଲପାଇବା ଓ ଆଶୀର୍ବାଦ ଯୋଗୁ ଆଜି ଅରୁନ୍ଧତୀ ଏଭଳି ଏକ ସମ୍ମାନରେ ସମ୍ମାନିତ ହୋଇପାରିଛି। ଏହି ସମ୍ମାନ ଆମକୁ ଆଗକୁ ଆହୁରି ନିଷ୍ଠାପର ସହ କାମ କରିବା ପାଇଁ ଉତ୍ସାହିତ କରିବା ସହ ପ୍ରେରଣା ଯୋଗାଇବ ବୋଲି ମେହେର ମତପ୍ରକାଶ କରିଛନ୍ତି।
ସୂଚନାଯୋଗ୍ୟ, ବ୍ରହ୍ମାନନ୍ଦ ବଲାଙ୍ଗୀରଠାରେ ୨୦୦ ବର୍ଗଫୁଟ ଏକ ଛୋଟିଆ ଘରେ ୫ଜଣ କର୍ମଚାରୀଙ୍କୁ ନେଇ ଅରୁନ୍ଧତୀ ଆରମ୍ଭ କରିଥିଲେ। ଦୀର୍ଘ ୨୩ ବର୍ଷ ମଧ୍ୟରେ ପ୍ରତିଷ୍ଠାନ ମୋଟ ୭୫,୦୦୦ ବର୍ଗଫୁଟ ଆୟତନ ବିଶିଷ୍ଟ ୭ଟି ପ୍ରମୁଖ ସହରରେ ଶୋ’ରୁମ୍‌ ସହ ୧୦୦୦ରୁ ଊର୍ଦ୍ଧ୍ୱ କର୍ମଚାରୀରେ ସଂସ୍ଥା ପହଞ୍ଚତ୍ସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ଅଧିକ ପଢିଛନ୍ତି ରାହୁଲ ନା ପ୍ରିୟଙ୍କା: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୧।୧୨: ଗାନ୍ଧୀ ପରିବାର ଭାରତୀୟ ରାଜନୀତିରେ ସବୁଠାରୁ ଚର୍ଚ୍ଚିତ ପରିବାର ମଧ୍ୟରୁ ଗୋଟିଏ। ବର୍ତ୍ତମାନ ଏହି ପରିବାରର ଦୁଇ ପ୍ରମୁଖ ବ୍ୟକ୍ତି, ରାହୁଲ ଗାନ୍ଧୀ ଏବଂ...

ଟିମ ଇଣ୍ଡିଆ ଖେଳାଳିଙ୍କ ଉପରେ ଗମ୍ଭୀର ଅଭିଯୋଗ ଆଣିଲେ ଜାଡେଜାଙ୍କ ସ୍ତ୍ରୀ: କହିଦେଲେ ଏମିତି, କ୍ରିକେଟ ଜଗତରେ ହଇଚଇ

ନୂଆଦିଲ୍ଲୀ,୧୧।୧୨: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଅଲରାଉଣ୍ଡର ରବିନ୍ଦ୍ର ଜାଡେଜାଙ୍କ ପତ୍ନୀ ଏବଂ ଗୁଜରାଟ ସରକାରଙ୍କ ମନ୍ତ୍ରୀ ରିଭାବା ଜାଡେଜା ପୁଣିଥରେ ତାଙ୍କ ମନ୍ତବ୍ୟ ପାଇଁ...

୨୦୦୦, ୩୦୦୦ ଓ ୫୦୦୦ ନିବେଶ କଲେ କେତେ ମିଳିବ ରିଟର୍ଣ୍ଣ? ଜାଣନ୍ତୁ ଏହି ଖାସ୍ ଯୋଜନାର ଲାଭ…

ପୋଷ୍ଟ ଅଫିସ୍ ଆରଡି ଯୋଜନା ଏକ ସୁରକ୍ଷିତ ଏବଂ ଆକର୍ଷଣୀୟ ନିବେଶ ବିକଳ୍ପ ଯେଉଁଥିରେ ଆପଣ ୬.୭% ସୁଧ ହାରରେ ଅଳ୍ପ ପରିମାଣରେ ନିବେଶ କରି...

ରାଜ୍ୟରେ ହାଡଭଙ୍ଗା ଶୀତ: ୧୦ ଡିଗ୍ରୀ ତଳେ ୧୬ ସହର, ସେମିଳିଗୁଡ଼ାରେ ସର୍ବନିମ୍ନ…

ଭୁବନେଶ୍ୱର,୧୧।୧୨: ଶୀତର ପ୍ରକୋପ ସମଗ୍ର ଓଡ଼ିଶାରେ କାୟା ବିସ୍ତାର କରିଥିବା ବେଳେ ରାଜ୍ୟର ବହୁ ସ୍ଥାନରେ ପାରଦ ୧୦ ଡିଗ୍ରୀ ତଳେ ରହିଛି। ବିଗତ ଦୁଇ...

ଅସହ୍ୟ ଶୀତ: ପଡୁଛି ବରଫ..

ଫୁଲବାଣୀ,୧୧।୧୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଏବେ ଶୀତର ଲହରୀ ଜାରି ରହିଛି। ପର୍ଯ୍ୟଟକଙ୍କ ଆଗମନ ଧୀରେଧୀରେ ବଢୁଛି। ଗୁରୁବାର ଭୋର ସମୟରେ ଫୁଲବାଣୀରେ ବରଫର...

ଆଦିବାସୀ ମହିଳା ଶ୍ରମିକଙ୍କୁ ବଳାତ୍କାର କଲେ ଗାଁ ସାଥୀ, କାହା ଆଗରେ କହିଲେ ଜୀବନରୁ ମାରିଦେବି,ଏମିତି ଅଭିଯୋଗ ଆଣି ପୀଡ଼ିତା…

ଲାଞ୍ଜିଗଡ଼,୧୧ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ବିଜେପୁର ଥାନା ଅଞ୍ଚଳର ଜଣେ ଆଦିବାସୀ ମହିଳା (୩୭)ଙ୍କୁ ବଳାତ୍କାର ଅଭିଯୋଗ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ...

ବୈଜ୍ଞାନିକ କୌଶଳ ବ୍ୟବହାର କରି ଶିମିଳିପାଳ ଅଭୟାରଣ୍ୟରୁ କରୁଥିଲେ ଶିକାର: ୫ କୁଖ୍ୟାତ ଶିକାରୀଙ୍କୁ…. 

ବାରିପଦା,୧୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରୁ ୫ଜଣ କୁଖ୍ୟାତ ଶିକାରୀ ଧରା ପଡିଛନ୍ତି । ଶିମିଳିପାଳ ବନ୍ୟଜନ୍ତୁ ବୁଦ୍ଧିମତା ନେଟୱର୍କ ପରି...

ଆମେରିକା ପରେ ଏବେ ଏହି ଦେଶ ଭାରତ ଉପରେ ଲଗାଇଲା ୫୦% ଟାରିଫ୍‌, ଜାଣନ୍ତୁ କେବେଠୁ ହେବ ଲାଗୁ…

ନୂଆଦିଲ୍ଲୀ,୧୧।୧୨: ଡିସେମ୍ବର ୧୦ ତାରିଖରେ, ମେକ୍ସିକୋ ସିନେଟ ଏକ ବଡ଼ ବିଲ ପାସ କରିଛି। ଯାହା ଚାଇନା ଭାରତ, ଦକ୍ଷିଣ କୋରିଆ, ଥାଇଲ୍ୟାଣ୍ଡ ଏବଂ ଇଣ୍ଡୋନେସିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri