ଅରୁନ୍ଧତୀ ମୋଷ୍ଟ ପ୍ରିଫର୍ଡ ଜୁଏଲେରି ବ୍ରାଣ୍ଡ୍‌ ସମ୍ମାନରେ ସମ୍ମାନିତ

ଭୁବନେଶ୍ୱର,୧୦।୩:ଓଡ଼ିଶାର ସର୍ବବୃହତ୍‌ ଜୁଏଲେରି ବ୍ରାଣ୍ଡ୍‌ ଅରୁନ୍ଧତୀ ଜୁଏଲର୍ସକୁ ନିକଟରେ ଆଉ ଏକ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି। ବିଶେଷକରି ଚଳିତ ବର୍ଷ ଷ୍ଟେଟ୍‌ ବିଜ୍‌ନେସ୍‌ ଲିଡରଶିପ ଆଓ୍ବାର୍ଡ ଆଣ୍ଡ ସମିଟ୍‌ ଅବସରରେ ଅରୁନ୍ଧତୀକୁ ମୋଷ୍ଟ ପ୍ରିଫର୍ଡ ଜୁଏଲେରି ବ୍ରାଣ୍ଡ୍‌ ସମ୍ମାନରେ ସମ୍ମାନିତ କରାଯାଇଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସଭା ସଦସ୍ୟ ଅମର ପଟ୍ଟନାୟକ, ଅର୍ଥ ବିଭାଗର ବିଭାଗୀୟ ସଚିବ ବିଶାଲ କୁମାର ଦେବ, ପଦ୍ମବିଭୂଷଣ ସୁଦର୍ଶନ ସାହୁ, ରାଜ୍ୟ ଯୋଜନା ବୋର୍ଡ ସଦସ୍ୟ ପ୍ରସନ୍ନ ପାଟଶାଣୀ ଓ ଚେୟାରମ୍ୟାନ, ଓପିଟିସିଏଲ୍‌ ସଞ୍ଜୟ କୁମାର ମିଶ୍ର ପ୍ରମୁଖ ଓ ଅନ୍ୟମାନେ ଉପସ୍ଥିତ ଥିଲେ।
ଏ ସମ୍ପର୍କରେ ଅରୁନ୍ଧତୀ ଜୁଏଲର୍ସର ପରିଚାଳନା ନିର୍ଦ୍ଦେଶକ ବ୍ରହ୍ମାନନ୍ଦ ମେହେର କହିଥିଲେ, ଅଳଙ୍କାର ବ୍ୟବସାୟ ଜଗତରେ ବୈପ୍ଲବିକ ପରିବର୍ତ୍ତନ ଆଣିବା ସହ ଅରୁନ୍ଧତୀ ଜୁଏଲର୍ସକୁ ପୂର୍ବ ଭାରତରେ ଏକ ଅଗ୍ରଣୀ ତଥା ବିଶ୍ୱସନୀୟ ଜୁଏଲେରି ବ୍ରାଣ୍ଡ୍‌ ଭାବେ ପ୍ରତିଷ୍ଠା କରାଇବା ପଛରେ ସର୍ବୋପରି ଗ୍ରାହକଙ୍କ ଅବଦାନ ଅତୁଳନୀୟ ରହିଛି। ଏପରିକି ଦୀର୍ଘ ୨୩ ବର୍ଷର ନିରନ୍ତର ଓ ନିଷ୍ଠାପର ଯାତ୍ରା ମଧ୍ୟରେ ପ୍ରତିଷ୍ଠାନକୁ ଅନେକ ସଫଳତା ମିଳିଛି। ଗ୍ରାହକଙ୍କ ଭରସା ଜିଣିପାରିବା ଓ ଓଡ଼ିଶାର ସର୍ବବୃହତ୍‌ ବ୍ରାଣ୍ଡ୍‌ର ମାନ୍ୟତା ପାଇବା ଆମ ପାଇଁ ଗର୍ବ ଓ ଗୌରବର ବିଷୟ ହୋଇଛି। ଚଳିତ ବର୍ଷ ଶେଷ ସୁଦ୍ଧା ଅରୁନ୍ଧତୀ ରାଜ୍ୟର ୧୦ ପ୍ରମୁଖ ସହରରେ ତା’ର ଉପସ୍ଥିତି ବୃଦ୍ଧି କରିବାକୁ ଯାଉଛି ବୋଲି ସେ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଆସନ୍ତା ୧୦ରେ କଳାହାଣ୍ଡି ଗସ୍ତ କରିବେ ମନମୋହନ ସାମଲ, ଆଗାମୀ ନିର୍ବାଚନକୁ ନେଇ ଦେବେ ଗୁରୁମନ୍ତ୍ର

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ଆସନ୍ତା ୧୦ ତାରିଖ ଶୁକ୍ରବାର ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଗସ୍ତ ରହିଛି । ଉକ୍ତ ଦିନ ସେ…

କାହିଁକି ଆମିଷ ତରକାରୀ କରିନୁ…ଠେଙ୍ଗାରେ ସ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ, ୨ବର୍ଷ ପରେ ଜେଲ୍ ଗଲେ ସ୍ବାମୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଆମିଷ ତରକାରୀକୁ ନେଇ ସ୍ତ୍ରୀକୁ ହତ୍ୟା ଉଦ୍ୟମ କରିଥିଲେ ସ୍ବାମୀ । ଏହି ଘଟଣାରେ ଦୁଇବର୍ଷ ପରେ ସ୍ବାମୀଙ୍କୁ ଗିରଫ କରାଯାଇଛି ।…

ଅଜବ ନୀତି : ଆନ୍ଧ୍ର ମତ୍ସ୍ୟଜୀବୀଙ୍କୁ ଜ୍ୱାଇଁ ପୁଅ ଚର୍ଚ୍ଚା, ଓଡ଼ିଶା ମତ୍ସ୍ୟଜୀବୀଙ୍କୁ ଅଣଦେଖା ଅଭିଯୋଗ

ଛତ୍ରପୁର,୮ା୭(ଦିଲ୍ଲୀପ ସାମଲ): ସମୁଦ୍ର ଅଶାନ୍ତ ବେଳେ ସୀମା ପାର ହେଉଛନ୍ତି ଆନ୍ଧ୍ର ମତ୍ସ୍ୟଜୀବୀ । ସମୁଦ୍ର ଅଶାନ୍ତ ପାଇଁ ଓଡିଶାର ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ…

ଖରିଫ ଫସଲ; ୨୪ ତାରିଖରେ ଘୋଡାହାଡ଼ ଡ୍ୟାମରୁ ଛଡାଯିବ ପାଣି, ପାଳନ ହେବ ସୁବର୍ଣ୍ଣ ଜୟନ୍ତୀ  

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଘୋଡ଼ାହାଡ଼ ପାଣି ପଞ୍ଚାୟତ ଶୀର୍ଷ କମିଟି ପକ୍ଷରୁ ବୁଧବାର ପରିବର୍ଦ୍ଧିତ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି । ପାଣି ପଞ୍ଚାୟତ …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri